Search Results for ଓଡ଼ିଆ ଭାଗଵତ

ଓଡ଼ିଆ ଵର୍ଣ୍ଣମାଳାରେ ଅକ୍ଷର ସଂଖ୍ୟା

ଉପସ୍ଥାପନା: ଶିଶିର ସାହୁ ମନୋଜ ଗୋଟାଏ ମହତ୍ତ୍ୱପୂର୍ଣ୍ଣ ପ୍ରଶ୍ନକୁ ନେଇ ଓଡ଼ିଶାର ବୁଦ୍ଧିଜୀଵୀ ମହଲରେ ବାରମ୍ବାର ଆଲୋଚନା ପର୍ଯ୍ୟାଲୋଚନା ଚାଲୁଥାଏ ।   ତାହା ହେଲା ! “ଓଡ଼ିଆ ଵର୍ଣ୍ଣମାଳାରେ ଅକ୍ଷର ସଂଖ୍ୟା କେତେ ? କେତୋଟି ମାତ୍ରା ଵା କାର ଓ କେତେଗୋଟି ଫଳା ରହିଛି ?” ଏ ଵିଷୟରେ ଏକ ଗବେଷଣାଲବ୍ଧ ତଥ୍ୟ ଏଠାରେ…

ଶାସ୍ତ୍ରୀୟ ଓଡ଼ିଆ ଭାଷା

ଲେଖା: ଶିଶିର ସାହୁ ମନୋଜ କଳିଙ୍ଗଦେଶର ରାଷ୍ଟ୍ରଭାଷା ଶାସ୍ତ୍ରୀୟ ଓଡ଼ିଆ ଭାଷାର ଅନ୍ଯ ନାମ ଜାଣିଛନ୍ତି କି ? ଆମ କଳିଙ୍ଗଦେଶର ରାଷ୍ଟ୍ରଭାଷା ଶାସ୍ତ୍ରୀୟ ଓଡ଼ିଆ ଭାଷା ଅନେକ ନାମର ଅଧିକାରୀ । ଏହି ଭାଷାର ସମ୍ବଲପୁରୀ, ଦେଶିଆ, ବାଥୁଡୀ଼, ଭତ୍ରୀ, ହଲଵୀ, ସାଦ୍ରୀ, ଅଘରିଆ, ଗଞ୍ଜାମୀ, ଢେଙ୍କାନାଳୀ, ସୁନ୍ଦରଗଡୀ, ଷଡ଼ଶୀ, ବାଲେଶ୍ଵରୀ, ମେଦିନୀପୁରୀ, କୁପିଆ,…

ଦାରାକ୍ଷ

ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ   ~ ହଜିଯାଇଥିଵା ଏକ ପ୍ରାଚୀନ ଓଡ଼ିଆ ଶବ୍ଦ ‘ଦାରାକ୍ଷ’ ~ ଅଙ୍ଗୁର କୋଳିକୁ କିଏ ନ ଜାଣେ ? ସାରା ପୃଥିଵୀର ଯେକୌଣସି ହାଟବଜାରରେ ଆଉ କିଛି ମିଳୁ କି ନ ମିଳୁ ଅଙ୍ଗୁର କୋଳି ନିଶ୍ଚୟ ମିଳିଯାଏ । ସାଧାରଣତଃ Vitis ପ୍ରଜାତିର ୮୧ରୁ…

ମୃଗତୃଷ୍ଣା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ମୃଗତୃଷ୍ଣା ଶବ୍ଦ ଓ ଓଡ଼ିଆ ଭାଷା~  ମୃଗତୃଷ୍ଣା ଶବ୍ଦଟି ଓଡ଼ିଶାର ଅନେକ ଲୋକେ ଜାଣି ନଥାଇ ପାରନ୍ତି କିନ୍ତୁ ଯେଉଁମାନେ ସାହିତ୍ୟିକ ଵା ସାହିତ୍ୟ ସମ୍ବନ୍ଧରେ ଜ୍ଞାନ ରଖନ୍ତି ସେମାନେ ଏ ଶବ୍ଦକୁ ନିଶ୍ଚିତ ଭାବରେ ଜାଣିଥିବେ । ପୂର୍ଣ୍ଣଚନ୍ଦ୍ର ଭାଷାକୋଷ ଅନୁସାରେ ମୃଗତୃଷ୍ଣା ଶବ୍ଦଟି…

ମାଣ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଆ ଭାଷାର ମାଣ ଶବ୍ଦ ; ଏକ ଆଲୋଚନା ~ ଓଡ଼ିଶାରେ ଲୋକେ ଵିଶ୍ଵାସ କରନ୍ତି ଯେ #ମାଣ ଶବ୍ଦଟି ସିଂହଭୂମି ଅଞ୍ଚଳର ଶବ୍ଦ ମାଣକି (କୋହ୍ଲ ସମ୍ପ୍ରଦାୟର ଗ୍ରାମମୁଖ୍ୟ ବା ମୁଣ୍ଡା ସର୍ଦ୍ଦାରଙ୍କୁ ମାଣକି କହନ୍ତି) ରୁ ସୃଷ୍ଟି ହୋଇଅଛି । ଅର୍ଥାତ୍ ମାଣକି…

ଶୂନ୍ୟ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ “ଶୂନ୍ୟ ‘୦’ ସଂଖ୍ୟା” ~ ଆଜଟେକ୍ସ, ଇନକା ଓ ଇଜିପ୍ଟର ପ୍ରାଚୀନ ମାନଵ ସଭ୍ୟତାରେ ମଧ୍ୟ ଶୂନ୍ୟ ଆକାରର ଵିଭିନ୍ନ ଚିହ୍ନ ଆଵିଷ୍କାର ହୋଇଥିଲା । ପ୍ରାଚୀନ ଇଜିପ୍ଟରେ nfr (?) ବୋଲି ଏକ ଚିହ୍ନ ଵ୍ୟଵହାର ହେଉଥିଲା । ପ୍ରାଚୀନ ଇଜିପ୍ଟରେ ଏହାକୁ Nefertiti,…

ପଦ୍ମାଵତୀ ରାଣୀ

ଲେଖା: ଶିଶିର ସାହୁ ମନୋଜ କଂସର ଘରଣୀ ପଦ୍ମାଵତୀ ରାଣୀ . . !  ଏହି ପଦ୍ମାଵତୀ ରାଣୀ କିଏ . . ? ପାଟଣାଗଡ଼ ନିଵାସୀ ଲେଖକ ‘କୋକିଳ ମେହେର’ ତାଙ୍କ ‘କୁଆଁରୀପାଟଣା’ ପୁସ୍ତକରେ ❛ପଦ୍ମାଵତୀ ରାଣୀ❜ଙ୍କ କାହାଣୀ ଲେଖିଛନ୍ତି । ତାଙ୍କ ଅନୁସାରେ ୫୬ ଖ୍ରୀଷ୍ଟପୂର୍ଵରେ ❛ଶତ୍ରୁଘାତି❜ ବୋଲି ଜଣେ ରାଜା ପାଟଣାଗଡ଼ର…

ଚିନ୍ତା

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କାର୍ଯ୍ୟାଳୟରେ ଥରେ ଜଣେ ଶିକ୍ଷିତ ବିହାରୀ ଭାଇଙ୍କ ସହିତ କଥା ହେଉଥାଏ । କହୁ କହୁ କହିଲେ, ଏଇ କାମରେ ବହୁତ tension, ଆଖି ବୁଜିଵାକୁ ବି ସମୟ ମିଳୁନାହିଁ । ଆମର ଏଠି ଦଶଟା ଝିଅ ହେଲେ ଚିନ୍ତା ବଢ଼େ କିନ୍ତୁ ୟୁରୋପରେ ଦଶଟା ପୁଅ…

ଗୁଞ୍ଜରା

ଲେଖା: ଶିଶିର ସାହୁ ମନୋଜ Buprestidae ପରିଵାରର ପୋକଗୁଡି଼କୁ ଇଂରାଜୀରେ jewel beetles ଓ ଆମ ଭାଷାରେ ଗୁଞ୍ଜରା ଵା ଗୁଞ୍ଜୁରା କୁହାଯାଏ । ଯେମିତି ଜୀଵ ଭେଦରେ ଉକୁଣୀଙ୍କ ଵିଭିନ୍ନ ଜାତି ରହିଛି ଠିକ୍ ସେଇଭଳି ଵୃକ୍ଷଭେଦରେ ଭିନ୍ନ ଭିନ୍ନ ଗୁଞ୍ଜରା ଦେଖାଯାଇଥାନ୍ତି । ଏହି ଜୀଵପରିଵାରର Sternocera ଜାତୀୟ ପୋକଙ୍କୁ ଆମେ ଚାକୁଣ୍ଡାଦି…

ଗଡ଼ଘାଲି

ଲେଖା: ଶିଶିର ସାହୁ ମନୋଜ ଓଡ଼ିଆ ଭାଷାରେ ଲକ୍ଷ ଲକ୍ଷ ନିଆରା ଶବ୍ଦ ରହିଛି । ଅନେକ ପ୍ରାଚୀନ ଓଡ଼ିଆ ଶବ୍ଦ ଆଜି ଲୁପ୍ତ ହେଵାକୁ ବସିଲାଣି । ସେଇଭଳି ଏକ ଲୁପ୍ତପ୍ରାୟ ଶବ୍ଦ ହେଉଛି ଗଡ଼ଘାଲି । ଗଡ଼ଘାଲି ଶବ୍ଦ ପ୍ରାଚୀନ ଓଡ଼ିଆ ସାହିତ୍ୟରେ ଵିଶେଷ ଭାଵରେ ପ୍ରୟୋଗ ହେଉଥିଲା । ମୁଣ୍ଡକୁ ଭୂମିରେ…