Search Results for କବିଚନ୍ଦ୍ର

ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ

ଲେଖା: ନିରଞ୍ଜନ ସାହୁ ~ ଜଣେ ଉପେକ୍ଷିତ ସାହିତ୍ୟଭାସ୍କର ଡ. ମାୟାଧର ମାନସିଂହ ~ “ଗୋଟିଏ କଥା ମନରେ ଉଠେ, ଯେଉଁ ଦେଶ ଓ ସମାଜରେ ମୂର୍ଖ ପୂଜାପାନ୍ତି ଓ ପଣ୍ଡିତେ ଉପାସେ ମରନ୍ତି, ଯେଉଁଠି ଉପର ପାହାଚର ଲୋକ ତଳ ପାହାଚର ଲୋକକୁ ଉଠେଇନେବା ପରିବର୍ତ୍ତେ ଗୋଇଠା ମାରି ଚାପିଦେବାରେ କୃତକୃତ୍ୟ ବୋଧ କରନ୍ତି, ଯେଉଁଠି…

ସାରଦା ପ୍ରସନ୍ନ ନାୟକ

~ ସାରଦା ପ୍ରସନ୍ନ ନାୟକ ~ ଲେଖା: ଅମୃତେଶ ଖଟୁଆ “ସଞ୍ଜ ସକାଳେ ତୁମ ଛବି ଖୋଜେ ନୀରଭିଜା ନୟନରେ, ଜଗତର ନାଥ ଆହେ ଜଗନ୍ନାଥ ଆକୁଳ ଅନ୍ତରେ ଖୋଜେ . .” “ମନେ ଭରି ଅଭିମାନ ଯାଏ ଛାଡି ବୃନ୍ଦାବନ ରୁଷିଛି ରାଇ ପରାଣ ଝୁରେ ପାଷାଣ . .” “ଆଉ ଚାନ୍ଦ ଲାଗି…

ପ୍ରଫୁଲ୍ଲ ଦାସ

~ ମାଟିର ମଲାଟ ତଳେ ସାଧନା: ପ୍ରଫୁଲ୍ଲ ଦାସ ~ ଲେଖା: ଅମୃତେଶ ଖଟୁଆ “ସେମାନଙ୍କ (ହରିଜନ) ସହ ନିଜେ ନବକୃଷ୍ଣ ତାଳପତ୍ର ଟୋପର ମୁଣ୍ଡରେ ଦେଇ ପାଇକଛା ଭିଡି କୋଡି ଧରି ମାଟି ହାଣିଲେ ଓ ମାଳତୀ ମଧ୍ୟ ଶାଢି କାନିକୁ ଅଣ୍ଟାରେ ଭିଡି ତାଙ୍କ ପଛେ ପଛେ ଘାସ ବାଛି ଚାଲନ୍ତି ।…

ମନମୋହନ ମହାପାତ୍ର

~ ମନମୋହନ ମହାପାତ୍ର ~ ଲେଖା: ଅମୃତେଶ ଖଟୁଆ ଜୀବନ ସ୍ଵତଃ ଚଳମାନ । ଏହାର ପ୍ରଚ୍ଛନ୍ନ ସୃଜନଶିଳ୍ପୀର କଳାତ୍ମକ ନିଦର୍ଶନରେ ବିଧିବଶ ଯେଉଁ ଚିତ୍ରଣର ସମୀଚୀନ ସୂତ୍ରପାତ ପୂର୍ବତଃ ଘଟସୂତ୍ର ହୋଇ ବିହିତ ପ୍ରସଙ୍ଗକ୍ରମେ ଆନୁକୂଲ୍ୟ ଘେନି ରହିଥାଏ, ତାହା ଯେପରି ଏହାକୁ ସାର୍ଥକତା ପ୍ରତି ନିଶ୍ଚିତଭାବ ପ୍ରଦାନ କରିବ । ଓଡ଼ିଆ ଜନମାନସର…

କବିସମ୍ରାଟ

ଲେଖା: ଦେଵ ତ୍ରିପାଠୀ ~ କବିସମ୍ରାଟ ପଦବୀ ~ ଦୀର୍ଘଦିନ ଧରି ଓଡ଼ିଶାର ସାହିତ୍ୟିକ ଓ ସାଂସ୍କୃତିକ ଜଳବାୟୁରେ ରାଜକବି ଉପେନ୍ଦ୍ରଭଞ୍ଜଙ୍କୁ #କବିସମ୍ରାଟ ଓ #ସଙ୍ଗୀତସମ୍ରାଟ ରୂପେ ପ୍ରମାଣିତ କରା ହୋଇଆସୁଛି ! ତେବେ କବି କ’ଣ ତାଙ୍କର ଜୀବଦ୍ଦଶାରେ ଉକ୍ତ ପଦବୀ ଗଜପତି ରାଜଦରବାରରୁ ଲାଭ କରିଥିଲେ ? କିଏ ଦେଇଥିଲେ ଏଇ କବିସମ୍ରାଟ ଉପାଧି…

କୁମ୍ଭାରଚକ

ସୌରଭିତ ସୃଷ୍ଟି: କଵିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ~ ତିଗିରିଆ ଗଡ଼ (କୁମ୍ଭାରଚକ) ~ ବାଙ୍କୀରେ ପଢ଼ୁଥିବାବେଳେ ମହାନଦୀ ପାରହୋଇ ଛୁଟିମାନଙ୍କରେ ମୁଁ ବଡ଼ାମ୍ବା ଓ ତିଗିରିଆକୁ ଯାଏଁ । ତିଗିରିଆରେ ବାପାଙ୍କ ମାମୁଁଘର । ବାପାଙ୍କ ମାମୁଁପୁଅ ଭାଇ ରାମକୃଷ୍ଣ ପଟ୍ଟନାୟକେ ଥାଆନ୍ତି #ଦିଆନ । ଚମ୍ପକ ଦ୍ବାଦଶୀ ଯାତ୍ରାଟା ତିଗିରିଆର ପ୍ରଧାନ ଉତ୍ସଵ ।…

କେଦାରନାଥ ମହାପାତ୍ର

ଲେଖା: ନିରଞ୍ଜନ ସାହୁ କଥାରେ ଅଛି, “ଆଳୁ ଖୋଳୁ ଖୋଳୁ ମହାଦେବ !” ମନରେ ଆଶା ବାନ୍ଧିଥିବା ଗୋଟିଏ କ୍ଷୁଦ୍ରାତିକ୍ଷୁଦ୍ର ବସ୍ତୁ ପାଇଁ ଶ୍ରମ କରିବା ବେଳକୁ ତା’ଠାରୁ ଅନେକ କିଛି ଅଧିକ ମିଳିଗଲେ ଆଶା ଆଉଟିକେ ବଢ଼େ, ସମ୍ଭାବନା ଦୁଇ ଗୁଣ ହୋଇଯାଏ ଏବଂ ମହାନନ୍ଦ ଭରିଯାଏ ମନରେ । ଏବେ ଟିକେ ଆସନ୍ତୁ…

ଆସ ଜୀବନଧନ

ସୌରଭିତ ସୃଷ୍ଟି: କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ଆସ ଜୀବନଧନ ମୋର ପଖାଳକଂସା ! କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ଅମଳିନ ସୃଷ୍ଟି । ଏଇ କବିତାରେ ସଂଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ କଣ୍ଠଦାନ ଏହାକୁ କରିଥିଲା ଆହୁରି ଲୋକପ୍ରିୟ । ~ ଆସ ଜୀବନଧନ ମୋର ପଖାଳକଂସା ~ ଆସ ଜୀବନ ଧନ, ମୋର ପଖାଳ କଂସା,…

କାଳୀଚରଣ ପଟ୍ଟନାୟକ

ଲେଖା: ଦେଵ ତ୍ରିପାଠୀ ସେ ଥିଲେ ଆଧୁନିକ ଓଡ଼ିଆ ମଞ୍ଚ ନାଟକର ପ୍ରାଣପ୍ରତିଷ୍ଠାତା, ସେ ଥିଲେ ଓଡ଼ିଆ ନାଟ୍ୟଶାସ୍ତ୍ରର “ଭରତମୁନି”, ସେ ହିଁ ଆରମ୍ଭ କରିଥିଲେ ଓଡ଼ିଆ ସାହିତ୍ୟରେ ଏକାଙ୍କିକାର ଯୁଗ, ସେ ପୁଣି ପ୍ରକାରାନ୍ତରେ ଆଣିଦେଇଥିଲେ ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମର୍ଯ୍ୟାଦା I ସେ ଥିଲେ ଏକାଧାରରେ ନାଟ୍ୟକାର, କବି, ପ୍ରାବନ୍ଧିକ, ଗୀତିକାର, ସୁରକାର,…

ଜନତା ରଙ୍ଗମଞ୍ଚ

ଲେଖା: ଦେଵ ତ୍ରିପାଠୀ ୧୯୫୨ ମସିହା, ବାଙ୍କାବଜାର, କଟକ । କୌଣସି ଏକ କାମରେ ତରବର ହୋଇ ଚାଲିଯାଉଥିଲେ ବିଜୁବାବୁ । ସୁମଧୁର ସଙ୍ଗୀତ ଓ ବାଦ୍ୟ ଶୁଣି ଗୋଟେ ଚାଳଘର ଭିତରକୁ ଆସିଗଲେ ସେ । ନୃତ୍ୟସଙ୍ଗୀତ ସହ କେଉଁ ଏକ ନାଟକର ରିହରସାଲ୍ ଦେଖିଥିଲେ ସେଇ ଚାଳଘର ଭିତରେ, ସେଇ ଚାଳଘରଟି ଥିଲା…