ପର୍ଯ୍ୟଟନ କ୍ଷେତ୍ର

ସୁବର୍ଣ୍ଣପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ଵରୀ

ଉପସ୍ଥାପନା: ଶିବାଶିଷ ମହାପାତ୍ର
ଶଙ୍ଖ ଚକ୍ର ତ୍ରିଶୂଳ ଡମ୍ବରୁ ଖଡ଼ଗ ଖର୍ପର ଧାରିଣୀ
ଧନୁର୍ବାଣ କୁଠାର ମଙ୍କୁଶ ଦାନବ କୁଳ ଛେଦିନୀ
ଜଟାଜୁଟ ସୁଚାରୁ ମଣ୍ଡିତ ରକ୍ତବସ୍ତ୍ର ସୁମେ ଖଳା
ଘୋର ଘର୍ଘର ଘୋର ଗର୍ଜିତଂ ଧୂମ୍ରଲୋଚନୀ ତ୍ରାହିମାଂ ….
ଶୁକ ଗୌତମ ବ୍ରହ୍ମା ନାରଦ ବ୍ୟାସ କଶ୍ୟପ ଧ୍ୟାୟିନୀ
ଇନ୍ଦ୍ର ଚନ୍ଦ୍ର କୁବେର ଦଶଦିଗପାଳ ସେବିତ ଅମ୍ବୀକେ
ମନସୁ ବାଞ୍ଛିତଂ ସିଦ୍ଧି ଦାୟକ ବିବିଧ ସମ୍ପଦ ଦାୟିନୀ
ସେବିତଂ ତବ ଚରଣେ ଶଙ୍କର ସୁମତି ଦାୟିନୀ ତ୍ରାହିମାଂ ….
ରାଜା ଶାସନ ସମୟରେ ଦେବୀ ଥିଲେ ଅତି ପ୍ରତ୍ୟକ୍ଷ । ଲୋକେ ସିଧା ଦେବୀଙ୍କୁ ଦେଖୁ ନଥିଲେ । ଏବେ ମଧ୍ୟ ଅଛି ଏକ ଛୋଟ ଝରକା, ଲୋକମାନେ ସେଇ ଝରକା ଦେଇ ଦର୍ଶନ କରନ୍ତି ।
ଜୟ ମା’ ସୁରେଶ୍ଵରୀ ।।
Spread the love
admin

Recent Posts

ନୟାଗଡ଼ର ମା’ ମଙ୍ଗଳା

~ ନୟାଗଡ଼ର ମା' ମଙ୍ଗଳା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ପ୍ରସିଦ୍ଧ କାକଟପୁର ଅଧିଷ୍ଠାତ୍ରୀ ଦେବୀ ମା'…

3 weeks ago

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ…

3 weeks ago

ନୟାଗଡ଼ର ମା’ ଦକ୍ଷିଣକାଳୀ

~ ନୟାଗଡ଼ର ମା' ଦକ୍ଷିଣକାଳୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ  କାହିଁ କେଉଁ ଆଦି ଅନାଦି କାଳରୁ ଏହି…

4 weeks ago

ରଳବଗଡ଼

~ ରଳବଗଡ଼ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଯାହା ନୟାଗଡ଼ ଇତିହାସରେ…

4 weeks ago

ନୟାଗଡ଼ର ରାମଲୀଳା ପରମ୍ପରା

~ ନୟାଗଡ଼ର ରାମଲୀଳା ପରମ୍ପରା ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶାର ମଠସଂସ୍କୃତି ଅନୁସାରେ ମଠମାନଙ୍କର ଆରାଧ୍ୟ ଦେବତା ସାଧାରଣତଃ…

1 month ago

ଖଣ୍ଡପଡ଼ା ଗଡ଼

ଖଣ୍ଡପଡ଼ା ଗଡ଼ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ତତ୍କାଳୀନ ରାଜାରାଜୁଡ଼ା ସମୟରେ ଓଡ଼ିଶାର ଗଡଜାତ ରାଜ୍ୟଗୁଡ଼ିକ ନିଜ ନିଜ ରାଜ୍ୟ…

1 month ago