ଲେଖା: ଦେଵ ତ୍ରିପାଠୀ
ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, ନିଶ୍ଚଳ ଅଭିଳାଷର ଅନ୍ଧଗଳି ଭିତରେ ମୁମୂର୍ଷୁ-ପ୍ରାୟ ଜୀଉଁଥିଲେ ଓଡ଼ିଆମାନେ ।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସମୂଳେ ଲୋପ କରି ମୃତ ଓଡ଼ିଆର କଙ୍କାଳ ହାଡରେ ନିଜ ଭାଷାର ସୌଧ ଗଢିବାକୁ ଦଳେ ଷଡ଼ଯନ୍ତ୍ରକାରୀ ବଙ୍ଗାଳୀ, ହିନ୍ଦୀଭାଷୀ ଓ ମିଶନାରୀ ସୁଚିନ୍ତିତ ଉଦ୍ୟମ ଆରମ୍ଭ କରିଦେଇଥିଲେ । କାନ୍ତିଚନ୍ଦ୍ର ଭଟ୍ଟାଚାର୍ଯ୍ୟର ‘ଓଡିଆ ଏକ ସ୍ବତନ୍ତ୍ର ଭାଷା ନୁହେଁ’ ବୋଲି ଆକ୍ଷେପ, ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଉପଯୁକ୍ତ ଭାବେ ସାହିତ୍ୟ ଓ ପାଠ୍ୟପୁସ୍ତକର ଅଭାବଜନିତ ପୀଡ଼ାରେ ସମଗ୍ରଜାତି ଥିଲା ପୀଡ଼ିତ ।
ଲେଖା: ନିରଞ୍ଜନ ସାହୁ ଶ୍ରଦ୍ଧେୟ ବାଜି ! ସାଷ୍ଟାଂଗ ଦଣ୍ଡବତ ପ୍ରଣାମ ଘେନିବା ହୁଅ। ନା, ତମେ ଯେ ସାଷ୍ଟାଂଗ…
~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…
~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…
ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…