Skip to content
No results
  • The Vibe Behind
  • Our Action
  • କଳିଙ୍ଗର କାହାଣୀ
    • ଇତିହାସ
    • ଉତ୍କଳୀୟ ନୌବାଣିଜ୍ୟ
  • ଓଡ଼ିଶାର ବରପୁତ୍ର
    • ଐର ଖାରବେଳ
    • ମଧୁ ବାବୁ
    • ମହାମନିଷୀଗଣ
  • ପର୍ଯ୍ୟଟନ ଆକର୍ଷଣ
    • ପର୍ଯ୍ୟଟନ କ୍ଷେତ୍ର
    • ରାଜରାଜୁଡା କ୍ଷେତ୍ର
  • ଆମ କଥା
    • ଆମ ଚଳଣି
    • ଆମ ଖାଦ୍ୟ
    • ଖେଳ ଓ ମନୋରଞ୍ଜନ
    • ଅଙ୍ଗେନିଭା କଥା
    • ହଜିଲା ଦିନର କଥା
    • ଜଣା ଅଜଣା
  • ଭାଷା ଓ ସାହିତ୍ୟ
    • ଆମ ଭାଷା ଓ ସାହିତ୍ୟ
    • ଆଈମା କାହାଣୀ
    • ସୃଷ୍ଟିସମଗ୍ର
    • ସମସାମୟିକ ସାହିତ୍ୟ
  • ସଂସ୍କୃତି ଓ ପରମ୍ପରା
    • ଶ୍ରୀଜଗନ୍ନାଥ
    • ମେଳା ଓ ଯାନିଯାତ୍ରା, ପର୍ବ ପର୍ବାଣୀ
    • କଳା, ଭାସ୍କର୍ଯ୍ୟ, ଐତିହ୍ୟ ଓ ପରମ୍ପରା
    • ନୃତ୍ୟ ସଙ୍ଗୀତ
Contribute

Physical Address

Sai Samarpanam, Satya Vihar, Bhubaneswar

  • Email: antarangakalinga@gmail.com
ଅନ୍ତରଙ୍ଗ କଳିଙ୍ଗ ANTARANGA KALINGA, ODISHA
  • The Vibe Behind
  • Our Action
  • କଳିଙ୍ଗର କାହାଣୀ
    • ଇତିହାସ
    • ଉତ୍କଳୀୟ ନୌବାଣିଜ୍ୟ
  • ଓଡ଼ିଶାର ବରପୁତ୍ର
    • ଐର ଖାରବେଳ
    • ମଧୁ ବାବୁ
    • ମହାମନିଷୀଗଣ
  • ପର୍ଯ୍ୟଟନ ଆକର୍ଷଣ
    • ପର୍ଯ୍ୟଟନ କ୍ଷେତ୍ର
    • ରାଜରାଜୁଡା କ୍ଷେତ୍ର
  • ଆମ କଥା
    • ଆମ ଚଳଣି
    • ଆମ ଖାଦ୍ୟ
    • ଖେଳ ଓ ମନୋରଞ୍ଜନ
    • ଅଙ୍ଗେନିଭା କଥା
    • ହଜିଲା ଦିନର କଥା
    • ଜଣା ଅଜଣା
  • ଭାଷା ଓ ସାହିତ୍ୟ
    • ଆମ ଭାଷା ଓ ସାହିତ୍ୟ
    • ଆଈମା କାହାଣୀ
    • ସୃଷ୍ଟିସମଗ୍ର
    • ସମସାମୟିକ ସାହିତ୍ୟ
  • ସଂସ୍କୃତି ଓ ପରମ୍ପରା
    • ଶ୍ରୀଜଗନ୍ନାଥ
    • ମେଳା ଓ ଯାନିଯାତ୍ରା, ପର୍ବ ପର୍ବାଣୀ
    • କଳା, ଭାସ୍କର୍ଯ୍ୟ, ଐତିହ୍ୟ ଓ ପରମ୍ପରା
    • ନୃତ୍ୟ ସଙ୍ଗୀତ
Contribute
ଅନ୍ତରଙ୍ଗ କଳିଙ୍ଗ ANTARANGA KALINGA, ODISHA

ବଧୀ

  • adminadmin
  • November 19, 2020
  • ଭାଷା ଓ ସାହିତ୍ୟ

ଲେଖା: ଶିଶିର ସାହୁ ମନୋଜ

ଗଡଜାତ ଅଞ୍ଚଳରେ ପାଣ୍ଡୋଇ ଵା ଚପଲର Y ଆକାର ଵିଶିଷ୍ଟ ଫିତାକୁ ବଧୀ କୁହାଯାଏ । ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ବଧି, ବଦ୍ଧି ଓ ବଧୀ ଆଦି ଶବ୍ଦ ସହିତ ଏହାର ସମ୍ପର୍କ ଥାଇପାରେ ।

ଭାଷାକୋଷରେ ଦେଶଜ ବଧି ଶବ୍ଦକୁ ଶାସ୍ତ୍ରୀୟ ବଦ୍ଧି ଓ ବନ୍ଧନୀ ସହିତ ସମଧୃତ ଦର୍ଶାଯାଇଛି । 

ନିମ୍ନଲିଖିତ ଅର୍ଥରେ ଏ ଶବ୍ଦଟି ଓଡ଼ିଶାର ଵିଭିନ୍ନ ଅଞ୍ଚଳରେ ଚଳୁଅଛି !
★ ମୃଦଙ୍ଗ ଉପରେ ଭିଡ଼ା ଯାଇଥିବା ଚମ ଦଉଡ଼ି
★ ଛାତି; ହୃଦୟ
★ ପ୍ରାଣ
★ (ବାଲେଶ୍ବର) ବଡ଼ ପୋଖରୀ, ଯହିଁରେ ପ୍ରାୟ ଦଳ ମାଡ଼ିଯାଇ ଥାଏ
★ (ବାଣପୁର, ପୁରୀ) ଲଣ୍ଠନର ଫିତା ବା ବତି

ସେହିପରି ‛ବଧୀ’ ଶବ୍ଦ ଵିଷୟରେ ପୂର୍ଣ୍ଣଚନ୍ଦ୍ର ଭାଷାକୋଷରେ ଉଲ୍ଲେଖ ଅଛି ଯେ ଏହାର ଶାସ୍ତ୍ରୀୟ ଅର୍ଥ ହେଉଛି ବଧକାରୀ ଵା ହତ୍ଯାକାରୀ !! ଉଦାହରଣ:
“ଏ କାଳ ବଧୀ ସ୍ବାମୀ ଦ୍ରୋହୀ 
ଏହାକୁ ଦଣ୍ଡତେ ନ ଥୋଇ।” 
(ପଣ୍ଡିତ ଜଗନ୍ନାଥ ଦାସ, ଭାଗବତ।)

ତେବେ ବଧୀର ଏକ ଦେଶଜ ଶବ୍ଦ ଭାବେ ନିମ୍ନଲିଖିତ ଅର୍ଥର ଉଲ୍ଲେଖ ରହିଛି 
■ କୁକୁର ବେକରେ ବନ୍ଧାଯିବା ପଟି
■ (ସଂସ୍କୃତଜ ବଦ୍ଧ = ଜଳ ଅର୍ଥରୁ ଜାତ ଦେଶଜ ଶବ୍ଦ ‛ବଧୀ’ର ଅର୍ଥ ନଦୀରେ ସ୍ରୋତହୀନ ଗଭୀର ପାଣିଥିବା ସ୍ଥାନ ଵା ଗଣ୍ଡ

ତେଣୁ ବଧି, ବଦ୍ଧି ଵା ବଧୀର ଏକ ସାଧାରଣ ଅର୍ଥ ଏଠାରେ ଫିତା ହେଉଥିବା ହେତୁରୁ ଏଇ ଅର୍ଥରେ ସାଧାରଣତଃ ଢେଙ୍କାନାଳରେ ଏ ଶବ୍ଦଟି ପ୍ରୟୋଗ କରାଯାଇଥାଏ ।

© ଶିଶିର ସାହୁ ମନୋଜ

 

Spread the love
Previous Post ମୁକାଵିଲା
Next Post ଶବ୍ଦର ଅଶୁଦ୍ଧ ବ୍ୟବହାର

Leave a ReplyCancel Reply

Your email address will not be published. Required fields are marked *

Trending now

ଫୁଟାଡଙ୍ଗାର ନାଉରୀ
ନୀଳମଣି ବିଦ୍ୟାରତ୍ନ
ବଳଦେବ ରଥ
ରାଣୀ ଶୁକଦେଇ 

Popular Posts

ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅଵଦାନ

August 17, 2026

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ

August 16, 2026

ସୀତାବିଞ୍ଜ

August 16, 2026

About Us

  • About Organization
  • Our Pillars​
  • Driven By Purpose​

Contact Info

  • Address: Sai Samarpanam, Satya Vihar, Bhubaneswar
  • Phone: +91 9437131981
  • Email: antarangakalinga@gmail.com
  • Website: www.antarangakalinga.org

Copyright © 2026 | Crafted with ❤️ by Djonic Technologies

Disclaimer