Physical Address
Sai Samarpanam, Satya Vihar, Bhubaneswar
Physical Address
Sai Samarpanam, Satya Vihar, Bhubaneswar
ଲେଖା: ଅରବିନ୍ଦ ମହାନ୍ତି
ଶ୍ରୀ ଶେଷନାଗ ଅନନ୍ତଙ୍କୁ ସମର୍ପିତ ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥି। ଏହା ଅନନ୍ତ ଚତୁର୍ଦ୍ଦଶୀ ନାମରେ ଖ୍ୟାତ। ସବୁ ଅବତାରରେ ଭଗବାନ ବିଷ୍ଣୁଙ୍କ ସହଚର ଭାବେ ଅନନ୍ତ ଦେବ ଜନ୍ମ ଗ୍ରହଣ କରିଥାନ୍ତି। ତେଣୁ ତାଙ୍କର ମହତ୍ତ୍ୱ ତ୍ରିଦେବଙ୍କ ପରି ଗୁରୁତ୍ୱପୂର୍ଣ୍ଣ ମନେ ହୁଏ।