Physical Address
Sai Samarpanam, Satya Vihar, Bhubaneswar

ଲେଖା: ଅମ୍ବିକା ପଟ୍ଟନାୟକ ~ ପ୍ରତିଭା ବିନୋଦ କୃପାମୟ ଦେବ ଗଜପତି ~ ବୃହତ ଖେମଣ୍ଡି ପତି ଦେବ କୃପାମୟ ସତେ ସତେ ନୃପ ତୁମେ ଅଟ କୃପାମୟ l ଦାନ ଧର୍ମ ଦେଶୋନ୍ନତି ସାହିତ୍ୟ ସେବାରେ ନିଯୁକ୍ତ ସତତ ତୁମେ ସାଧୁ ବ୍ୟବହାରରେ l କବି ପଣ୍ଡିତଙ୍କ ତୁମେ ମହତ ଆଶ୍ରୟ ଏ…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ତୃତୀୟଦେବ ଜଗନ୍ନାଥ ମନ୍ଦିର ~ ଓଡ଼ିଶାର ଗୌରବୋଜ୍ବଳ ଇତିହାସକୁ ଦୃଷ୍ଟି ଦେଲେ, ତଥା ଐତିହାସିକ ଦୃଷ୍ଟିକୋଣରୁ ବିଚାର କଲେ, ଓଡ଼ିଶାରେ ଗଙ୍ଗବଂଶୀ ଶାସକଙ୍କ ଶାସନ କାଳକୁ “ସୁବର୍ଣ୍ଣଯୁଗ” କହିଲେ ଅତ୍ୟୁକ୍ତି ହେବ ନାହିଁ l ଗଙ୍ଗବଂଶୀ ଶାସକଙ୍କ ରାଜତ୍ୱ ସମୟରେ ହିଁ ଓଡ଼ିଶାରେ ଅନେକ ଗୁଡ଼ିଏ କାରୁକାର୍ଯ୍ୟପୂର୍ଣ୍ଣ ସୁନ୍ଦର ମନ୍ଦିରମାନ…

~ ଶ୍ରୀମନ୍ଦିରରେ ମାଆ ମହାଲକ୍ଷ୍ମୀ ~ ଉପସ୍ଥାପନା: ଆୟୁଷ୍ମାନ ଆର୍ଯ୍ୟ ମାଆ ମହାଲକ୍ଷ୍ମୀ ହେଉଛନ୍ତି ଧନ, ଐଶ୍ୱର୍ଯ୍ୟର ଦେବୀ l ଜଗତପିତା ନାରାୟଣ (ଜଗନ୍ନାଥ)ଙ୍କ ବାମା l ପ୍ରାଚୀନତମ ଗ୍ରନ୍ଥ ରୁକବେଦର “ଶ୍ରୀସୁକ୍ତ” ମାଆ ଲକ୍ଷ୍ମୀଙ୍କ ଉଦ୍ଦେଶ୍ୟରେ ସମର୍ପିତ l ଅମର ସିଂହଙ୍କ ରଚିତ ଅମରକୋଷରେ ମାଆଙ୍କର ଅନେକ ନାମ ଉଲ୍ଲେଖ ଅଛି ଯଥା ଲକ୍ଷ୍ମୀ…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶ୍ରୀ ଦୁର୍ଗାମାଧବ ମନ୍ଦିର ~ देवि प्रपन्नार्तिहरे प्रसीद प्रसीद मातर्जगतोखिलस्य। प्रसीद विश्वेश्वरि पाहि विश्वं त्वमीश्वरी देवि चराचरस्य॥ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l କୋଣାନୁକୋଣରେ ତା’ର କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l…

~ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ ~ ଲେଖା: ଅମୃତେଶ ଖଟୁଆ ଜଣେ ଅଜସ୍ରସ୍ରାବୀ ସଦାଧ୍ୟାୟୀ ପ୍ରାବନ୍ଧିକ ଓ ସାହିତ୍ୟିକ ରୂପେ ତାଙ୍କର ସର୍ଜନଶୀଳତା ଅପରିମିତ। ସ୍ଵାଧୀନୋତ୍ତର ଓଡିଶାରେ ଓଡିଶାର ସଂସ୍କୃତି ଓ ଇତିହାସ ସମେତ ଜଗନ୍ନାଥ ତତ୍ତ୍ଵ, ଜୀବନୀ ସାହିତ୍ୟରେ ସୁପ୍ରଚୁର କୃତୀତ୍ଵ ଛାଡି ଯାଇଥିଲେ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ। ଏକାଧାରରେ ସେ ଥିଲେ ଜଣେ…

~ ପ୍ରାଚୀ ଅଧିତ୍ୟକାରେ ଶିଶିରାବସର: ନିଆଳି ମାଧବ ~ ଲେଖା: ଅମୃତେଶ ଖଟୁଆ ସେଦିନ ପ୍ରଥମାଷ୍ଟମୀ । ମଗୁଶିର ବାର ପାହାନ୍ତି କାଳ ଆଗତ । ଶୀତାଭ ଋତୁର ଶ୍ୟାମାୟିତ ସ୍ପର୍ଶ ତଳେ ଖରାର କୋପ ଅନୁଭବଯୋଗ୍ୟ ମନେ ହୁଏନାହିଁ । ସେ ଯେ କାକର ଭିଜା ହରିତ ପଲ୍ଲବଦୋଳରେ ଆପଣା ବିଚ୍ଛୁରିତ ଶୋଭାକୁ ଲୋଟାଇ…

ଲେଖା: ତେଜସ୍ୱ ତ୍ରିପାଠୀ ~ ବାହୁନୁଛି ଦୁର୍ଗ ବାରବାଟୀ ~ ବାରବାଟୀ ଷ୍ଟାଡିୟମର ଆଗରେ ଥିବା ଖୋଲା ପଡ଼ିଆରେ ଥରେ ବୁଲୁଥିଲା ମନ୍ଦମଳୟର ସ୍ପର୍ଶରେ ମନ ଆନ୍ଦୋଳିତ ହେଉଥାଏ l ହଠାତ ଶୁଣାଗଲା ପବନରେ ଏକ ଅସ୍ପଷ୍ଟ କାନ୍ଦଣାର ସ୍ୱର l ସତେ ଅବା ଗୁମୁରି ଗୁମୁରି କିଏ କାନ୍ଦୁଚି l ମାତ୍ର କିଏ ସେ…

ଲେଖା: ତେଜସ୍ବ ତ୍ରିପାଠୀ ~ ବାରବାଟୀ ~ “ବାରବାଟୀ” ଏ ନାମ ହିଁ ଯଥେଷ୍ଟ l ଏ ନାମ ନିଜେ ହିଁ ନିଜର ପରିଚୟ l ଏ ନାମ ଉଚ୍ଚାରଣ ମାତ୍ରେ ପ୍ରତି ଉତ୍କଳୀୟ ଧମନୀର ପ୍ରତି ରକ୍ତ ବିନ୍ଦୁରେ ଦେଶପ୍ରୀତି ଜାଗ୍ରତ ହୁଏ l ଆଉ ଶତ୍ରୁ ବୁକୁରେ ଖେଳିଯାଏ ଅଜଣା ଭୟର ଆତଙ୍କ…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ପରମହଂସନାଥ ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l କୋଣାନୁକୋଣରେ ତା’ର କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ କଳାରେ ଭରା ଏଇ ଉତ୍କଳ…

ଲେଖା: ଅମ୍ବିକା ପଟ୍ଟନାୟକ ~ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ~ ଶ୍ରୀଜଗନ୍ନାଥ ଆମ ଅସ୍ମିତାର ପ୍ରତୀକ l ତାଙ୍କ ମନ୍ଦିର ଶ୍ରୀମନ୍ଦିର, ଦାଣ୍ଡ ବଡ଼ଦାଣ୍ଡ, ପ୍ରସାଦ ମହାପ୍ରସାଦ, ବାନା ପତିତପାବନ l ଧର୍ମଶାସ୍ତ୍ର, କିମ୍ବଦନ୍ତୀ ଅନୁସାରେ ଇନ୍ଦ୍ରଦ୍ୟୁମ୍ନ ଆଦ୍ୟ ମନ୍ଦିର ନିର୍ମାତା ଥିଲେ ହେଁ ବର୍ତ୍ତମାନ ଆମେ ଯେଉଁ ଶ୍ରୀବତ୍ସ ଖଣ୍ଡାଶାଳ ପ୍ରାସାଦ ଶ୍ରୀମନ୍ଦିର ଦେଖୁଛୁ…