Search Results for ଉତ୍କଳର ନୌବାଣିଜ୍ୟ

ପଣ୍ଡିତ କୃପାସିନ୍ଧୁ ମିଶ୍ର

ଲେଖା: ନିରଞ୍ଜନ ସାହୁ ~ ଐତିହାସିକ ପଣ୍ଡିତ କୃପାସିନ୍ଧୁ ମିଶ୍ର ~ ଇତିହାସ ଏକ ନିରବଚ୍ଛିନ୍ନ ଘଟଣା ପ୍ରବାହର ବର୍ଣ୍ଣନା । ଜାତି ପରେ ଜାତି, ବଂଶ ପରେ ବଂଶ ଓ ବ୍ୟକ୍ତି ପରେ ବ୍ୟକ୍ତିର କ୍ରମନ୍ଵୟତା ଓ ଘଟଣାର ଆବୃତ୍ତି, ପୁନରାବୃତ୍ତି ମଧ୍ୟରେ ସତ୍ୟ ଓ ପ୍ରାମାଣିକତା ହିଁ ଇତିହାସ । ଯୁଗ କ୍ରମରେ,…

ବାଇମୁଣ୍ଡି

ବାଇମୁଣ୍ଡି ଲେଖା: ନିରଞ୍ଜନ ସାହୁ ସୋମବଂଶୀ ରାଜା ଜନ୍ମେଜୟ ଚୌଦ୍ଵାର ପର୍ଯ୍ୟନ୍ତ ଅଧିକାର ପୂର୍ବକ ଆଗ୍ରାହାଟ ଠାରେ ଯଜ୍ଞାନୁଷ୍ଠାନ କରିଥିଲେ। ତାଙ୍କ ପରେ ପ୍ରଥମ ଯଯାତି ଓ ଧର୍ମରଥ ମଧ୍ୟ ଏହି ଅଞ୍ଚଳରେ ଶାସନ କରିଥିଲେ। ଚୌଦ୍ଵାରରେ ସୋମବଂଶୀମାନେ ଚାରିଗୋଟି ଦ୍ଵାର ବିଶିଷ୍ଟ ରାଜଧାନୀ ସ୍ଥାପନ କରିଥିବାରୁ ଏହି ସ୍ଥାନର ନାମ ଚୌଦ୍ଵାର ହୋଇଥିଲା। ସୂଚନାଯୋଗ୍ୟ…

ବାଲିପାଟଣା

~ ବାଲିପାଟଣା ଗ୍ରାମାଞ୍ଚଳରେ ଗୋଧୂଳିର ଐତିହ୍ୟ ~ ଲେଖା: ଅମୃତେଶ ଖଟୁଆ ଗ୍ରୀଷ୍ମ ଅବକାଶ ଆରମ୍ଭ ହେବାକୁ ଅନେକ ଦିନ ହେଇଯିବଣି । ଗ୍ରୀଷ୍ମଦଗ୍ଧ ଅପରାହ୍ଣରେ ତପ୍ତ ଧରଣୀ କାଞ୍ଚନ ଭଳି ଖଞ୍ଜି ହେଇ ଯିବା ଭଳି ମନେ ହୁଏ ସନ୍ଧ୍ୟା ହେବାର ବେଳେ । ଦୂରବିସ୍ତୃତ ଦିଗ୍ ବଳୟରେ ଅସ୍ତାୟମାନ ନିଦାଘ ରବି ବୃକ୍ଷାବଳୀକୁ ଆଢୁଆଳ…

ଦେଶୋ ନାସ୍ତି ମହୀତଳେ

ଲେଖା: ତେଜସ୍ୱ ତ୍ରିପାଠୀ ~ ଦେଶୋ ନାସ୍ତି ମହୀତଳେ ~ ତୁଙ୍ଗ-ଶିଖରୀ, କୁଞ୍ଜ-କାନନ, ପୁଣ୍ୟ-ଜଳଧିର ତ୍ରିବେଣୀ ସଂଗମ ଆମ ଉତ୍କଳ l ପୂତ ପୟୋନିଧିର ପବିତ୍ରଜଳ ସ୍ପର୍ଶରେ ପ୍ରତି ଧୂଳି କଣା ଏହାର ପତିତପାବନୀ l ଏ ସେହି ଭୂମି ଯେଉଁଠାରେ ପାଦ ପକେଇ ଶିବଙ୍କ ବ୍ରହ୍ମହତ୍ୟା ପାପମୋଚନ ହୋଇଛି ଆଉ ଚଣ୍ଡା ଶୋକ ଧର୍ମାଶୋକ…

ବାରବାଟୀ

ଲେଖା: ଦେଵ ତ୍ରିପାଠୀ ୧୮୦୩ ମସିହା, ସେପ୍ଟେମ୍ବର ୮ ତାରିଖ । ଗଞ୍ଜାମ ମାଟିରୁ ଏକ ବିଶାଳ ସୈନ୍ୟବାହିନୀ ପ୍ରସ୍ତୁତ ହେଉଥିଲେ ଏକ ବହୁପ୍ରତୀକ୍ଷିତ ଯୁଦ୍ଧାଭିଯାନ ପାଇଁ ! ବ୍ରିଟିଶ ସେନାର #କର୍ଣ୍ଣେଲ_ହାରକୋଟ୍ ଙ୍କ ନେତୃତ୍ବରେ !  ଆଜି କର୍ଣ୍ଣେଲଙ୍କ ମନ ଉଚ୍ଚାଟ ! ଦୀର୍ଘ ଦିନର ଇପ୍ସିତ ଏ ଯାତ୍ରା ! ଏ ଅଭିଯାନ…

କନିକା ରାଜ୍ୟ

ଲେଖା: ଦେଵ ତ୍ରିପାଠୀ “ସହସ୍ର ବହିତ୍ର ପୁଣି ଶୁକ୍ଳ କରି ବାରିଧି ଉରସେ ଚଳିଲା, ଦୋହଲି ମନ୍ଦେ ପବମାନ ମଧୁର ପରଶେ ! ଦମ୍ଭଭରେ, ସିନ୍ଧୁପାରେ ଖୋଜିବାକୁ ଅଜ୍ଞାତ ବିଦେଶ, ଦେବାକୁ ଜଗତଜନେ ଜଗତର ଅଜ୍ଞାତ ସନ୍ଦେଶ ସ୍ଥାପିବାକୁ ତୋହରି ମା’ ଯୁଗ-ଯୁଗ ବ୍ୟାପିନୀ କିରତି ଅୟି ଭାଗ୍ୟବତୀ !” (ଡ. ମାୟାଧର ମାନସିଂହ) ଦିନ…

କନିକା

ଲେଖା: ଦେଵ ତ୍ରିପାଠୀ “ସିଂହଳ ଦ୍ଵୀପରୁ ଚାରୁ ମଙ୍ଗଳା ମୂରତି, ଅଣାଇ ନିଜ ନଗରେ ନରେନ୍ଦ୍ର ସୁମତି ।।” ସରସ୍ବତୀ ଦାମୋଦର ମିଶ୍ରଙ୍କ #ଭଞ୍ଜକନିକା କାବ୍ୟର ନାୟକ #ନରେନ୍ଦ୍ର_ସାଧବ ଯେ କେବଳ #ସିଂହଳ ଦ୍ଵୀପରୁ ମା’ ମଙ୍ଗଳାଙ୍କ ମୂର୍ତ୍ତି ଆଣି ଉତ୍କଳର ପବିତ୍ର ମାଟିରେ ଥାପନା କରିଥିଲେ ଏବଂ ତାଙ୍କରି ନାମ ଅନୁସାରେ ପ୍ରାଚୀନ ଉତ୍କଳର…

ଚାନ୍ଦବାଲି

ଲେଖା: ଦେଵ ତ୍ରିପାଠୀ ୧୮୬୬ ମସିହା । କଟକ । ନଅଙ୍କ ଦୁର୍ଭିକ୍ଷ ପରବର୍ତ୍ତୀ କାଳ । ଓଡ଼ିଆ ଲୋକଙ୍କ ପାଇଁ ବଙ୍ଗଦେଶ କିମ୍ବା ଅନ୍ୟାନ୍ୟ ଅଞ୍ଚଳରୁ ଆବଶ୍ୟକୀୟ ପଦାର୍ଥ ଆଣିବା କିମ୍ବା ପଠାଇବା ପାଇଁ ନିର୍ଭର କରିବାକୁ ପଡ଼ୁଥିଲା ଜଳପଥ ଉପରେ । ଓଡ଼ିଶାରେ ଏକ ଅନୁକୂଳ ସାମୁଦ୍ରିକ ବନ୍ଦରର ଆବଶ୍ୟକତା ଅନୁଭବ କରି…

ମା’ ଶାରଳା ପୀଠ

ଲେଖା: ଦେଵ ତ୍ରିପାଠୀ ମା’ ଶାରଳା ପୀଠ ! ଏ ପୀଠ ଓଡ଼ିଶା ମାଟିର ପ୍ରଥମ ତନ୍ତ୍ରପୀଠ । ଏ ପୀଠ ମଧ୍ୟ ଭାରତବର୍ଷର ପ୍ରଥମ ବାଗଦେବୀ ପୀଠ, ଏହାର ଅନୁକରଣରେ ଦେଶର ବିଭିନ୍ନ ସ୍ଥାନର ବାଗଦେବୀ ପୀଠ ପ୍ରତିଷ୍ଠା ହୋଇଥିଲା । ତେବେ ଏ ପୀଠରେ ଅଧିଷ୍ଠାତ୍ରୀ ଦେବୀଙ୍କ କୃପାଦୃଷ୍ଟିରୁ ଆମର ଭାଷାଟି ସମୃଦ୍ଧ,…

ବାଲେଶ୍ବରର ନାମକରଣ

ଲେଖା: ଶିଶିର ସାହୁ ମନୋଜ ବାଲେଶ୍ଵରର ନାମକରଣ ପଛରେ କେତେ କଥା ଅଛି ! ଏହାକୁ ନେଇ ଆମ୍ଭ ଦେଶର ଵିଦ୍ଵାନମାନଙ୍କ ମଧ୍ୟରେ ନାନା ମତ ପ୍ରଚଳିତ । ତେଵେ କେତେକ ଜଣାଶୁଣା ମତ ଏଠାରେ ଉପସ୍ଥାପନ କରାଗଲା । Etmology 1 ‘ଓଡ଼ିଆ ଭାଷାର ଉନ୍ମେଷ ଓ ଵିକାଶ’ ପୁସ୍ତକରେ ଡ. ଵାସୁଦେଵ ସାହୁ…