Physical Address
Sai Samarpanam, Satya Vihar, Bhubaneswar

ଲେଖା: ସିନ୍ଧୁଜ୍ୟୋତି ତ୍ରିପାଠୀ ଓଡ଼ିଶାର ଲୋକକଥା, ଲୋକଗୀତ, ଢଗ-ଢ଼ମାଳି ଆଦି ସ˚ଗ୍ରହ କରିଥିବା ବିଶିଷ୍ଟ ସାରସ୍ବତ ପ୍ରତିଭାମାନଙ୍କ ମଧ୍ୟରେ ‘ଲୋକରତ୍ନ’ ଡ଼ଃ କୁଞ୍ଜବିହାରୀ ଦାଶ ଅନ୍ୟତମ। ସେ ଥିଲେ ଏକଧାରରେ ଗବେଷକ, ଶିକ୍ଷାବିତ୍ ଓ ସାହିତ୍ୟିକ। ୧୯୭୨ରେ ‘ଆମେରିକାରୁ ୟୁରୋପ୍ ଆଫ୍ରିକା’ ଭ୍ରମଣ କାହାଣୀ ପାଇଁ ସେ ପାଇଥିଲେ ‘ଓଡ଼ିଶା ସାହିତ୍ୟ ଏକାଡେମି ପୁରସ୍କାର’ ଏବ˚…
ଉପସ୍ଥାପନା: ନିରଞ୍ଜନ ସାହୁ ~ ଢିଙ୍କି ~ ଆଗେ ଏମିତି ଗୋଟିଏ ଗାଁ ନଥିବ ଯେଉଁଠି ସାତ ଆଠଟା ଢିଙ୍କି ଦେଖିବାକୁ ମିଳିବ ନାହିଁ ! ତିନି ଚାରି କୁଟୁମ୍ବର ମଝିରେ ମଝିରେ ଗୋଟିଏ ଢିଙ୍କି ଥିବା ଥୟ, ନହେଲେ ଚାଉଳ ଠୁଁ ଆରମ୍ଭ କରି ଚୂନା ପର୍ଯ୍ୟନ୍ତ ପାଇବେ କିମିତି ? ସଂସାର ଚଳିବ…
ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ ~ ଵିସ୍ମୃତ ଓଡ଼ିଆ ଶିଶୁପତ୍ରିକା ଜହ୍ନମାମୁଁ ~ ଆଜି ଜହ୍ନମାମୁଁ କହିଲେ ସମସ୍ତଙ୍କର ମନେ ପଡି଼ଯାଏ ଚକ୍ରପାଣି ଓ ବି. ନାଗିରେଡ୍ଡିଙ୍କ କ୍ଲାସିକ ଭାରତୀୟ ମାସିକ ପତ୍ରିକା । ଏହି ଜହ୍ନମାମୁଁ ପତ୍ରିକାକୁ ଅଶି ନବେ ଦଶକର କିଶୋର ବାଳକ ଭଲ ଭାବରେ ଜାଣିଛନ୍ତି । ଭାରତୀୟ…

ଲେଖା: ନିରଞ୍ଜନ ସାହୁ ~ ସତ୍ୟନାରାୟଣ ପାଲା ~ ଓଡ଼ିଶାର ପାଲା ବହୁ ପ୍ରାଚୀନ । ପରବର୍ତ୍ତୀ ସମୟରେ ସତ୍ୟପୀର ପାଲା ଓଡ଼ିଶାରେ ପ୍ରବେଶ କରିଥିବା ସହଜେ ଅନୁମେୟ । କିନ୍ତୁ ସତ୍ୟନାରାୟଣ ପାଲା , ଯାହା ଓଡ଼ିଶାର ଆତ୍ମା, ତାହାର ଉଦ୍ଭବ ଗଂଗବଂଶ ରାଜୁତି ସମୟର । ଗବେଷକ ନୀଳମଣି ମିଶ୍ରଙ୍କ ଏହି ଉକ୍ତିକୁ…

ଉପସ୍ଥାପନା: ଦେଵ ତ୍ରିପାଠୀ ~ ଆମ ଲୋକସାହିତ୍ୟ: ~ ଇଏ କୋଉ ଅସିଆ କାଳର ମସିଆ କଥା ! ଆମ ଓଡ଼ିଆ ଘରର ଝିଅ ବାହାଘର ! ଝିଅ ବିଦା ହବ ! ଏ ଯାଏଁ ବଢ଼ିଆସିଥିବା ଗୋଟେ ଆପଣାର ପରିବେଶ, ଅନ୍ତରଙ୍ଗ ଆସରକୁ ପରକରି ଚାଲିଯିବ ଝିଅ ! ସବୁ ଅଳିଅର୍ଦ୍ଦଳି, ଅଭିଯୋଗ ଶୁଣୁଥିବା,…

ଗବେଷଣା ଓ ଲେଖା: ଡ. ସୁରେନ୍ଦ୍ର କୁମାର ମହାରଣା ~ ଆମ ଲୋକସାହିତ୍ୟ ~ ଓଡ଼ିଆ ଭାଷାରେ ବିଧିବଦ୍ଧ ସାହିତ୍ୟ ଲିଖିତ ହେବାର ବହୁପୂର୍ବରୁ #ଢଗଢ଼ମାଳି, ନୀତିବଚନ, #କାନ୍ଦଣା, #କୃଷକଗୀତ, #ଦୋଳିଗୀତି, ନାନା ପ୍ରକାର #ଲୋକକାହାଣୀ ଇତ୍ୟାଦି ଲୋକମୁଖରେ ପ୍ରଚଳିତ ହୋଇ ଆସୁଥିବାରୁ ଏସବୁକୁ ମୌଖିକ ସାହିତ୍ୟ, କଥିତ ସାହିତ୍ୟ ବା #ଲୋକସାହିତ୍ୟ ଭାବରେ ଗ୍ରହଣ…

ଲେଖା: ଦେଵ ତ୍ରିପାଠୀ କୁଆଁର ପୁନେଇଁ ରାତି ! ଜ୍ୟୋତ୍ସ୍ନା ମାୟାରେ ବର୍ଷାଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନରେ ମନ ଆଜି ମତୁଆଲା ! ଉଚ୍ଚାଟ ଆଜି କୁଆଁରୀ ଝିଅଙ୍କ ମନ ! ଦିଗବଳୟର ମଥାନକୁ ରୂପାଥାଳି ପରି ପୂର୍ଣ୍ଣମୀର ଜହ୍ନ ଉଠିଲା ବେଳକୁ, ଶଂଖ, ହୁଳହୁଳି ଶବ୍ଦରେ ଉଛୁଳିପଡ଼ିବ ଗାଁ ଦାଣ୍ଡ !…

ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି ! ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା, ମାର୍ଜିତ ରୁଚି, ଶାଳୀନତା ଯୁକ୍ତ ପରମ୍ପରା – ଏ ସବୁକୁ ନେଇ ପ୍ରକାଶିତ ହୁଏ ସଂସ୍କୃତି । ପର୍ବତ କନ୍ଦରରୁ କଳକଳ ନାଦ କରି ବହି ଆସୁଥିବା…

ଲେଖା: ଦେଵ ତ୍ରିପାଠୀ ଇଏ କୋଉ ଅସିଆ କାଳର ମସିଆ କଥା । ବାହାଘର ହବ । ଗାଁ ଟା ଯାକ ଲୋକଙ୍କ ଖୁସି କାହିଁରେ କ’ଣ ! ମୁରବିମାନେ ଲାଗିପଡିଥିବେ ଯେଝା କାମରେ । ଘର ଗୋଟାକ ନୂଆ ଦୁଶୁଥିବ ! ବରକନ୍ୟାଙ୍କ ମଙ୍ଗୁଳାଘରେ ମଙ୍ଗନକୃତ୍ୟ ଦିନ ବିବାହ ବିଷୟକ ଚିତ୍ରସବୁ ଅଙ୍କାଯିବ !…

ଉପସ୍ଥାପନା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀର ଶେଷବେଳକୁ ଭାରତରେ ନବଯୁଗର ପ୍ରବର୍ତ୍ତନ ହେଲା କହିଲେ ଅତ୍ୟୁକ୍ତି ହେବନାହିଁ । ଶିକ୍ଷାର ପ୍ରସାର, ଗମନାଗମନର ସୁବିଧା, ଡାକବ୍ୟବସ୍ଥାର ଉନ୍ନତି, ମୁଦ୍ରଣଯନ୍ତ୍ରର ସ୍ଥାପନ ହେତୁ ବିଭିନ୍ନ ଅଞ୍ଚଳର ଅଧିବାସୀଙ୍କ ମଧ୍ୟରେ ମାନସିକ ନୈକଟ୍ୟ ସ୍ଥାପିତ ହେଲା । ସାମାଜିକ ଦୃଷ୍ଟିଭଙ୍ଗୀରେ ପରିବର୍ତ୍ତନ ସଞ୍ଚାରିତ ହେବା ସହ ଜାତିଗତ ବନ୍ଧନ,…