ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ
ସାପସାପୁଆଣୀ ନାଟ, ମୁକ୍ତାକାଶ ପ୍ରଦର୍ଶନୀରେ । ଏହା ପୁଣ୍ୟପୀଠ ପାରଳାରେ ରାଜାରାଜୁଡା ଅମଳରୁ ଚାଲି ଆସୁଥିଲା । ଏହାକୁ କୌଣସି ପର୍ବ, ତଥା ଶୋଭାଯାତ୍ରାରେ କତଲକଇଠା ବାଦ୍ୟ ତାଳେ ତାଳେ ପରିବେଷଣ କରାଯାଏ। ଆଜି ଏହା ଲୁପ୍ତପ୍ରାୟ ହେବାକୁ ବସିଲାଣି।
ଦକ୍ଷିଣ ଓଡିଶାର ଏହି ପରମ୍ପରାଟି ପ୍ରଚାର ପ୍ରସାର ଓ ଆଧୁନିକ ସାଜ କାରଣରୁ ଲୋପ ପାଇବାକୁ ବସିଛି। ପାରଳାଖେମୁଣ୍ଡି ବ୍ୟତୀତ ଦକ୍ଷିଣ ଓଡିଶାର କିଛି ଗଡ଼ଜାତ ଅଞ୍ଚଳରେ ବି ଦେଖିବାକୁ ମିଳୁଥିଲା। ଆଜି କିନ୍ତୁ ପାରଳାରେ ଛାଡ଼ି ଦେଲେ ଅନ୍ୟ କେଉଁଠି ଏହାର ସତ୍ତା ନାହିଁ।
~ ଗୋପାଳଙ୍କ ଓଗାଳ ~ ଲେଖା: ନିରଞ୍ଜନ ସାହୁ ଆଜି ପବିତ୍ର ଫଗୁଦଶମୀ। ପୁରପଲ୍ଲୀ ଉତ୍ସବ ମୁଖର। ନନ୍ଦସୁତ କହ୍ନାଇ…
~ କୃଷକ ଆନ୍ଦୋଳନର ଅଧିନେତା ଗୌରାଙ୍ଗ ଦାସ ଓରଫ୍ ହାତଖଣ୍ଡି ଗୌରାଙ୍ଗ ଦାସ ~ ଲେଖା: ନିରଞ୍ଜନ ସାହୁ ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ…
~ ଭକ୍ତକବି ମଧୁସୂଦନ ରାଓ ~ ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ…
~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ~ ଲେଖା: ନିରଞ୍ଜନ ସାହୁ ଉନ୍ନବିଂଶ ଶତାବ୍ଦୀର ମଧ୍ୟ…