ଲେଖା: ଶିଶିର ସାହୁ ମନୋଜ

ଶ୍ରୀମନ୍ଦିରର ଵିଭିନ୍ନ ଉତ୍ସଵ, ପର୍ଵପର୍ଵାଣୀ, ଯାତ୍ରାରେ ଶ୍ରୀଜିଉ’ଙ୍କର ମୁଖ୍ୟ ପ୍ରତିନିଧିତ୍ଵ କରନ୍ତି ଶ୍ରୀମଦନମୋହନ । ଏହାଙ୍କ ସହିତ ଶ୍ରୀରାମ, ଶ୍ରୀକୃଷ୍ଣ, ନୃସିଂହନାଥ ଓ ଭକ୍ତ ହନୁମାନ ଶ୍ରୀମନ୍ଦିର ଦକ୍ଷିଣିଘରେ ଵିରାଜମାନ ଅଛନ୍ତି ।

ଶ୍ରୀଜଗନ୍ନାଥ’ଙ୍କ ପୂଜା, ଅର୍ଚ୍ଚନା, ଉପାସନା ଓ ରୀତିନୀତି ଅନୁଯାୟୀ ଶ୍ରୀମଦନମୋହନ ଚର୍ଚ୍ଚିତ, ଅର୍ଚ୍ଚିତ, ପୂଜିତ ହେଉଥିଵା ହେତୁ ତାଙ୍କ ପ୍ରତିମାକୁ ଅର୍ଚ୍ଚା ପ୍ରତିମା କୁହାଯାଏ ।


ପୂର୍ଣ୍ଣଚନ୍ଦ୍ର ଭାଷାକୋଷ’ରେ ଓଡ଼ିଆ ଶବ୍ଦ ଅର୍ଚ୍ଚା’ର ନିମ୍ନୋକ୍ତ ଅର୍ଥ ଉଲ୍ଲେଖ କରାଯାଇଛି:

୧. ପୂଜା: ଶ୍ରୀଜଗନ୍ନାଥଙ୍କ ସମ ତାଙ୍କ ପ୍ରତିନିଧି ସ୍ଵରୂପ ଶ୍ରୀମଦନମୋହନ ପୂଜା ପାଆନ୍ତି;

୨. ପ୍ରତିମା: ଶ୍ରୀମଦନମୋହନ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ବୋଲି ଲୋକଵିଶ୍ଵାସ ରହିଛି ।

୩. ପ୍ରତିକୃତି: ଶ୍ରୀଜଗନ୍ନାଥ ଓ ଶ୍ରୀମଦନମୋହନଙ୍କ ମଧ୍ୟରେ ଅଭେଦ୍ୟ କଳ୍ପନା କରାଯାଏ । ଅର୍ଥାତ୍ ଶ୍ରୀଜଗନ୍ନାଥଙ୍କର ପ୍ରତିକୃତି ସ୍ଵୟଂ ମଦନମୋହନ ।

ତେଣୁ ଏହି ସବୁ କାରଣରୁ ଶ୍ରୀମଦନମୋହନଙ୍କୁ ଶ୍ରୀଜଗନ୍ନାଥଙ୍କ ଅର୍ଚ୍ଚା ପ୍ରତିମା କୁହାଯାଇଥାଏ ।

© ଶବ୍ଦଭେଦ

Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

2 days ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

1 week ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

1 week ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

4 weeks ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

4 weeks ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

4 weeks ago