ଲେଖା: ସଞ୍ଜୀବ ନନ୍ଦ
ପଞ୍ଚଧାର, ପ୍ରକୃତିର ଲୀଳାୟିତ ବୈଚିତ୍ରମୟୀ ଅନନ୍ତ ସୃଷ୍ଟି ମଧ୍ୟରେ ପର୍ବତମାଳା ଅନ୍ୟତମ ଆକର୍ଷଣ । ଭୌଗୋଳିକ ଦୃଷ୍ଟିକୋଣରୁ ଉତ୍କଳ ଜନନୀର ମଧ୍ୟଭାଗରେ ଶୋଭା ପାଉଥିବା ଗିରିବର ପଞ୍ଚଧାର ପର୍ବତ, ଆଠମଲ୍ଲିକ ନିକଟସ୍ଥ ଚିରସ୍ରୋତା ପୁଣ୍ୟତୋୟା ମହାନଦୀର ଟିକରପଡା ସାତକୋଶିଆଠାରେ ମା’ ବିନିକେୟି ପୀଠଠାରେ ନଦୀ ଉପରେ ମୁଁଣ୍ଡଟେକି ଆବହମାନ କାଳରୁ ଦଣ୍ଡାୟମାନ ।
ଲମ୍ବାରେ ପ୍ରାୟ ୫୫ କି.ମି. ଉଚ୍ଚତା ପ୍ରାୟ ୩୦୦୦ ଫୁଟର ବିଶାଳକାୟ ଏହି ଗିରିବର କେତେ ଯେ ଅଗଣିତ ଋଷି, କବି ତଥା ପର୍ଯ୍ୟଟକମାନଙ୍କ ଦୃଷ୍ଟି ଆକର୍ଷଣ କରିଆସିଛି । ଏଠିକାର ପରିବେଶ, ସୌରଭଶ୍ରୀ, ସୌନ୍ଦର୍ଯ୍ୟ ବିମଣ୍ଡିତା ସବୁଜିମା, ଝରଣାର କୁଳୁକୁଳୁ ନାଦ, କୋକିଳର କାକଳୀ ଏବଂ ଜଙ୍ଗଲ ଜୀବନୀ ସଂପର୍କରେ ଅନୁଧ୍ୟାନ କଲେ ସତରେ ଖୁବ୍ ଆନନ୍ଦ ଅନୁଭବ ହୁଏ ।
ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…
~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ କାହିଁ କେଉଁ ଆଦି ଅନାଦି କାଳରୁ ଏହି…
~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…
ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…
ଦଶପଲ୍ଲା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଅଧୁନା ନୟାଗଡ଼ ଜିଲ୍ଲା ପୂର୍ବରୁ ଚାରି ଗଡଜାତରେ ବିଭକ୍ତ ଥିଲା ଯଥା,…