ଲେଖା: ଅରବିନ୍ଦ ମହାନ୍ତି
ଶ୍ରୀ କେଦାରେଶ୍ବର ମନ୍ଦିର ଭୁବନେଶ୍ୱରର ପ୍ରସିଦ୍ଧ ମନ୍ଦିରମାନଙ୍କ ମଧ୍ୟରୁ ଅନ୍ୟତମ ଅଟେ। ହିମରାଜ ହିମାଳୟଙ୍କ ଇଷ୍ଟ ହେତୁ ଏହି ଲିଙ୍ଗଙ୍କ ନାମ କେଦାରେଶ୍ବର ହୋଇଅଛି। ଏହି ଲିଙ୍ଗ ଦଶଲକ୍ଷ ଶିବ ଲିଙ୍ଗଙ୍କ ସମାହାର ଅଟେ।
ଯେତେବେଳେ ହିମାବନ ନିଜ ପୁତ୍ରୀ ପାର୍ବତୀ ଓ ଜ୍ୱାଇଁ ମହେଶ୍ୱରଙ୍କୁ ଦେଖା କରିବାକୁ ଏକାମ୍ରକୁ ଆସିଲେ ସେ ସମୟରେ ମହେଶ୍ୱରଙ୍କୁ ସନ୍ତୁଷ୍ଟ କରିବା ପାଈଁ ଏକ ଲିଙ୍ଗ ପ୍ରତିଷ୍ଠା କରିଥିଲେ, ଯାହା ହିମ କେଦାରେଶ୍ବର ନାମେ ପରିଚିତ ହେଲା। ଏହି ଲିଙ୍ଗ ଦକ୍ଷିଣକୁ ମୁଖ କରି ଥିବାରୁ ଏହାଙ୍କୁ ଲିଙ୍ଗ ଦକ୍ଷିଣମୂର୍ତ୍ତି ନାମେ ମଧ୍ୟ ଜଣାଯାଏ। ଦକ୍ଷିଣମୂର୍ତ୍ତି ହେତୁ ଏହା ସିଦ୍ଧ ଏବଂ ଶୀଘ୍ର ମନସ୍କାମନା ପୂର୍ଣ୍ଣ କରନ୍ତି।
The kedareswara temple is another famous temple of Bhubaneswar. The name itself derived from the word lord of the Himalaya. This Lingam is equals to the power of 10 lakhs lingam.
~ କୃଷକ ଆନ୍ଦୋଳନର ଅଧିନେତା ଗୌରାଙ୍ଗ ଦାସ ଓରଫ୍ ହାତଖଣ୍ଡି ଗୌରାଙ୍ଗ ଦାସ ~ ଲେଖା: ନିରଞ୍ଜନ ସାହୁ ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ…
~ ଭକ୍ତକବି ମଧୁସୂଦନ ରାଓ ~ ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ…
~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ~ ଲେଖା: ନିରଞ୍ଜନ ସାହୁ ଉନ୍ନବିଂଶ ଶତାବ୍ଦୀର ମଧ୍ୟ…
ଲେଖା: ନିରଞ୍ଜନ ସାହୁ ~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ "ପ୍ରଥମ ଯୌବନରେ ବାପା-ମାଆ-ଭାଇ-ଭଉଣୀଙ୍କ ଉପସ୍ଥିତି ସତ୍ତ୍ୱେ ଏକ…
ଲେଖା: ନିରଞ୍ଜନ ସାହୁ ~ ଜଣେ ଉପେକ୍ଷିତ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ "ଗୋଟିଏ କଥା ମନରେ ଉଠେ, ଯେଉଁ…
ଲେଖା: ନିରଞ୍ଜନ ସାହୁ ଶ୍ରଦ୍ଧେୟ ବାଜି ! ସାଷ୍ଟାଂଗ ଦଣ୍ଡବତ ପ୍ରଣାମ ଘେନିବା ହୁଅ। ନା, ତମେ ଯେ ସାଷ୍ଟାଂଗ…