Search Results for କଟକ

ହଁ ମୁଁ କଟକ କହୁଛି

ଲେଖା: ଈଶ୍ୱର ଗୁରୁ ମୁଁ ଓଡ଼ିଶାର ଗର୍ବ ! ମୋରି ଛାତିରେ ଲେଖାଯାଇଛି ଓଡ଼ିଶାର ଇତିହାସ, ମୁଁ ହିଁ ତିଆରିଛି ଓଡ଼ିଶାର ଭବିଷ୍ୟତ ! ମୋରି ବୁକୁରେ ପାଦ ଥାପି ଓଡ଼ିଆ ପୁଅ ଲଙ୍ଘିବାର ଯୋଜନା କରିଛି ସାତ ସମୁଦ୍ର ତେର ନଈ ! ମୋରି ମାଟିକୁ ମଥାରେ ମାରି ଓଡ଼ିଆ ବୀର ଜିଣିଛି ଗଙ୍ଗାରୁ…

କଟକର ଶ୍ରୀଚୈତନ୍ୟ ମଠ

ଲେଖା: ଶ୍ରୀକାନ୍ତ ସିଂହ ~ କଟକର ଶ୍ରୀଚୈତନ୍ୟ ମଠ ~ ବିପୁଳ ଓ ବ୍ୟାପକ ସନାତନ ଧର୍ମ କେଉଁ ଆବାହମାନ କାଳରୁ ଆର୍ଯ୍ୟଭୂମି ଭାରତରେ ଅନୁସୃତ ହୋଇଆସୁଛି ଏହି ଧର୍ମଧାରାକୁ ଅକ୍ଷୁର୍ଣ୍ଣ ଓ ଅବ୍ୟାହତ ରଖିବାପାଇଁ ମଠଗୁଡ଼ିକ ସର୍ବଦା ତତ୍ପର ରହିଆସିଛନ୍ତି । ଆଦି ଶଙ୍କରାଚାର୍ଯ୍ୟ ପ୍ରଥମେ ମଠ ସଂସ୍କୃତିର ପରିକଳ୍ପନା ଓ ପ୍ରତିଷ୍ଠା କରିଥିଲେ…

ବିନା ଖୋକାର କଟକ

ଲେଖା: ମାମାପ୍ରବା ଉଗିଷୁ କଟିକିଆଙ୍କୁ ଚିହ୍ନିବ କିପରି ? ଦହିବରା ଆଳୁଦମ୍ କହେ: ଚିହ୍ନିବାର ସରଳ ଉପାୟ ହେଲା: ସ୍ପେନ୍ ଷଣ୍ଢକୁ ନାଲି କପଡା ଦେଖଉଥିବା ଲୋକଗୁଡାକ ହିଁ କଟିକିଆ ! ସେ ନେତାଜୀ ହୁଅନ୍ତୁ ବା ଖୋକା ଭାଇ, ନିଜ ନିଜ କ୍ଷେତ୍ରରେ ସେମାନେ ନିଜ ନିଜର ଛାପ ଛାଡି ଯାଇଛନ୍ତି ! ଯାହା…

ମା’ କଟକଚଣ୍ଡୀ

ଲେଖା: ବନ୍ଧନ ଦଳାଇ ଅଢେଇ ହଜାର ବର୍ଷର ପୁରୁଣା ସହର କଟକ । ଓଡ଼ିଶାର ପୁରୁଣା ରାଜଧାନୀ। କଳା ଓ ସଂସ୍କୃତିର ପ୍ରାଣକେନ୍ଦ୍ର କଟକ ସହର। ଉତ୍ତରରେ ମହାନଦୀ ଦକ୍ଷିଣରେ କାଠଯୋଡି ନଦୀ ପ୍ରବାହିତ ହୋଇ କଟକ ସହରର ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରେ। ସେଇ ଐତିହାସିକ କଟକ ମହାନଗରୀର ଅଧିଷ୍ଠାତ୍ରୀ ଦେବୀରୂପେ ଖ୍ୟାତ ମା’ କଟକଚଣ୍ଡୀ।…

ଆମ କଟକର ନିଆରା ପର୍ବ: ଖୁଦୁରୁକୁଣୀ ମେଳଣ

ଲେଖା: ବନ୍ଧନ ଦଳାଇ ଯାତ୍ରା-ମହୋତ୍ସବ ଓ ପର୍ବପର୍ବାଣି ଅନୁଷ୍ଠାନ ମଧ୍ୟରେ ଯେ କୌଣସି ଜାତିର ଜାତୀୟଜୀବନ ଚିତ୍ର ପ୍ରତିଫଳିତ ହୁଏ, ଏବଂ ଏହାକୁ ଭିତ୍ତି କରି ଗଢିଉଠେ ପରମ୍ପରା, ଯାହାର ନିର୍ଯ୍ୟାସକୁ ନେଇ ସଂସ୍କୃତିରୂପ ଗ୍ରହଣ କରେ। ସେହି ଦୃଷ୍ଟିରୁ ବିଚାର କଲେ ଭାଦ୍ରବ ମାସରେ ଅନୁଷ୍ଠିତ ହେଉଥିବା ମା’ମଙ୍ଗଳାଙ୍କ ଖୁଦୁରୁକୁଣି ଓଷା। ଏହି ଓଷାର…

କଟକୀ ରଥଯାତ୍ରା

ଲେଖା: ଦେଵ ତ୍ରିପାଠୀ   “ମୋହ ଯିବା ଯାଏଁ ରଥେ ଥିବ ରହି . . ” ମହାନ ଭକ୍ତ ତଥା #ଯବନକବି #ସାଲବେଗଙ୍କ ଏଭଳି କୋହଭରା ମାର୍ମିକ ଡ଼ାକ ଶୁଣି ମହାପ୍ରଭୁଙ୍କ ରଥ ଅଟକି ରହିଥିଲା, ସେହି ଉପାଖ୍ୟାନକୁ ସମ୍ମାନ ଜଣାଇ #ଚାନ୍ଦିନୀଚୌକ ଜଗନ୍ନାଥ ମନ୍ଦିରର ରଥଯାତ୍ରାରେ ପାଳନ ହୁଏ ଏକ ବିଶେଷ ରୀତି…

କଟକ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ କଟକ ଶବ୍ଦର ବ୍ୟାଖ୍ୟା: କଟ=ବେଷ୍ଟନ କରିବା+କର୍ତ୍ତୃ. ଅକ ଏ ଶବ୍ଦର ସଂସ୍କୃତ ବିଶେଷ୍ୟ  ହିସାବରେ ଯେଉଁ ଅର୍ଥ ସବୁ ଭାଷାକୋଷରେ ଅଛି ତାହା ଏଠାରେ ଦିଆଗଲା …. ୧●ସାନୁ; ପର୍ବତର ମଧ୍ୟଦେଶ★ ୨● ବଳୟ; ହାତଖଡ଼ୁ ୩●ଗୋଡ଼ଖଡ଼ୁ ୪●ଚକ୍ର ★ ୫● ନଗର; ରାଜଧାନୀ★ ୬●ସୈନ୍ୟ★ ୭●…

ଆକାଶବାଣୀ କଟକ

ଲେଖା: ଦେଵ ତ୍ରିପାଠୀ ଆକାଶବାଣୀ ।  ଖବର ପଢୁଛନ୍ତି ଯତୀନ୍ ଦାସ୍ । ଅଶୀ ଦଶକର କଥା । ଗୌରୀଶଙ୍କର ପାର୍କ ପଢିହାରୀ ପାଠାଗାର ଛାତରେ ସ୍ଥାପିତ ମାଇକ୍’ରୁ ଭାସିଆସେ ସାନ୍ଧ୍ୟକାଳୀନ ସମ୍ବାଦ, ଏକ ଗୁରୁଗମ୍ଭୀର ସମ୍ଭ୍ରାନ୍ତ ସ୍ବରରେ . .  “ଆକାଶବାଣୀ କଟକ !  ଖବର ପଢୁଛନ୍ତି ଉପେନ୍ଦ୍ର କୁମାର ପାହାଡ଼ସିଂ . .…

କଟକ କ୍ଲବ୍

ପରାଧୀନ ଭାରତବର୍ଷ । ଶାସନର ଡୋରି ଇଂରେଜମାନଙ୍କ ହାତରେ । ଭାରତୀୟମାନଙ୍କ ଉପରେ ଅତ୍ୟାଚାର କାମରୁ ଟିକିଏ ଫାଙ୍କା ସମୟ ପାଇଲେ କଟକୀ ବ୍ରିଟିଶ ଅଫିସରମାନେ ଏକାଠି ହେଉଥିଲେ ବାରବାଟୀ ଦୁର୍ଗ ପରିସରରେ । ମଉଜମଜଲିସ ପାଇଁ ଚାଳଛପର ଘରେ ଆରମ୍ଭ କଲେ ଏକ କ୍ଲବ୍ । ତେବେ ସେ କ୍ଲବଟି କଳା ଭାରତୀୟମାନଙ୍କ ପାଇଁ ଥିଲା ନିଷିଦ୍ଧାଞ୍ଚଳ !

ହାତଖଣ୍ଡି ଗୌରାଙ୍ଗ ଦାସ

~ କୃଷକ ଆନ୍ଦୋଳନର ଅଧିନେତା ଗୌରାଙ୍ଗ ଦାସ ଓରଫ୍ ହାତଖଣ୍ଡି ଗୌରାଙ୍ଗ ଦାସ ~ ଲେଖା: ନିରଞ୍ଜନ ସାହୁ ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ ସେ ଦୁର୍ବାସା । ନ୍ୟାୟ ଓ ଶାନ୍ତି ପାଇଁ ସେ ଯୋଗେଶ୍ୱର କୃଷ୍ଣ, ଖଟିଖିଆ, କୃଷକ ପାଇଁ ସେ ଲେନିନ୍, ସ୍ଵାଧୀନତା ପାଇଁ ସେ ଗାନ୍ଧୀବାଦୀ ! ସେ ଗୌରାଙ୍ଗ ଦାସ, ଅତି ଶ୍ରଦ୍ଧାରେ,…