Search Results for କଳିଙ୍ଗ ସ୍ଥାପତ୍ୟ ଶୈଳୀ

ଗଙ୍ଗାମାଧବ

~ ଗଙ୍ଗାମାଧବ ~ ଲେଖା: ଶ୍ରୀକାନ୍ତ ସିଂହ ଗଙ୍ଗାମାଧବ ! କୁରାଙ୍ଗ ଶାସନ ପଞ୍ଚାୟତର ଗଙ୍ଗେଶ୍ୱର ଗ୍ରାମରେ ଥିବା ଭଗବାନ ଶ୍ରୀକୃଷ୍ଣଙ୍କ ଅତୀବ କମନୀୟ ତଥା କାରୁକାର୍ଯ୍ୟପୂର୍ଣ୍ଣ ଖୁବ ସୁନ୍ଦର ପ୍ରତିମାଟିଏ ! ଏହି ପ୍ରତିମାଟିର ସୁକ୍ଷ୍ମ ତଥା ନିଖୁଣ କାରୁକାର୍ଯ୍ୟକୁ ଯେତେ ପ୍ରଶଂସା କଲେ ବି ତାହା କମ ହେବ l ସେ କାଳର…

ଚିତ୍ରକଳା

~ ଓଡ଼ିଶାର ଚିତ୍ରକଳା ~ ଲେଖା: ଅମୃତେଶ ଖଟୁଆ ସମଗ୍ର ସୃଷ୍ଟି ହିଁ ଗୋଟିଏ #ଚିତ୍ର । #ସୂର୍ଯ୍ୟୋଦୟ, #ସୂର୍ଯ୍ୟାସ୍ତ, #ଉତ୍ତାଳ #ସମୁଦ୍ର, #ବେଗବାନ #ପବନ, #ସ୍ରୋତସ୍ବିନୀ ନଦୀଠୁ ଆରମ୍ଭ କରି ଫୁଲ ଓ ଫଳ ଯାଏଁ ଆଦୂର୍ବାଦ୍ରୁମ ଶ୍ୟାମାୟିତ ସବୁଜ ପୃଥିବୀ । ସବୁ କିଛି ହିଁ ସୃଷ୍ଟି-ନିହିତ ଅଭିବ୍ୟକ୍ତି ଶକ୍ତିର ଏକ ଏକ…

ଶ୍ରୀକୁର୍ମ ଅବତାର ବିଷ୍ଣୁମନ୍ଦିର

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଶ୍ରୀକୁର୍ମ ଅବତାର ବିଷ୍ଣୁମନ୍ଦିର ~ କ୍ଷିତିରତିବିପୁଳତରେ ତବ ତିଷ୍ଠତି ପୃଷ୍ଠେ l ଧରଣୀଧରଣକିଣ ଚକ୍ର ଗରିଷ୍ଠେ ll କେଶବ ଧୃତକଛପରୂପ ଜୟ ଜଗଦୀଶ ହରେ ll ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଭାରତ ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ…

ଦୁର୍ଗା

ଲେଖା: ଶ୍ରୀକାନ୍ତ ସିଂହ ~ ଦୁର୍ଗା ~ ଶରତର ନିର୍ମଳ ଆକାଶ ଆଉ ଧରଣୀରେ କାଶତଣ୍ଡୀ ଫୁଲର ଶ୍ୱେତସମ୍ଭାର ଇଙ୍ଗିତ କରେ, ମାତୃ ଆବାହନର ସମୟ ଯେ ଉପନୀତ । ଦେବୀ ଉତ୍ଥାପନର ପବିତ୍ର ବେଳାରେ ଜଗତଜନନୀଙ୍କ ଆବାହନ ନିମନ୍ତେ ସହସ୍ରକୁମ୍ଭାଭିଷେକ ସହିତ ଷୋଡଶ ଦିନାତ୍ମକ ପୂଜାର ହୁଏ ଅୟମାରମ୍ଭ । ଏହି ଅବସରରେ, ସହର,…

ଶ୍ରୀମୁଖଲିଙ୍ଗେଶ୍ୱର

ଲେଖା: ଶ୍ରୀକାନ୍ତ ସିଂହ ~ ଶ୍ରୀମୁଖଲିଙ୍ଗେଶ୍ୱର ~ ଅବିଶ୍ରାନ୍ତ ମୋୖସୁମୀ କାଳୀନ ଲଘୁଚାପ ଜନିତ ବର୍ଷା, ଆଉ ତା ସହିତ ଆମର ଐତିହାସିକ “ଅନ୍ତରଙ୍ଗ କଳିଙ୍ଗ ଐତିହ୍ୟ ଯାତ୍ରା” ନିହାତି ଭାବେ ସ୍ମରଣୀୟ ହୋଇ ରହିବ ଆମ ପାଇଁ l ଐତିହାସିକ ଏଇଥି ପାଇଁ କାରଣ ଅଗଷ୍ଟ ତେର, ଚଉଦ ଓ ପନ୍ଦର ତାରିଖ ତିନି…

ଶ୍ରୀଗଣେଶ

~ କଳିଙ୍ଗ ସ୍ଥାପତ୍ୟରେ ଶ୍ରୀଗଣେଶ ~ ଲେଖା: ଶ୍ରୀକାନ୍ତ ସିଂହ ‘ଯୋଗେଣ ଯୋଗେଶ୍ଵର ସଦାନନ୍ଦର ତନୟେ, ମନ ଚଇତନ ୟେକତ୍ଵ କଲୁ ଅଜପା ଯୋଗ ଲୟେ । ବିସ୍ତାର ଉଦରେ ଯାହାର ଗ୍ୟାନ ସଚ୍ଚା, ପୃଥୁଳ ଶରୀର ନାଥ ଅଭୟେ କାଳ ବଞ୍ଚା । ଶିଖିପୃଚ୍ଛ ମଉଳି ବତିଶ ଗୁଣେ କଳା, ଭର ହରଷ ନାଥ…

ବାଲିପାଟଣା

~ ବାଲିପାଟଣା ଗ୍ରାମାଞ୍ଚଳରେ ଗୋଧୂଳିର ଐତିହ୍ୟ ~ ଲେଖା: ଅମୃତେଶ ଖଟୁଆ ଗ୍ରୀଷ୍ମ ଅବକାଶ ଆରମ୍ଭ ହେବାକୁ ଅନେକ ଦିନ ହେଇଯିବଣି । ଗ୍ରୀଷ୍ମଦଗ୍ଧ ଅପରାହ୍ଣରେ ତପ୍ତ ଧରଣୀ କାଞ୍ଚନ ଭଳି ଖଞ୍ଜି ହେଇ ଯିବା ଭଳି ମନେ ହୁଏ ସନ୍ଧ୍ୟା ହେବାର ବେଳେ । ଦୂରବିସ୍ତୃତ ଦିଗ୍ ବଳୟରେ ଅସ୍ତାୟମାନ ନିଦାଘ ରବି ବୃକ୍ଷାବଳୀକୁ ଆଢୁଆଳ…

ବାରବାଟୀ ଦୁର୍ଗ

ଲେଖା: ତେଜସ୍ବ ତ୍ରିପାଠୀ ~ ବାରବାଟୀ ~ “ବାରବାଟୀ” ଏ ନାମ ହିଁ ଯଥେଷ୍ଟ l ଏ ନାମ ନିଜେ ହିଁ ନିଜର ପରିଚୟ l ଏ ନାମ ଉଚ୍ଚାରଣ ମାତ୍ରେ ପ୍ରତି ଉତ୍କଳୀୟ ଧମନୀର ପ୍ରତି ରକ୍ତ ବିନ୍ଦୁରେ ଦେଶପ୍ରୀତି ଜାଗ୍ରତ ହୁଏ l ଆଉ ଶତ୍ରୁ ବୁକୁରେ ଖେଳିଯାଏ ଅଜଣା ଭୟର ଆତଙ୍କ…

ସୋମନାଥ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଶ୍ରୀ ସୋମନାଥ ମନ୍ଦିର ~ ସୋମନାଥ ମନ୍ଦିର, ତ୍ରୟୋଦଶରୁ ଚତୁର୍ଦ୍ଦଶ ଶତାବ୍ଦୀ ମଧ୍ୟରେ ନିର୍ମାଣ ହୋଇଥିବା କଳିଙ୍ଗ ସ୍ଥାପତ୍ୟ ଶୈଳୀର ଏକ କାରୁକାର୍ଯ୍ୟପୂର୍ଣ୍ଣ ପ୍ରାଚୀନ ମନ୍ଦିର l ଏହି ମନ୍ଦିରଟି ନିମାପଡ଼ା ବଜାର ଠାରୁ ମାତ୍ର ଦୁଇ କିଲୋମିଟର ଦୂରରେ ଥିବା ବିଷ୍ଣୁପୁର ଗ୍ରାମର କରଞ୍ଜି ସାହିରେ ଅବସ୍ଥିତ l…

ବଣିବକ୍ରେଶ୍ୱର ମନ୍ଦିର

ଲେଖା: ତ୍ରିଲୋଚନ ସ୍ୱାଇଁ ~ ବଣିବକ୍ରେଶ୍ୱର ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ…