ଲେଖା: ରବୀନ୍ଦ୍ର କୁମାର ରଣା

ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ଖଲ୍ଲିକୋଟ ପର୍ବତମାଳାର ଅଗ୍ରଭାଗରେ ମା’ ସିଂହସିନୀ ପୀଠ । ଓଡ଼ିଶାର ଅନେକ ଶକ୍ତିପୀଠ ମଧ୍ୟରୁ ଏହି ପୀଠ ଅନ୍ୟତମ ।  ମନ୍ଦିରର ପରିବେଶ ଅତ୍ୟନ୍ତ ଶାନ୍ତିଦାୟକ ।

ମନ୍ଦିରଟି ନୂତନ ହେଲେ ମଧ୍ୟ ଗଠନଶୈଳୀ ମନୋମୁଗ୍ଧକର । ମନ୍ଦିରର ଚତୁଃପାର୍ଶ୍ୱରେ ବଣଭୋଜି ପାଇଁ ଉପଯୁକ୍ତ ସ୍ଥାନ ଅଛି । ଏହା ସମେତ ଦୂରରୁ ଆସୁଥିବା ପର୍ଯ୍ୟଟକଙ୍କ ରାତ୍ରିଯାପନ ପାଇଁ ସରକାରଙ୍କ ପକ୍ଷରୁ ପାନ୍ଥନିବାସ ନିର୍ମାଣ କରାଯାଇଛି ।

ସିଂହସିନୀ ପୀଠ ପୋଲସରା ବଜାର ଠାରୁ ପ୍ରାୟତଃ ୨୫କି.ମି. ଦୂରରେ ଅବସ୍ଥିତ ଏବଂ ଯଦି କୌଣସି ବ୍ୟକ୍ତି କୋଦଳା ଠାରୁ ଯାଆନ୍ତି ତେବେ କୋଦଳା ଠାରୁ ମଧ୍ୟ ୨୩କି.ମି. ଦୂର । ତେବେ ଯେଉଁପଟେ ଗଲେ ମଧ୍ୟ ୨୦/୨୨କି.ମି. ଜଙ୍ଗଲ ଅତିକ୍ରମ କରିବାକୁ ପଡିବ । କିନ୍ତୁ ଓଡିଶା ସରକାରଙ୍କ ଦ୍ୱାରା ଯାତ୍ରୀ ମାନେ ଯିବା ପାଇଁ ଉଚ୍ଚ ମାନର ସଡ଼କ ନିର୍ମାଣ କରାଯାଇଛି । 

Spread the love
admin

Recent Posts

ଓଗାଳ

~ ଗୋପାଳଙ୍କ ଓଗାଳ ~ ଲେଖା: ନିରଞ୍ଜନ ସାହୁ ଆଜି ପବିତ୍ର ଫଗୁଦଶମୀ। ପୁରପଲ୍ଲୀ ଉତ୍ସବ ମୁଖର। ନନ୍ଦସୁତ କହ୍ନାଇ…

18 hours ago

ଜଳଖିଆ

~ ଜଳଖିଆ ~ ଲେଖା: ଡ. ଜୟଶ୍ରୀ ନନ୍ଦ ଯେଉଁ ସ୍ଥାନକୁ ସ୍ବୟଂ ବିଷ୍ଣୁ ଭୋଜନ ପାଇଁ ବାଛିଥିଲେ ସେ…

2 weeks ago

ଉଠ କଙ୍କାଳ

~ ଉଠ କଙ୍କାଳ ରଚନାର ପୃଷ୍ଠଭୂମି ~ ଉପସ୍ଥାପନା: ଦେଵ ତ୍ରିପାଠୀ "ଉଠ କଙ୍କାଳ, ଛିଡ଼ୁ ଶୃଙ୍ଖଳ, ଜାଗ ଦୁର୍ବଳ…

2 weeks ago

ହାତଖଣ୍ଡି ଗୌରାଙ୍ଗ ଦାସ

~ କୃଷକ ଆନ୍ଦୋଳନର ଅଧିନେତା ଗୌରାଙ୍ଗ ଦାସ ଓରଫ୍ ହାତଖଣ୍ଡି ଗୌରାଙ୍ଗ ଦାସ ~ ଲେଖା: ନିରଞ୍ଜନ ସାହୁ ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ…

1 month ago

ଭକ୍ତକବି ମଧୁସୂଦନ ରାଓ

~ ଭକ୍ତକବି ମଧୁସୂଦନ ରାଓ ~ ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ…

1 month ago

ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ

~ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ: ଜଣେ ବିଚିତ୍ରବର୍ଣ୍ଣା ତୂଳୀକାର ~ ଲେଖା: ନିରଞ୍ଜନ ସାହୁ ଉନ୍ନବିଂଶ ଶତାବ୍ଦୀର ମଧ୍ୟ…

2 months ago