ସୌରଭିତ ସୃଷ୍ଟି: ଭକ୍ତ ସାଲବେଗ
ଆହେ ନୀଳ ଶଇଳ ପ୍ରବଳ ମତ୍ତ ବାରଣ
ମୋ ଆରତ ନଳିନୀ ବନକୁ କର ଦଳନ ।।୧।।
                             
ଗଜରାଜ ଚିନ୍ତା କଲା ଥାଇ ଘୋର ଜଳେଣ
ଚକ୍ର ପେଶୀ ଗ୍ରାହ ନାଶି ଉଦ୍ଧରିଲ ଆପଣ  ।।୨।।
                               
ଘୋର ବନେ ମୃଗୁଣୀକୁ ପଡ଼ିଥିଲା କସଣ
କେଡ଼େ ବଡ଼ ବିପତ୍ତି ରୁ କରିଅଛ ତାରଣ  ।।୩।।
                                 
କୁରୁ ସଭା ତଳେ ଶୁଣି ଦ୍ରୋପଦୀର ଜଣାଣ
କୋଟି ବସ୍ତ୍ର ଦେଇ ହେଳେ ଲଜ୍ୟା କଲ ବାରଣ ।।୪।।
                                 
କହେ ସାଲବେଗ ହୀନ ଜାତିରେ ମୁଁ ଜବନ
ଶ୍ରୀରଙ୍ଗା ଚରଣ ତଳେ କରୁଅଛି ଜଣାଣ ।।୫।।
                                 
ଆହେ ନୀଳ ଶଇଳ ପ୍ରବଳ ମତ୍ତ ବାରଣ
ମୋ ଆରତ ନଳିନୀ ବନକୁ କର ଦଳନ ।।୬।।
ଉପସ୍ଥାପନା: ଶିବାଶିଷ ମହାପାତ୍ର
Image Courtesy: SriJagannath FB Page
Spread the love
admin

Recent Posts

ମା’ ନାରାୟଣୀ

~ ମା' ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼,…

2 weeks ago

ପଣ୍ଡିତ ଗୋଦାବରୀଶ ମିଶ୍ର

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ "ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ…

3 weeks ago

ଅଖିଳ ମୋହନ ପଟ୍ଟନାୟକ

ଅଖିଳ ମୋହନ ପଟ୍ଟନାୟକ ଉପସ୍ଥାପନା: ଅମୃତେଶ ଖଟୁଆ "ବାସ୍ତବତା କଳ୍ପନା ଠାରୁ ପୃଥକ୍ ରହିକି କେବେ ବି ସମାଜରେ ଦର୍ପଣ…

3 weeks ago

ସର୍ପେଶ୍ୱର ମହାଦେବ

~ ସର୍ପେଶ୍ୱର ମହାଦେବ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଜନଶ୍ରୁତି ଅନୁସାରେ ଓଡ଼ିଶାର ପ୍ରାଚୀନ ଶୈବପୀଠ ଆଠଗଡ଼ ଅନ୍ତର୍ଗତ ବଳରାମପୁର…

1 month ago

ମହାଲକ୍ଷ୍ମୀ

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l…

1 month ago

ଅଟ୍ଟାଳି ଜଗନ୍ନାଥ

~ ଆଠଗଡ଼ ବିଜେ ମହାପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ସ୍ପନ୍ଦନ…

1 month ago