Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ ସେ ଥିଲେ ଆଧୁନିକ ଓଡ଼ିଆ ମଞ୍ଚ ନାଟକର ପ୍ରାଣପ୍ରତିଷ୍ଠାତା, ସେ ଥିଲେ ଓଡ଼ିଆ ନାଟ୍ୟଶାସ୍ତ୍ରର “ଭରତମୁନି”, ସେ ହିଁ ଆରମ୍ଭ କରିଥିଲେ ଓଡ଼ିଆ ସାହିତ୍ୟରେ ଏକାଙ୍କିକାର ଯୁଗ, ସେ ପୁଣି ପ୍ରକାରାନ୍ତରେ ଆଣିଦେଇଥିଲେ ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମର୍ଯ୍ୟାଦା I ସେ ଥିଲେ ଏକାଧାରରେ ନାଟ୍ୟକାର, କବି, ପ୍ରାବନ୍ଧିକ, ଗୀତିକାର, ସୁରକାର,…

~ ମାଟିର ମଲାଟ ତଳେ ସାଧନା: ପ୍ରଫୁଲ୍ଲ ଦାସ ~ ଲେଖା: ଅମୃତେଶ ଖଟୁଆ “ସେମାନଙ୍କ (ହରିଜନ) ସହ ନିଜେ ନବକୃଷ୍ଣ ତାଳପତ୍ର ଟୋପର ମୁଣ୍ଡରେ ଦେଇ ପାଇକଛା ଭିଡି କୋଡି ଧରି ମାଟି ହାଣିଲେ ଓ ମାଳତୀ ମଧ୍ୟ ଶାଢି କାନିକୁ ଅଣ୍ଟାରେ ଭିଡି ତାଙ୍କ ପଛେ ପଛେ ଘାସ ବାଛି ଚାଲନ୍ତି ।…

ସୌରଭିତ ସୃଷ୍ଟି: କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ଆସ ଜୀବନଧନ ମୋର ପଖାଳକଂସା ! କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ଅମଳିନ ସୃଷ୍ଟି । ଏଇ କବିତାରେ ସଂଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ କଣ୍ଠଦାନ ଏହାକୁ କରିଥିଲା ଆହୁରି ଲୋକପ୍ରିୟ । ~ ଆସ ଜୀବନଧନ ମୋର ପଖାଳକଂସା ~ ଆସ ଜୀବନ ଧନ, ମୋର ପଖାଳ କଂସା,…

ଲେଖା: ଦେଵ ତ୍ରିପାଠୀ ୧୯୫୨ ମସିହା, ବାଙ୍କାବଜାର, କଟକ । କୌଣସି ଏକ କାମରେ ତରବର ହୋଇ ଚାଲିଯାଉଥିଲେ ବିଜୁବାବୁ । ସୁମଧୁର ସଙ୍ଗୀତ ଓ ବାଦ୍ୟ ଶୁଣି ଗୋଟେ ଚାଳଘର ଭିତରକୁ ଆସିଗଲେ ସେ । ନୃତ୍ୟସଙ୍ଗୀତ ସହ କେଉଁ ଏକ ନାଟକର ରିହରସାଲ୍ ଦେଖିଥିଲେ ସେଇ ଚାଳଘର ଭିତରେ, ସେଇ ଚାଳଘରଟି ଥିଲା…

ଲେଖା: ସିନ୍ଧୁଜ୍ୟୋତି ତ୍ରିପାଠୀ ୧୯୭୬ରେ ମୁକ୍ତିଲାଭ କରିଥିଲା ‘ଶେଷ ଶ୍ରାବଣ’। ପ୍ରଶାନ୍ତ ନନ୍ଦଙ୍କ ନିର୍ଦେଶନାରେ ପ୍ରସ୍ତୁତ ଏହି ଫିଲ୍ମଟି ଜାତୀୟ ପୁରସ୍କାର ଲାଭକରିଥିଲା। ଏଥିରେ ପ୍ରଶାନ୍ତଙ୍କ ସହ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ହେମନ୍ତ ଦାସ, ମହାଶ୍ବେତା ରାୟ, ବନଜା ମହାନ୍ତି, ଦୁଃଖିରାମ ସ୍ବାଇଁ ଓ ଧୀର ବିଶ୍ବାଳ ଆଦି କଳାକାର। ‘ମକରା’ ଭୂମିକାରେ ହେମନ୍ତଙ୍କ…

ଲେଖା: ନିରଞ୍ଜନ ସାହୁ ~ ଓଡ଼ିଶା ଇତିହାସ ଓ ଓଡ଼ିଆ ସାହିତ୍ୟରେ ମାଦଳାପାଞ୍ଜିର ଅବଦାନ ~ ଓଡ଼ିଶା ଇତିହାସ ଓ ଓଡ଼ିଆ ସାହିତ୍ୟରେ ମାଦଳାପାଞ୍ଜିର ଅବଦାନକୁ କେହି ଅସ୍ବୀକାର କରି ପାରିବେ ନାହିଁ । ଶ୍ରୀମନ୍ଦିର ରୀତିନୀତି, ସେବା ପୂଜାବିଧି, ଗଜପତି ମହାରାଜାମାନଙ୍କର ରାଜ୍ୟ ଶାସନ ବିବରଣୀ, ସମକାଳୀନ ସାମାଜିକ ଓ ରାଜନୈତିକ ଚିତ୍ର, କିଛି…

ଲେଖା: ଦେଵ ତ୍ରିପାଠୀ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମହାର୍ଘ ସ୍ବାଦ ଅନୁଭବ କରିବାର ସୁଯୋଗ ପାଇଥିବା ସମୟରେ କବି କାମପାଳ ମିଶ୍ର, ମୋହନ ସୁନ୍ଦର ଦେବ ଗୋସ୍ୱାମୀ, ପ୍ରିୟନାଥ ଗାଙ୍ଗୁଲି, ହରିଚରଣ ମହାନ୍ତି, ଚଣ୍ଡୀଚରଣ ସାହା ଉଗେରଙ୍କ ସାଧନାର ଫଳସ୍ବରୂପ ସୃଷ୍ଟି ହୋଇଥିଲା ଓଡ଼ିଆ କଥାଚିତ୍ର ସୀତାବିବାହ । ତେବେ ଏତେ ନିଷ୍ଠା ଓ…

~ ନାଟ୍ୟକାର ରାମଚନ୍ଦ୍ର ମିଶ୍ର ~ ଲେଖା: ଅମୃତେଶ ଖଟୁଆ “ବାଆ ସିରିସିରି ବହିଲା ଅନା, ବାଆ ସିରିସିରି ବହିଲା, ଛାଇ ତଳେ ଦିହ ଶୀତେଇ ଉଠିଲା …

ଲେଖା: ଦେଵ ତ୍ରିପାଠୀ ବିଂଶ ଶତାବ୍ଦୀରେ ଓଡ଼ିଶୀନୃତ୍ୟର ପ୍ରତିଷ୍ଠା, ପରିବ୍ୟାପ୍ତ ତଥା ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଇବାରେ ରହିଥିଲା ତାଙ୍କର ପ୍ରମୂଖ ଭୂମିକା । ଓଡିଶୀର ଆଦିଗୁରୁ ପଦ୍ମଶ୍ରୀ ପଙ୍କଜଚରଣ ଦାସଙ୍କ ରୋପିତ ମହାଦ୍ରୁମକୁ ସୁଦୃଢ, ସୁଦୃଶ୍ୟ, ପଲ୍ଲବିତ ଆଉ ବିକଶିତ କରାଇପାରିଥିଲେ ସେ । ଓଡିଶୀନୃତ୍ୟରେ ନବଜାଗରଣ ସୃଷ୍ଟି କରାଇ, ପ୍ରାୟ ୨୦୦ ଏକକ…

ଲେଖା: ଦେଵ ତ୍ରିପାଠୀ ଦିନ ପରେ ଦିନ, ମାସ ପରେ ମାସ, ଋତୁ ପରେ ଋତୁ, ବର୍ଷ ପରେ ବର୍ଷ ଯାଉଛି, କିନ୍ତୁ ଉତ୍କଳ ଜନନୀଙ୍କ ଦୁଃଖରେ କ’ଣ ଯବନିକା ପଡ଼ିବ ନାହିଁ ? ଦେଶମାତୃକାର ଅବସ୍ଥାରେ କ’ଣ ପରିବର୍ତ୍ତନ ଘଟିବ ନାହିଁ ? ଉନ୍ନତିର ସମ୍ଭାବନା ସୁଦୂର ପରାହତ । ସେଥିପାଇଁ କବି ବୁଝିଛନ୍ତି,…