ସୌରଭିତ ସୃଷ୍ଟି: ଭକ୍ତ ସାଲବେଗ
ଆହେ ନୀଳ ଶଇଳ ପ୍ରବଳ ମତ୍ତ ବାରଣ
ମୋ ଆରତ ନଳିନୀ ବନକୁ କର ଦଳନ ।।୧।।
                             
ଗଜରାଜ ଚିନ୍ତା କଲା ଥାଇ ଘୋର ଜଳେଣ
ଚକ୍ର ପେଶୀ ଗ୍ରାହ ନାଶି ଉଦ୍ଧରିଲ ଆପଣ  ।।୨।।
                               
ଘୋର ବନେ ମୃଗୁଣୀକୁ ପଡ଼ିଥିଲା କସଣ
କେଡ଼େ ବଡ଼ ବିପତ୍ତି ରୁ କରିଅଛ ତାରଣ  ।।୩।।
                                 
କୁରୁ ସଭା ତଳେ ଶୁଣି ଦ୍ରୋପଦୀର ଜଣାଣ
କୋଟି ବସ୍ତ୍ର ଦେଇ ହେଳେ ଲଜ୍ୟା କଲ ବାରଣ ।।୪।।
                                 
କହେ ସାଲବେଗ ହୀନ ଜାତିରେ ମୁଁ ଜବନ
ଶ୍ରୀରଙ୍ଗା ଚରଣ ତଳେ କରୁଅଛି ଜଣାଣ ।।୫।।
                                 
ଆହେ ନୀଳ ଶଇଳ ପ୍ରବଳ ମତ୍ତ ବାରଣ
ମୋ ଆରତ ନଳିନୀ ବନକୁ କର ଦଳନ ।।୬।।
ଉପସ୍ଥାପନା: ଶିବାଶିଷ ମହାପାତ୍ର
Image Courtesy: SriJagannath FB Page
Spread the love
admin

Share
Published by
admin

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

1 month ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

1 month ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

1 month ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

1 month ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

1 month ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

1 month ago