କିଏ କହେ ତାଙ୍କୁ ଶତାବ୍ଦୀର ସୂର୍ଯ୍ୟ, କିଏ କହେ ଜାତିଐରାବତ, କିଏ କହେ ଉତ୍କଳଗୌରବ, କିଏ କହେ ଓଡ଼ିଶାର ମୁକୁଟବିହୀନ ସମ୍ରାଟ, କିଏ କହେ ଏ ଜାତି ଗାଲମାଧବ, କିଏ କେତେ କ’ଣ ଉପାଧି/ନାମରେ ନାମିତ କରାନ୍ତି ସେହି ଉତ୍କଳ ଖଣ୍ଡର ଅଗ୍ର ସାରଥୀଙ୍କୁ !
ତେବେ ଏ ଜାତିର ପ୍ରମୁଖ ଭାଷ୍ୟକାର ଆମର ବ୍ୟାସଙ୍କ ଭାଷାରେ ସେ ନରଦେହେ ନାରାୟଣ ! ଆଉ ଗୋଟେ କଥାରେ କହିଲେ ତୁମ୍ଭର ଉପମା ତୁମ୍ଭେ ହିଁ ଏକା ।
ଏହି ଭଳି ଜଣେ ପୁରୁଷସିଂହ ହିଁ ମଧୁସୂଦନ ଦାସ ! ବ୍ୟାସକବିଙ୍କ ଦୃଷ୍ଟିରେ ଜାତୀୟଗୌରବ ମଧୁସୂଦନ, ସେଇ କ୍ରମରେ ତାଙ୍କର ଅମରବାଣୀ ଏଇ ମଧୁ-ବାଣୀ . .
ଉପସ୍ଥାପନା: ଶିଶିର ସାହୁ ମନୋଜ
~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…
ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…
~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ କାହିଁ କେଉଁ ଆଦି ଅନାଦି କାଳରୁ ଏହି…
~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…
ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…