Search Results for କାର୍ତ୍ତିକ ପୂର୍ଣ୍ଣମୀ

ତୁଳସୀ ପୂଜା

ଲେଖା: ଡ. ଜୟଶ୍ରୀ ନନ୍ଦ   ~ ତୁଳସୀ ପୂଜା ~ ତୁଳସୀ ପୂଜା ପ୍ରତି ଓଡ଼ିଆ ଘରର ପରମ୍ପରା । ସକାଳର ପୂଜା, ତୁଳସୀ ମୂଳେ ଜଳଦାନ, ଦୀପ ଭୋଗ ନୈବେଦ୍ୟ ଅର୍ପଣ ପ୍ରତିଦିନର ଆଦ୍ୟ ପୂଜା ମାଆ ତୁଳସୀଙ୍କ ପାଖରେ ହୁଏ । ତୁଳସୀ ପତ୍ର ନାରାୟଣଙ୍କୁ ଅର୍ପଣ କରାଯାଏ । ଶ୍ରୀଜଗନ୍ନାଥଙ୍କର…

ସୁନାବେଶ

ଲେଖା: ଅମ୍ବିକା ପଟ୍ଟନାୟକ ଶ୍ରୀଜଗନ୍ନାଥଙ୍କ ବର୍ଷକୁ ପାଞ୍ଚଥର ସୁନାବେଶ ହୁଏ l ବିଜୟା ଦଶମୀ, କାର୍ତ୍ତିକ ପୂର୍ଣ୍ଣମୀ, ପୌଷ ପୂର୍ଣ୍ଣମୀ, ଦୋଳପୂର୍ଣ୍ଣମୀ ଓ ବାହୁଡା଼ ପରବର୍ତ୍ତୀ ହରିଶୟନ ଏକାଦଶୀରେ ରଥ ଉପରେ l ପ୍ରଥମ ଚାରୋଟି ସୁନାବେଶ ରତ୍ନସିଂହାସନ ଉପରେ ଆସୀନ ଓ ଶେଷଟି ରଥାରୋହୀ ଭାବେ l କିମ୍ବଦନ୍ତୀ ଅଛି, ଦିଗବିଜୟ ପରେ ଗଜପତି…

ଅଁଳା ନବମୀ

ଲେଖା: ନୀଳାଦ୍ରିନାଥ ଶ୍ରୀଜଗନ୍ନାଥ ହିନ୍ଦୁ ଧର୍ମରେ ଅନେକ ପର୍ବପର୍ବାଣି ପାଳନ କରାଯାଏ। କଥାରେ ଅଛି ୧୨ ମାସରେ ୧୩ ପର୍ବ। ଦୀପାବଳି ପରେ ବର୍ତ୍ତମାନ ଛଠ ପୂଜା ପାଳନ କରାଯାଉଛି। ଛଠ ପୂଜା ପରେ ଅଁଳା ନବମୀ ପାଳନ କରାଯିବ। ଅଁଳା ନବମୀ ପରେ କାର୍ତ୍ତିକ ପୂର୍ଣ୍ଣମୀ ପାଳନ କରାଯିବ। ହିନ୍ଦୁ ଧର୍ମରେ ଅଁଳା ନବମୀର ଅନେକ…

ବଲୁରିଆ

ଲେଖା: ଅକ୍ଷୟ ଓଝା ବଲୁରିଆ ଏକ ବହୁ ପ୍ରାଚୀନ ଗ୍ରାମ । ଏହି ଗ୍ରାମଟି ଛୋଟ ଛୋଟ ଭାଗରେ ବିଭକ୍ତ । ତଳ ବଲୁରିଆ, ଉପର ବଲୁରିଆ, ମହଲକଣ, ଜଲ୍ଲାକୁଳ ଇତ୍ୟାଦି । ବଲୁରିଆ ନାମକରଣ ସହିତ ପ୍ରାଚୀନ ଦଧିବାମନ ଜୀଉଙ୍କ ଅବସ୍ଥାନ ଏକ ରହସ୍ୟମୟ ଅଧ୍ୟାୟ । କେନ୍ଦ୍ରାପଡା ଜିଲ୍ଲା ଆଳି ଅଞ୍ଚଳ ବହୁଦିନ…

ହୋଲି

~ ହୋଲି ~ ଲେଖା: ରୁପେଶ୍ୱର କୁମ୍ଭାର ପ୍ରାଚୀନ କାଳରୁ ଭାରତରେ ହୋଲି ପର୍ବ ସବୁବର୍ଗର ଲୋକୋମନେ ପାଳନ କରିଆସୁଛନ୍ତି । ଏହି ପର୍ବରେ ଅନେକ ପ୍ରକାରର ରଙ୍ଗକୁ ନେଇ ଜାତି, ଧର୍ମ, ସବୁ ଭୁଲି ଆମେ ସମସ୍ତେ ଏହି ପର୍ବକୁ ପାଳନ କରିଥାଉ, ସମସ୍ତ ଶତ୍ରୁତାକୁ ଭୁଲି ଭାଇଚାରର ସମ୍ପର୍କ ଆମେ ସୃଷ୍ଟି କରିଥାଉ…

ଗହ୍ମାପୂର୍ଣ୍ଣିମା

ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ ~ ଗହ୍ମାପୂର୍ଣ୍ଣିମାରେ ବଳଦେଵଙ୍କ ଜନ୍ମ ଉତ୍ସଵ ଓ ରକ୍ଷାବନ୍ଧନ ପରମ୍ପରା ~ ଓଡ଼ିଶା ସମେତ ପୂର୍ଵଭାରତର ଵିଭିନ୍ନ ସ୍ଥାନରେ ଶ୍ରାଵଣ ମାସର ପୂର୍ଣ୍ଣିମା ତିଥିକୁ ଗହ୍ମାପୂର୍ଣ୍ଣିମା ଭାବେ ପାଳନ କରାଯାଏ । ଶ୍ରାଵଣ ପୂର୍ଣ୍ଣିମା ଦିନ କୃଷ୍ଣଙ୍କର ବଡ଼ ଭାଇ ବଳରାମଙ୍କ ଜନ୍ମ ହୋଇଥିଲା ବୋଲି ପୁରାଣରେ…

ଗତେଶ୍ୱର ମହାଦେବ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଅଳଗୁମର ଗତେଶ୍ୱର ମହାଦେବ ମନ୍ଦିର ~ ଗଙ୍ଗବଂଶୀ ରାଜତ୍ୱ ସମୟରେ ତତ୍କାଳୀନ ଉତ୍କଳ ପ୍ରଦେଶର ବିଭିନ୍ନ ସ୍ଥାନରେ ଅନେକ ଶୈବ ଓ ବୈଷ୍ଣବ ମନ୍ଦିରମାନ ନିର୍ମାଣ ହୋଇଥିଲା l ପୁରୀ ଜିଲ୍ଲା ସତ୍ୟବାଦୀ ଅଞ୍ଚଳରେ ଗଙ୍ଗବଂଶୀ ଶାସନ କାଳର ଦୁଇଟି ପ୍ରମୁଖ ମନ୍ଦିର ରହିଛି l ସେଥିମଧ୍ୟରେ ନୂଆସୋମେଶ୍ୱରପୁର ଗ୍ରାମରେ…

ଆମ ଲୋକସାହିତ୍ୟ

ଉପସ୍ଥାପନା : ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ “ଜହ୍ନିଫୁଲ ଠୋ ଠା, କାକୁଡିଫୁଲ ଠୋ ଠା, ଗୁଣ୍ଡୁଚିମୂଷା କହିଯାଇଛି, ଚାଉଳ ମୁଠେ ରଖିଥା” ।। #କୁଆଁର_ପୁନେଇଁ ରାତି ! ଜ୍ୟୋତ୍ସ୍ନା ମାୟାରେ ବର୍ଷାଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନରେ ମନ ଆଜି ମତୁଆଲା ! ଉଚ୍ଚାଟ ଆଜି କୁଆଁରୀଝିଅଙ୍କ ମନ !…

ପଞ୍ଚକ

ଲେଖା: ଶ୍ରୀଜଗନ୍ନାଥ ପୃଷ୍ଠା କାର୍ତ୍ତିକ ମାସର ଶେଷ ପାଞ୍ଚଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ)କୁ ପବିତ୍ର ପଞ୍ଚକ ବା ପଞ୍ଚୁକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକ ପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି…

ପଞ୍ଚୁକ

ଲେଖା: ସନ୍ତୋଷ ପଟ୍ଟନାୟକ ~ପଞ୍ଚୁକ ~ କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ I ଏହି ପଞ୍ଚୁକ ପାଞ୍ଚଦିନରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି I ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନ…