Skip to content
No results
  • The Vibe Behind
  • Our Action
  • କଳିଙ୍ଗର କାହାଣୀ
    • ଇତିହାସ
    • ଉତ୍କଳୀୟ ନୌବାଣିଜ୍ୟ
  • ଓଡ଼ିଶାର ବରପୁତ୍ର
    • ଐର ଖାରବେଳ
    • ମଧୁ ବାବୁ
    • ମହାମନିଷୀଗଣ
  • ପର୍ଯ୍ୟଟନ ଆକର୍ଷଣ
    • ପର୍ଯ୍ୟଟନ କ୍ଷେତ୍ର
    • ରାଜରାଜୁଡା କ୍ଷେତ୍ର
  • ଆମ କଥା
    • ଆମ ଚଳଣି
    • ଆମ ଖାଦ୍ୟ
    • ଖେଳ ଓ ମନୋରଞ୍ଜନ
    • ଅଙ୍ଗେନିଭା କଥା
    • ହଜିଲା ଦିନର କଥା
    • ଜଣା ଅଜଣା
  • ଭାଷା ଓ ସାହିତ୍ୟ
    • ଆମ ଭାଷା ଓ ସାହିତ୍ୟ
    • ଆଈମା କାହାଣୀ
    • ସୃଷ୍ଟିସମଗ୍ର
    • ସମସାମୟିକ ସାହିତ୍ୟ
  • ସଂସ୍କୃତି ଓ ପରମ୍ପରା
    • ଶ୍ରୀଜଗନ୍ନାଥ
    • ମେଳା ଓ ଯାନିଯାତ୍ରା, ପର୍ବ ପର୍ବାଣୀ
    • କଳା, ଭାସ୍କର୍ଯ୍ୟ, ଐତିହ୍ୟ ଓ ପରମ୍ପରା
    • ନୃତ୍ୟ ସଙ୍ଗୀତ

Physical Address

Sai Samarpanam, Satya Vihar, Bhubaneswar

  • Email: antarangakalinga@gmail.com
ଅନ୍ତରଙ୍ଗ କଳିଙ୍ଗ ANTARANGA KALINGA, ODISHA
  • The Vibe Behind
  • Our Action
  • କଳିଙ୍ଗର କାହାଣୀ
    • ଇତିହାସ
    • ଉତ୍କଳୀୟ ନୌବାଣିଜ୍ୟ
  • ଓଡ଼ିଶାର ବରପୁତ୍ର
    • ଐର ଖାରବେଳ
    • ମଧୁ ବାବୁ
    • ମହାମନିଷୀଗଣ
  • ପର୍ଯ୍ୟଟନ ଆକର୍ଷଣ
    • ପର୍ଯ୍ୟଟନ କ୍ଷେତ୍ର
    • ରାଜରାଜୁଡା କ୍ଷେତ୍ର
  • ଆମ କଥା
    • ଆମ ଚଳଣି
    • ଆମ ଖାଦ୍ୟ
    • ଖେଳ ଓ ମନୋରଞ୍ଜନ
    • ଅଙ୍ଗେନିଭା କଥା
    • ହଜିଲା ଦିନର କଥା
    • ଜଣା ଅଜଣା
  • ଭାଷା ଓ ସାହିତ୍ୟ
    • ଆମ ଭାଷା ଓ ସାହିତ୍ୟ
    • ଆଈମା କାହାଣୀ
    • ସୃଷ୍ଟିସମଗ୍ର
    • ସମସାମୟିକ ସାହିତ୍ୟ
  • ସଂସ୍କୃତି ଓ ପରମ୍ପରା
    • ଶ୍ରୀଜଗନ୍ନାଥ
    • ମେଳା ଓ ଯାନିଯାତ୍ରା, ପର୍ବ ପର୍ବାଣୀ
    • କଳା, ଭାସ୍କର୍ଯ୍ୟ, ଐତିହ୍ୟ ଓ ପରମ୍ପରା
    • ନୃତ୍ୟ ସଙ୍ଗୀତ
Contribute
ଅନ୍ତରଙ୍ଗ କଳିଙ୍ଗ ANTARANGA KALINGA, ODISHA

ବାଲେଶ୍ବରର ନାମକରଣ

  • adminadmin
  • November 14, 2020
  • ଜଣା ଅଜଣା

ଲେଖା: ଶିଶିର ସାହୁ ମନୋଜ

ବାଲେଶ୍ଵରର ନାମକରଣ ପଛରେ କେତେ କଥା ଅଛି ! ଏହାକୁ ନେଇ ଆମ୍ଭ ଦେଶର ଵିଦ୍ଵାନମାନଙ୍କ ମଧ୍ୟରେ ନାନା ମତ ପ୍ରଚଳିତ । ତେଵେ କେତେକ ଜଣାଶୁଣା ମତ ଏଠାରେ ଉପସ୍ଥାପନ କରାଗଲା ।

Etmology 1
‘ଓଡ଼ିଆ ଭାଷାର ଉନ୍ମେଷ ଓ ଵିକାଶ’ ପୁସ୍ତକରେ ଡ. ଵାସୁଦେଵ ସାହୁ ମତ ଦେଇଛନ୍ତି ଯେ ବାଲେଶ୍ବର ମୂଳତଃ ଏକ ଯାଵନିକ ଶବ୍ଦ । ସମ୍ଭଵତଃ ‘ଵାଲା-ଏ଼-ଶୋ଼ର’ ଶବ୍ଦରୁ ବାଲେଶ୍ବରର ନାମକରଣ ହୋଇଅଛି । ଏହା ଏକ ପାର୍ସୀ ଶବ୍ଦ ଓ ଏହାର ଅର୍ଥ ହେଲା ସମୁଦ୍ରକୂଳସ୍ଥ ସହର । ସେହିପରି ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ଅନୁସାରେ ଦୁଇଟି ପାର୍ସୀ ଶବ୍ଦ ଵାଲାଏ(ଉପରେ) + ସୋର(ସହର) ଶବ୍ଦ ଯୁକ୍ତ ହୋଇ ବାଲେଶ୍ବରର ନାମକରଣ ହୋଇଛି ।

 

 

Etmology 2
ଆଉ କିଛି ଲୋକ ମତ ଦିଅନ୍ତି ଯେ ଏ ନଗରକୁ ୩ୟ ଶତାବ୍ଦୀରେ ଉତ୍କଳର ଜନୈକ ରାଜା ବାଲୁକେଶ୍ଵର ସ୍ଥାପନ କରିଥିଲେ ବୋଲି  ତାଙ୍କ ନାମାନୁସାରେ ବାଲେଶ୍ଵରର ନାମକରଣ ହୋଇଥିଲା ।

Etmology 3★★★
ଅନ୍ୟ ଏକ ମତ ଅନୁସାରେ ବାଲେଶ୍ବର ଯେହେତୁ ପ୍ରାଚୀନ କାଳରୁ ଅଷ୍ଟାଦଶ ଶତାବ୍ଦୀ ଯାଏଁ ନୌବାଣିଜ୍ୟ ଓ ନୌଯାତ୍ରା ପାଇଁ ଲୋକପ୍ରିୟ ଥିଲା ଏବଂ ଏଠାରୁ ସାଧାରଣତଃ ବାଲିଦ୍ଵୀପକୁ ବୋଇତମାନ ଆତଯାତ ହେଉଥିଲା, ତେଣୁ ଏ ‘ବାଲି’ ଶବ୍ଦ ବଦଳି ଯାଇ ପରବର୍ତ୍ତୀ କାଳରେ ବାଲେଶ୍ବରର ନାମକରଣ ହୋଇଛି । ବାଲେଶ୍ବରରେ ବାଲିଘାଟ ବନ୍ଦର ଓ ପରମିଟ ଘାଟ ତଥା ଉନବିଂଶ ଶତାବ୍ଦୀର ତୃତୀୟ ଵର୍ଷରେ ସୁନାମୀ ଯୋଗୁଁ ନଷ୍ଟ ଯାଇଥିବା ପିପିଲି ଆଦି ଅନେକ ପୋତାଶ୍ରୟର ଐତିହାସିକ ଚିହ୍ନ ଆଜି ଵି ଏ ଅଞ୍ଚଳରେ ଏହି ପ୍ରାଚୀନ ନୌବାଣିଜ୍ୟ ପରମ୍ପରାର ପ୍ରମାଣ ଦେଇଥାଏ ।

Etmology 4★★★★
କେତେକ ଲୋକ କୁହନ୍ତି ବାଲେଶ୍ବର ଓ ଏହାର ଆଖପାଖରେ ଶିବଙ୍କ ପ୍ରଶିଦ୍ଧ ମନ୍ଦିର ଅନୁସାରେ ସେହି ମନ୍ଦିର ଥିବା ସହର ସବୁର ନାମକରଣ ହୋଇଅଛି । ଉଦାହରଣ ସ୍ୱରୂପ ଜଳେଶ୍ବର, ପଞ୍ଚଲିଙ୍ଗେଶ୍ଵର, ଚନ୍ଦନେଶ୍ଵର, ଭୂଷଣ୍ଡେଶ୍ଵର, ଲଙ୍ଗଳେଶ୍ଵର ଆଦି ଅନେକ ଅଞ୍ଚଳ ଏଠାରେ ଅଛି । ଏସବୁ ଅଞ୍ଚଳରେ ଏହି ନାମରେ ଗୋଟିଏ ଗୋଟିଏ ମନ୍ଦିର ମଧ୍ଯ ଅଛି । ସେଇଭଳି ବହୁତ ସମ୍ଭବ ଏଠାରେ ଏକ ଅପ୍ରଶିଦ୍ଧ ଶିବ ମନ୍ଦିର ବାଲୁଙ୍କେଶ୍ଵରଙ୍କ ନାମ କାଳକ୍ରମେ ଅପଭ୍ରଂସ ହୋଇ ବାଲେଶ୍ବର ହୋଇଥାଇପାରେ ।

ବାଲେଶ୍ଵରର ନାମକରଣ ବାବଦରେ ଏହି ସମସ୍ତ ମତ ମଧ୍ୟରେ କେଉଁ ମତଟି ଯୁକ୍ତିଯୁକ୍ତ, ତାକୁ ନେଇ ଵିଦ୍ଵାନମାନଙ୍କ ମଧ୍ୟରେ ଵିଵାଦ ଛିଣ୍ଡିନାହିଁ ।

Spread the love

Related Posts

ବାଗେଶ୍ୱରପୁର ରାମେଶ୍ୱର ମନ୍ଦିର

  • September 11, 2022

ଜଉ କଣ୍ଢେଇ

  • May 18, 2021

ବକ୍ସି ଜଗବନ୍ଧୁ 

  • May 23, 2020

Leave a ReplyCancel Reply

Your email address will not be published. Required fields are marked *

Trending now

ଫୁଟାଡଙ୍ଗାର ନାଉରୀ
ନୀଳମଣି ବିଦ୍ୟାରତ୍ନ
ରାଣୀ ଶୁକଦେଇ 
ଏ ଜାତି ଗାଲମାଧବ (Part 1)

Popular Posts

ଶାମ୍ବ ଦଶମୀ

September 17, 2025

ଖୁଦୁରୁକୁଣୀ ପଟି

September 14, 2025

ବଡ଼ମ୍ବାର ଜଗନ୍ନାଥ ମନ୍ଦିର

September 14, 2025

About Us

  • About Organization
  • Our Pillars​
  • Driven By Purpose​

Contact Info

  • Address: Sai Samarpanam, Satya Vihar, Bhubaneswar
  • Phone: +91 9437131981
  • Email: antarangakalinga@gmail.com
  • Website: www.antarangakalinga.org

Copyright © 2025 | Crafted with ❤️ by Djonic Technologies

Disclaimer