Physical Address
Sai Samarpanam, Satya Vihar, Bhubaneswar

~ କଟକରେ ଗଜପତି କପିଳେନ୍ଦ୍ର ଦେବଙ୍କର ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଦାବି ~ ୨୯ ଜୁନ ୨୦୨୪ : “ବୀରଶ୍ରୀ ଗଜପତି ଗୌଡ଼େଶ୍ୱର ନବକୋଟି କର୍ଣ୍ଣାଟ-ଉତ୍କଳ କଳବର୍ଗେଶ୍ୱର, ଅଭୟତି ଭୂତଭୈରବ, ଦୁଃସହ ଦୁଃଶାସନ, ଅନିନରଣେ ରାଉତରାଏ, ଅତୁଳବଳୀ ପରାକ୍ରମ ସଂଗ୍ରାମେ ସହସ୍ରବାହୁ, କ୍ଷତ୍ରିୟକୁଳ ଧୂମକେତୁ, ବୀରାଧିବୀରବର ମହାପ୍ରତାପୀ ଶ୍ରୀ ଶ୍ରୀ ଶ୍ରୀ ଗଜପତି କପିଳେନ୍ଦ୍ର ଦେବଙ୍କର ଜୟ…

ଲେଖା: ଶିବାଶିଷ ମହାପାତ୍ର ପାରଳାର ମହାରାଜା ଡ଼ଃ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ନିଜ ବାଲ୍ୟବସ୍ଥାରେ ଥିଲେ ଜଣେ ଚପଳମତି ବାଳକ । ଗଞ୍ଜାମ ଜିଲ୍ଲାର ପ୍ରଥମ ବି.ଏ ଉପାଧିଧାରୀ ଶ୍ରୀ ଶ୍ୟାମସୁନ୍ଦର ରାଜଗୁରୁ ଥିଲେ ରାଜାଙ୍କ ଜଣେ ଗୃହ ଶିକ୍ଷକ, ପାରଳାଖେମୁଣ୍ଡି ମ୍ୟୁନିସିପାଲିଟିର ନଗରପାଳ ତଥା ପୁଣ୍ୟପୀଠ ପାରଳା ରାଜ୍ୟର ଜଣେ ଶୁଭେଚ୍ଛୁ ।…

~ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ ~ ଲେଖା: ଅମୃତେଶ ଖଟୁଆ ଜଣେ ଅଜସ୍ରସ୍ରାବୀ ସଦାଧ୍ୟାୟୀ ପ୍ରାବନ୍ଧିକ ଓ ସାହିତ୍ୟିକ ରୂପେ ତାଙ୍କର ସର୍ଜନଶୀଳତା ଅପରିମିତ। ସ୍ଵାଧୀନୋତ୍ତର ଓଡିଶାରେ ଓଡିଶାର ସଂସ୍କୃତି ଓ ଇତିହାସ ସମେତ ଜଗନ୍ନାଥ ତତ୍ତ୍ଵ, ଜୀବନୀ ସାହିତ୍ୟରେ ସୁପ୍ରଚୁର କୃତୀତ୍ଵ ଛାଡି ଯାଇଥିଲେ ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ। ଏକାଧାରରେ ସେ ଥିଲେ ଜଣେ…

ଲେଖା: ପୂର୍ଣ୍ଣେନ୍ଦୁ ମହାପାତ୍ର ~ ଜିରାଙ୍ଗ ବା ଚନ୍ଦ୍ରଗିରିର ପଦ୍ମସମ୍ଭବ ବୌଦ୍ଧପୀଠ ~ ଦକ୍ଷିଣ ଓଡ଼ିଶାର ଗଜପତି ଜିଲ୍ଲାରେ ରହିଛି ଦକ୍ଷିଣ ଏସିଆର ସର୍ବବୃହତ୍ ବୌଦ୍ଧପୀଠ ପଦ୍ମସମ୍ଭବ ମହାବୀର ପୀଠ । ବ୍ରହ୍ମପୁରଠାରୁ ୮୫ କିଲୋମିଟର ଦୂରରେ ଗଜପତି ଜିଲ୍ଲାର ଜିରାଙ୍ଗ ବା ଚନ୍ଦ୍ରଗିରିରେ ଅବସ୍ଥିତ ଏହି ପର୍ଯ୍ୟଟନ ସ୍ଥଳୀଟି ମନକୁ ଯେତିକି ଶାନ୍ତି ପହଞ୍ଚାଇଥାଏ,…

By: Bishnu Mohan Adhikary Tarjani Hanuman or Paikrai swami is one of the oldest, but less known sculpture of 5th century in Odisha. Built in the period of Maathara Dynasty rule in Kangoda, Now in Patikota village of Odisha. ~…

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ ଷୋଡଶ ଶତାବ୍ଦୀର ମଧ୍ୟଭାଗରେ ପୁରୁଣାପଟଣାରୁ ରାଜଧାନୀ ପୁଣ୍ୟପୀଠ ପାରଳାକୁ ସ୍ଥାନାନ୍ତର ପରେ ରାଜା ଗଜପତି ଅନନ୍ତପଦ୍ମନାଭ ଦେବଙ୍କ କାଳରେ ଅନେକ ମନ୍ଦିର ଓ ମଠ ନିର୍ମାଣ ହେଲା, ତନ୍ମଧ୍ୟରୁ ଲିହୁରୀ, ଭାଲେରୀ ଓ ପାରଳାର ଗୋପୀନାଥ ମନ୍ଦିର ଅନ୍ୟତମ। ଏକଦା ରାଜାଙ୍କୁ ସ୍ୱପ୍ନାଦେଶ ହୁଏ, ନିକଟବର୍ତ୍ତୀ ପଶ୍ଚିମ ବାତ୍ତିଲି…

~ ମା’ ନାରାୟଣୀ ~ ଉପସ୍ଥାପନା: ନୟାଗଡ଼ ଇତିହାସ ଖୋର୍ଦ୍ଧା ଗଜପତି ଦ୍ୱିତୀୟ ରାମଚନ୍ଦ୍ର ଦେବଙ୍କ ନିର୍ଦେଶରେ ଆଠଗଡ, ନୟାଗଡ଼, ଖଲ୍ଲିକୋଟ, ଧରାକୋଟ ଏବଂ ମହୁରୀ ରାଜାଙ୍କ ମିଳିତ ଆକ୍ରମଣରେ ବାଣପୁର ରାଜା ପରାଜିତ ହେବା ଏବଂ ଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ନାରାୟଣୀ ଆଠଗଡ଼ ଆଗମନ, ତଥା ଖଲ୍ଲିକୋଟ ରାଜାଙ୍କ ଦ୍ୱାରା ସେଇ ପ୍ରଥମ…
Reliving the Glorious Past of Odisha Reliving the Glorious Past of Odisha Reliving the Glorious Past of Odisha Reliving the Glorious Past of Odisha Reliving the Glorious Past of Odisha The Vibe Behind Among all the countries in the world,…

~ ପତିତପାବନ ଜଗନ୍ନାଥ ମନ୍ଦିର ~ ଲେଖା: ଶ୍ରୀକାନ୍ତ ସିଂହ “ପତିତ ଜନକୁ ଉଦ୍ଧରିବା ପାଇଁ ଉଡ଼ାଉ ଅଛ ପତାକା, ବାହୁ ଟେକି ତୁମ୍ଭେ ବସି ଚାହୁଁ ଚାହୁଁ ଵିପତ୍ତି କରୁଛି ଡକା ।। ନାଶ ଗଲେ ପଛେ ଥାଉ କି କରିବା କରୁଣା ଭଣ୍ଡାର ଫେଇ, ଦୁଖୀ ଗଲେ ନାଶ ଅର୍ଜିବା କି ଯଶ…

~ ଏକାମ୍ରକ୍ଷେତ୍ର ଓ ଉତ୍କଳଗୌରବ ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ସମୟର ବାଲୁକାରାଶିରେ ଅଙ୍କିତ ଅଗଣିତ ପଦଚିହ୍ନ– କେତେ ଜଣା, କେତେ ଅଜଣା; କେତେ ପୁଣି ହୋଇଯାଆନ୍ତି ବିସ୍ମୃତ ଓ ବିଲୁପ୍ତ । କିନ୍ତୁ କିଛି ରହିଯାଇଥାନ୍ତି ନିଜ ଏକକ ଅସ୍ତିତ୍ବକୁ ଜାହିର କରିବାର ପଣ ନେଇ, ସମୟରୁ ସମୟାନ୍ତର ଯାଏଁ । ସେହିମାନେ…