Search Results for ଅନଙ୍ଗ ଭୀମଦେବ

ଅନନ୍ତ ବାସୁଦେବ ମନ୍ଦିର

~ ଅନନ୍ତ ବାସୁଦେବ ମନ୍ଦିର: ମିଥ୍ୟା ଇତିହାସର ପ୍ରଚାର ପ୍ରସାର ~ ଉପସ୍ଥାପନା: ଅମ୍ବିକା ପଟ୍ଟନାୟକ ମହା ଶୈବକ୍ଷେତ୍ର ଏକାମ୍ର କ୍ଷେତ୍ର l ତ୍ରିଭୁବନେଶ୍ୱର ରାଜାଧିରାଜ ବାବା ଲିଙ୍ଗରାଜ ସମେତ ରାମେଶ୍ୱର ଯମେଶ୍ୱର ଲଷ୍ମଣେଶ୍ୱର ଆଦି ଶତାଧିକ ଶିବ ମନ୍ଦିରରେ ଶୋଭିତ ଏ କ୍ଷେତ୍ର l କଥିତ ଅଛି ଏକ ଉଣା ଲକ୍ଷେ ଶିବ ଲିଙ୍ଗ…

କୃପାମୟ ଦେବ

ଲେଖା: ଅମ୍ବିକା ପଟ୍ଟନାୟକ   ~ ପ୍ରତିଭା ବିନୋଦ କୃପାମୟ ଦେବ ଗଜପତି ~ ବୃହତ ଖେମଣ୍ଡି ପତି ଦେବ କୃପାମୟ ସତେ ସତେ ନୃପ ତୁମେ ଅଟ କୃପାମୟ l ଦାନ ଧର୍ମ ଦେଶୋନ୍ନତି ସାହିତ୍ୟ ସେବାରେ ନିଯୁକ୍ତ ସତତ ତୁମେ ସାଧୁ ବ୍ୟବହାରରେ l କବି ପଣ୍ଡିତଙ୍କ ତୁମେ ମହତ ଆଶ୍ରୟ ଏ…

ବାରବାଟୀ ଦୁର୍ଗ

ଲେଖା: ତେଜସ୍ବ ତ୍ରିପାଠୀ ~ ବାରବାଟୀ ~ “ବାରବାଟୀ” ଏ ନାମ ହିଁ ଯଥେଷ୍ଟ l ଏ ନାମ ନିଜେ ହିଁ ନିଜର ପରିଚୟ l ଏ ନାମ ଉଚ୍ଚାରଣ ମାତ୍ରେ ପ୍ରତି ଉତ୍କଳୀୟ ଧମନୀର ପ୍ରତି ରକ୍ତ ବିନ୍ଦୁରେ ଦେଶପ୍ରୀତି ଜାଗ୍ରତ ହୁଏ l ଆଉ ଶତ୍ରୁ ବୁକୁରେ ଖେଳିଯାଏ ଅଜଣା ଭୟର ଆତଙ୍କ…

ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ

ଲେଖା: ଅମ୍ବିକା ପଟ୍ଟନାୟକ ~ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣ ~ ଶ୍ରୀଜଗନ୍ନାଥ ଆମ ଅସ୍ମିତାର ପ୍ରତୀକ l ତାଙ୍କ ମନ୍ଦିର ଶ୍ରୀମନ୍ଦିର, ଦାଣ୍ଡ ବଡ଼ଦାଣ୍ଡ, ପ୍ରସାଦ ମହାପ୍ରସାଦ, ବାନା ପତିତପାବନ l ଧର୍ମଶାସ୍ତ୍ର, କିମ୍ବଦନ୍ତୀ ଅନୁସାରେ ଇନ୍ଦ୍ରଦ୍ୟୁମ୍ନ ଆଦ୍ୟ ମନ୍ଦିର ନିର୍ମାତା ଥିଲେ ହେଁ ବର୍ତ୍ତମାନ ଆମେ ଯେଉଁ ଶ୍ରୀବତ୍ସ ଖଣ୍ଡାଶାଳ ପ୍ରାସାଦ ଶ୍ରୀମନ୍ଦିର ଦେଖୁଛୁ…

ଐତିହାସିକ ଦାଣ୍ଡିଯାତ୍ରା ଓ ଶ୍ରୀଜଗନ୍ନାଥ ମନ୍ଦିର

ଲେଖା: ଅମ୍ବିକା ପଟ୍ଟନାୟକ ଐତିହାସିକ ଦାଣ୍ଡିଯାତ୍ରା ଓ ଶ୍ରୀଜଗନ୍ନାଥ ମନ୍ଦିର l କିଛି ସମ୍ପର୍କ ଅଛି କି? ଟିକେ ପର୍ଯ୍ୟାଲୋଚନା ହେଉ l ମହାତ୍ମା ଗାନ୍ଧୀ ୧୮ ମାର୍ଚ୍ଚ ୧୯୩୦ରୁ ୬ ଏପ୍ରିଲ ୧୯୩୦ ଆରମ୍ଭ କରିଥିଲେ ସବରମତୀ ଆଶ୍ରମରୁ ଦାଣ୍ଡି ସମୁଦ୍ରକୂଳ, ଦୁଇଶ କୋଡିଏ କିଲୋମିଟର ଯାତ୍ରା l “ଲବଣ ସତ୍ୟାଗ୍ରହ” ନାମରେ ଖ୍ୟାତ…

ଲକ୍ଷ୍ମୀନୃସିଂହ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ପୂର୍ଵକଚ୍ଛର ଲକ୍ଷ୍ମୀନୃସିଂହ ମନ୍ଦିର ~  ପଞ୍ଚଦଶ ଶତାବ୍ଦୀର ଶେଷ ଭାଗ । ସୂର୍ଯ୍ୟବଂଶୀ ସମ୍ରାଟ #ପୁରୁଷୋତ୍ତମ_ଦେବ ମହାନଦୀର ଉତ୍ତର ତୀରବର୍ତ୍ତୀ ଅଞ୍ଚଳରେ ‘ଛଅଶହ ଭାଗ’ ଶାସନ ଓ ବହୁ ଜନବସତି ବସାଇଥିଲେ । ପ୍ରଜାମାନଙ୍କ ହିତ ପାଇଁ ଯେପରି ସେ ଏହି ଜନବସତି ଗୁଡ଼ିକରେ ଅଗଣିତ ପୁଷ୍କରିଣୀ ଖୋଳାଇଥିଲେ ଆଧ୍ୟାତ୍ମିକ…

ଲକ୍ଷ୍ମୀନୃସିଂହ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ଲକ୍ଷ୍ମୀନୃସିଂହ ମନ୍ଦିର, କଟକ ସହରଠାରୁ ମାତ୍ର ପନ୍ଦର କିଲୋମିଟର ଦୂର ତଥା ଜଗତପୁର ଠାରୁ ମାତ୍ର ସାତ କିଲୋମିଟର ଦୂର ପୂର୍ଵକଚ୍ଛ ଗ୍ରାମରେ ଅବସ୍ଥିତ ଏକ ପ୍ରାଚୀନ ମନ୍ଦିର l ମନ୍ଦିରରେ ଲକ୍ଷ୍ମୀନୃସିଂହଙ୍କ ବିଗ୍ରହ ପ୍ରତିଷ୍ଠିତ ଓ ପୂଜିତ l ବହୁ ପ୍ରାଚୀନ ମନ୍ଦିର ହେଲେ ବି ଏହାର ନିର୍ମାଣ ସମ୍ପର୍କରେ…

ବକ୍ର ମନ୍ଦିର 

ଲେଖା: ଦେଵ ତ୍ରିପାଠୀ ସମ୍ବଲପୁରଠାରୁ ୨୮କି.ମି. ଦକ୍ଷିଣରେ ଚିରପ୍ରବାହମାନ ମହାନଦୀ କୂଳର ଐତିହାସିକ ହୁମା ଗ୍ରାମରେ ଘଟଣାପ୍ରବାହର ମୂକସାକ୍ଷୀ ଭାବେ ଦଣ୍ଡାୟମାନ ହୋଇରହିଛି ବିଶ୍ୱର ଏକମାତ୍ର ବକ୍ର ତଥା ଜିଲ୍ଲାର ଅନ୍ୟତମ ଅଷ୍ଟଶମ୍ଭୁ ବାବା ବିମଳେଶ୍ୱର ମହାଦେବଙ୍କ ମନ୍ଦିର I ୧୫ ମିଟର ଉଚ୍ଚତା ବିଶିଷ୍ଟ ଏହି ମନ୍ଦିରଟି ଉତ୍ତର ପଶ୍ଚିମ ଦିଗକୁ ୪୧.୬ଂ ଢଳିଯାଇଥିବା…

ଦୋଳପୂର୍ଣ୍ଣିମା

ଲେଖା: ଶିବାଶିଷ ମହାପାତ୍ର   ବିଶେଷତଃ କଳିଯୁଗେ, ଦୋଳଯାତ୍ରା ବିଧିୟତେଃ । ଫାଲଗୁନସ୍ୟ ଚତୁର୍ଦ୍ଦଶ୍ୟାଃମ୍ ଅଷ୍ଟମେ ନାମସଂଯକଃ ।। (ପଦ୍ମ ପୁରାଣ ) ଦୋଳରେ ଝୁଲିବେ ଭଗବାନ । ଝୁଲନ୍ତି କେତେବେଳେ ? ଯେତେବେଳେ ଶାନ୍ତ ସୁକୁମଳ ପରିବେଶ ଥିବ, ଅବଶ ଶରୀରକୁ ଲୋଟଣି ପାରା ଭଳିଆ ଲେଟେଇ ଦେଇ ଚିନ୍ତା କରୁଥିବେ ଆନନ୍ଦରେ, ତା’…

ସିରୁଳୀ ମହାବୀର ମନ୍ଦିର

ଲେଖା: ରବୀନ୍ଦ୍ର କୁମାର ରଣା ଗଙ୍ଗବଂଶୀ ରାଜାମାନଙ୍କ ଦ୍ଵାରା ୧୩ଶ ଶତାବ୍ଦୀରେ ନିର୍ମିତ ସିରୁଳୀ ମହାବୀର ମନ୍ଦିର ଏକ ସୁନ୍ଦର ଓ ପ୍ରସିଦ୍ଧ ଦର୍ଶନୀୟ ସ୍ଥାନ । ମନ୍ଦିରର ନିର୍ମାଣ ସମ୍ପର୍କରେ ପ୍ରାମାଣିକ ତଥ୍ୟ ନ ମିଳିଲେ ମଧ୍ଯ ମନ୍ଦିରର ପୂଜାରୀଙ୍କ ତଥ୍ଯ ଅନୁସାରେ ଗଙ୍ଗବଂଶୀ ରାଜା ତୃତୀୟ ଅନଙ୍ଗଭୀମଦେବ ତ୍ରୟୋଦଶ ଶତାବ୍ଦୀରେ ସିରୁଳୀ ମହାବୀର…