Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ କଥାରେ ଅଛି, “ଆଳୁ ଖୋଳୁ ଖୋଳୁ ମହାଦେବ !” ମନରେ ଆଶା ବାନ୍ଧିଥିବା ଗୋଟିଏ କ୍ଷୁଦ୍ରାତିକ୍ଷୁଦ୍ର ବସ୍ତୁ ପାଇଁ ଶ୍ରମ କରିବା ବେଳକୁ ତା’ଠାରୁ ଅନେକ କିଛି ଅଧିକ ମିଳିଗଲେ ଆଶା ଆଉଟିକେ ବଢ଼େ, ସମ୍ଭାବନା ଦୁଇ ଗୁଣ ହୋଇଯାଏ ଏବଂ ମହାନନ୍ଦ ଭରିଯାଏ ମନରେ । ଏବେ ଟିକେ ଆସନ୍ତୁ…

~ ଲକ୍ଷେଶ୍ଵର ମନ୍ଦିର ଓ କୁଆଖାଇ ~ ଲେଖା: ଅମୃତେଶ ଖଟୁଆ ନିଃସର୍ଗର ଦେଶ ଉତ୍କଳ । ଅସ୍ମିତାର ଆଗ୍ନେୟ ତେଜପୁଞ୍ଜରେ ଏହାର ଦଗ୍ଧକନକ ସଦୃଶ ପ୍ରାକୃତିକ ନିଚ୍ଛକତା ଓ ସୁଷମାସମୃଦ୍ଧି ସମଗ୍ର ଭାରତବର୍ଷରେ ଅନବଦ୍ୟ ସୌନ୍ଦର୍ଯ୍ୟର ବିଜ୍ଞାପକ ଅଟେ । ଏହାର ମୃତ୍ତିକାର ମୂର୍ତ୍ତିମନ୍ତ ପରିଗ୍ରହ ଭାବସମୁଦ୍ରର ରସସମ୍ବେଦୀ ତଟିନୀମାନଙ୍କ ଦ୍ବାରା ପରିପାଳିତ । ଏହାର…

~ ଜଳନ୍ଧର ଦେବ ~ ଲେଖା: ଅମୃତେଶ ଖଟୁଆ ଅକୁତୋଭୟ ସାରସ୍ଵତ ଚର୍ଚ୍ଚା, ସଂସ୍କାରଚେତନା, ବୈଜ୍ଞାନିକ ପୁରୋଦୃଷ୍ଟି ସମ୍ମିଳିତ ନିଜର ପ୍ରଜ୍ଞାଦୀପ୍ତ ଜୀବନର ଏକ ସ୍ଵତଃପ୍ରବୃତ୍ତ ଅନୁଷ୍ଠାନ ଜଳନ୍ଧର ଦେବ ସମଗ୍ର ଓଡିଆ ଜାତି ପାଇଁ ଚିରସ୍ମରଣୀୟ । ବାମଣ୍ଡା ଓଡିଆ ସାରସ୍ଵତ କ୍ଷେତ୍ରରେ ଏକ ପ୍ରୀତିପଦ ଉଚ୍ଚାରଣ। #ବୁଧ_ହଂସ_କେଳି_ସର ବାମଣ୍ଡା ଆଧୁନିକ ଓଡିଆ ସାହିତ୍ଯ…

ଲେଖା: ସନ୍ତୋଷ ପଟ୍ଟନାୟକ ଗଞ୍ଜାମରେ ଅଷ୍ଟାଦଶ ଶତାଦ୍ଦୀର ପଞ୍ଚମ ଦଶକରୁ ବିଂଶ ଶତାବ୍ଦୀର ମଧ୍ୟଭାଗ ଯାଏଁ ଲୋକନାଟକର ପଦଚିହ୍ନ ଥିଲା । ଏହି ସମୟକୁ ଗଞ୍ଜାମ ଲୋକନାଟକର ସୁବର୍ଣ୍ଣ ଯୁଗ ବୋଲି କୁହାଯାଇପାରେ । ସବୁ ଗାଁରେ ମଠମନ୍ଦିର ଥିଲା । ପୂଜାପାର୍ବଣ ଅନୁଷ୍ଠିତ ହେଉଥିଲା । ଧର୍ମୀୟ ଉତ୍ସବରେ ଲୋକନାଟ୍ୟ ପରିବେଷିତ ହେଉଥିଲା…

~ ଅନନ୍ତ ବାସୁଦେବ ମନ୍ଦିର: ମିଥ୍ୟା ଇତିହାସର ପ୍ରଚାର ପ୍ରସାର ~ ଉପସ୍ଥାପନା: ଅମ୍ବିକା ପଟ୍ଟନାୟକ ମହା ଶୈବକ୍ଷେତ୍ର ଏକାମ୍ର କ୍ଷେତ୍ର l ତ୍ରିଭୁବନେଶ୍ୱର ରାଜାଧିରାଜ ବାବା ଲିଙ୍ଗରାଜ ସମେତ ରାମେଶ୍ୱର ଯମେଶ୍ୱର ଲଷ୍ମଣେଶ୍ୱର ଆଦି ଶତାଧିକ ଶିବ ମନ୍ଦିରରେ ଶୋଭିତ ଏ କ୍ଷେତ୍ର l କଥିତ ଅଛି ଏକ ଉଣା ଲକ୍ଷେ ଶିବ ଲିଙ୍ଗ…

ଲେଖା: ଅମ୍ବିକା ପଟ୍ଟନାୟକ ~ ବିଛିନ୍ନାଞ୍ଚଳରେ ଅନ୍ତରଙ୍ଗ କଳିଙ୍ଗ ଐତିହ୍ୟ ଯାତ୍ରା – କେଶୀଆଡ଼ି ସ୍ଥିତ ସର୍ବମଙ୍ଗଳା ମନ୍ଦିର ~ “ଜୟନ୍ତୀ ମଙ୍ଗଳା କାଳୀ ଭଦ୍ରକାଳୀ କପାଳିନୀ ଦୁର୍ଗା କ୍ଷମା ଶିବା ଧାତ୍ରୀ ସ୍ୱାହା ସ୍ଵଧା ନମସ୍ତୁତେ . . “ 1568 ଗୋହିରାଟିକିରି ଠାରେ ଓଡ଼ିଶାର ଶେଷ ସ୍ୱାଧୀନ ଗଜପତି ମୁକୁନ୍ଦଦେବଙ୍କ ପତନ ପରେ…

ଲେଖା: ଅମ୍ବିକା ପଟ୍ଟନାୟକ ~ ଦିଗପହଣ୍ଡିର ଡ୍ରଇଂମାଷ୍ଟ୍ରେ: ଡ. ଦିନନାଥ ପାଠୀ ~ ସେ ଥିଲେ ଏକାଧାରରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚିତ୍ରକର, ଲେଖକ, ଗବେଷକ, ଅଧ୍ୟାପକ, ସଂଗଠକ, ସମ୍ପାଦକ, କଳା ଐତିହାସିକ, ଅନୁଷ୍ଠାନ ନିର୍ମାତା, କବି ଏବଂ ସର୍ବୋପରି ଓଡ଼ିଶାର କଳା, ସଂସ୍କୃତି ଓ ଭାସ୍କର୍ଯ୍ୟ ପ୍ରତି ସମ୍ପୂର୍ଣ୍ଣ ସମର୍ପିତ ଏକ ନିଷ୍ଠାପର ଆତ୍ମା l ତଥାପି…

ଲେଖା: ଦେଵ ତ୍ରିପାଠୀ ଉତ୍କଳୀୟମାନଙ୍କ ବୀରତ୍ୱର ମୂକସାକ୍ଷୀ ରଥିପୁର ଗଡ଼ । ଗଙ୍ଗ ଓ ଗଜପତି ରାଜତ୍ୱର ଗୌରବମୟ ଇତିହାସ ବିସ୍ମୃତି ଗର୍ଭରେ ଲୀନ ହୋଇଯାଇଥିଲେ ମଧ୍ୟ ଓଡ଼ିଶାର ବିଶାଳ ଭୂଖଣ୍ଡ ଏବେ ବି ଅନେକ ପୁରାତନ ଗଡ଼ ଓ କଟକମାନଙ୍କୁ ଧାରଣ କରି ପ୍ରାଚୀନ ଉତ୍କଳୀୟମାନଙ୍କ ବୀରତ୍ୱର ମୂକସାକ୍ଷୀ ରୂପେ ଦଣ୍ଡାୟମାନ । ଗଜପତି…