Search Results for: କୁଆଁର ପୁନେଇଁ

ଆମ ଖାଦ୍ୟ

ମଣ୍ଡା ପିଠା

ଲେଖା: ଡ. ଜୟଶ୍ରୀ ନନ୍ଦ ~ ମଣ୍ଡାପିଠା ~ ମଣ୍ଡା ପିଠା ଗୋଲ୍ ଗୋଲ୍, ଚାଲ ଯିବା ଚଣ୍ଡିଖୋଲ। ଲୋକଗୀତଟି ପଢୁ ପଢୁ ଆପଣ ଅନୁମାନ କରିସାରିବେଣି

ଭାଷା ଓ ସାହିତ୍ୟ

ଆମ ଲୋକସାହିତ୍ୟ

ଉପସ୍ଥାପନା : ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ “ଜହ୍ନିଫୁଲ ଠୋ ଠା, କାକୁଡିଫୁଲ ଠୋ ଠା, ଗୁଣ୍ଡୁଚିମୂଷା କହିଯାଇଛି, ଚାଉଳ ମୁଠେ ରଖିଥା” ।।

ଖେଳ ଓ ମନୋରଞ୍ଜନ

ପୁଚିଖେଳ

ଲେଖା: ଦେଵ ତ୍ରିପାଠୀ କୁଆଁର ପୁନେଇଁ ରାତି ! ଜ୍ୟୋତ୍ସ୍ନା ମାୟାରେ ବର୍ଷାଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନରେ ମନ ଆଜି ମତୁଆଲା ! ଉଚ୍ଚାଟ

ଅଙ୍ଗେନିଭା କଥା

ମନେପଡେ ଦୋଳଯାତ୍ରା କଥା

ଦାଣ୍ଡ ଲିପା ହୋଇଥିବ ଗୋବରରେ, ଚିତ୍ର ହୋଇଥିବ ନାନାବର୍ଣ୍ଣୀ ମୁରୁଜରେ । ସେଇ ମୁରୁଜଅଙ୍କା ଚିତ୍ର ଉପରେ ବିରାଜମାନ ହେବେ ରାଧାକୃଷ୍ଣ, ବିମାନରେ ବିଜେ କରି । ଘର ଘର ବୁଲି ଭୋଗ ଖାଇ ଯିବେ ପ୍ରଭୁ । ଫଗୁରେ ଚହଟିବ ସଭିଙ୍କ ମସ୍ତକ । ଡାଲାରେ ସଜାଯାଇଥିବ, ଦୁବ, ଅରୁଆ ଚାଉଳ, ଆମ୍ବଡ଼ାଳ, ନଡ଼ିଆ । ପୂର୍ଣ୍ଣକଳସ ବସିଥିବ, ଚଣାଲଡୁର ଭୋଗ ପ୍ରସ୍ତୁତ ହୋଇଥିବ । ପେଡ଼ିରେ ସାଇତା କର୍ପୁର ଦିଆ ସଫାଲୁଗା ପିନ୍ଧି ସଜ ହୋଇଥାନ୍ତି ବୋଉ, ବଡ଼ବୋଉ . .

Scroll to Top