Physical Address
Sai Samarpanam, Satya Vihar, Bhubaneswar

ଲେଖା: ଶ୍ରୀକାନ୍ତ ସିଂହ ~ ପାତାଳୀ ଗରୁଡ଼ ମନ୍ଦିର ~ ହିନ୍ଦୁ ଧର୍ମଶାସ୍ତ୍ରରେ ଶୌର୍ଯ୍ୟ, ବୀର୍ଯ୍ୟ, ତେଜ, ପରାକ୍ରମ, ଶକ୍ତି ଓ ସାମର୍ଥ୍ୟର ପ୍ରତୀକ ରୂପେ ପକ୍ଷୀରାଜ ଗରୁଡ଼ଙ୍କୁ ଚିତ୍ରଣ କରାଯାଇଛି l ଭଗବାନ ବିଷ୍ଣୁଙ୍କ ବାହାନ ଯେ କି ନିଜ ମା’ଙ୍କୁ ଅଗ୍ରଜ ଅରୁଣଙ୍କ ଅଭିଶାପ ତଥା କଦ୍ରୁଙ୍କ ଦାସତ୍ୱରୁ ମୁକ୍ତ କରିବା ପାଇଁ…

~ ତ୍ରିଲୋଚନେଶ୍ୱର ମହାଦେବ ମନ୍ଦିର ~ ଲେଖା: ତ୍ରିଲୋଚନ ସ୍ୱାଇଁ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ। ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର। ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ କଳାରେ…

~ ସୋମେଶ୍ୱର ତୀର୍ଥ ଓ ମୁଦ୍ଗଳ ମାଧବ ~ ଲେଖା: ଅମୃତେଶ ଖଟୁଆ କାକଟପୁର-କୋଣାର୍କ ରାସ୍ତାରେ ଗଲା ବେଳକୁ ଦକ୍ଷିଣପୂର୍ବ ଦିଗକୁ ପ୍ରାୟ ଛଅ କିଲୋମିଟର ପରେ ପଡ଼ିବ ବାଜପୁର ଛକ । ମା’ ମଙ୍ଗଳାଙ୍କ ପୀଠରୁ ସଳଖ ପୂର୍ବ ଦିଗ ଅଭିମୁଖେ ଗସ୍ତ କରିଲେ ଆଗକୁ ସବ୍-ରେଜିଷ୍ଟ୍ରି କାର୍ଯ୍ୟାଳୟ ଓ ରାସ୍ତାର ବିପରୀତ ପଟେ…
ଲେଖା: ଅମ୍ବିକା ପଟ୍ଟନାୟକ ~ ଅକାରଣେ ନିନ୍ଦିତ ଗଜପତି ପ୍ରତାପରୁଦ୍ର ଦେବ ~ 1479ର କଥା l ପରମହଂସନାଥ ମହାଦେବଙ୍କ ଦର୍ଶନ ନିମିତ୍ତ ଓଡ଼ିଶା ଗଜପତି ପୁରୁଷୋତ୍ତମ ଦେବ ଆସନ୍ନ ପ୍ରସବା ପଦ୍ମାବତୀ ପାଟ ମହାଦେଈଙ୍କ ସହ ଯାଉଛନ୍ତି l ମନ୍ଦିର ନିକଟରେ ପାଟମହାଦେଈଙ୍କ ପ୍ରସବ ବେଦନା l ପୁତ୍ରବଧୂତୁଲ୍ୟା ପାଟମହାଦେଈଙ୍କ ଉଲଗ୍ନ ଶରୀର ଦେଖିବେ…

ଲେଖା: ଶ୍ରୀକାନ୍ତ ସିଂହ ~ ପୁରୀ ବାଗେଶ୍ୱରପୁର ଗ୍ରାମର ରାମେଶ୍ୱର ମନ୍ଦିର ~ ଗଙ୍ଗବଂଶୀୟ ଶାସନ କାଳରେ ଓଡ଼ିଶାରେ ଅନେକ ଗୁଡ଼ିଏ ସୁକ୍ଷ୍ମ କାରୁକାର୍ଯ୍ୟପୂର୍ଣ୍ଣ ମନ୍ଦିରମାନ ନିର୍ମାଣ ହୋଇଥିଲା l ଏହି ମନ୍ଦିର ଗୁଡ଼ିକ ପ୍ରାୟତଃ ପୂର୍ଵ ଓଡ଼ିଶାର ଦୟା, ଭାର୍ଗବୀ, କୁଶଭଦ୍ରା ଓ ପୁଣ୍ୟତୋୟା ପ୍ରାଚୀ ନଦୀ ଉପତ୍ୟକାରେ ଗଢ଼ି ଉଠିଥିଲା l ସମୟର…

~ ଓଡିଆ ବୀର ଚନ୍ଦନ ହଜୁରୀ ବା ଚାଖି ଖୁଣ୍ଟିଆ ~ ଲେଖା: ଅମୃତେଶ ଖଟୁଆ ଭାରତୀୟ ସ୍ଵତନ୍ତ୍ରତା ସେନାନୀମାନଙ୍କ ମଧ୍ୟରେ ଯେଉଁ ଉଦାତ୍ତ ଲୋକଶକ୍ତିର ଉଦୟଲଗ୍ନ ଘଟିଥାଏ, ତହିଁ ମଧ୍ୟରେ ଫିରିଙ୍ଗି ସମଷ୍ଟିକୁ ପ୍ରତିହତ କରିବା ପାଇଁ ଯେଉଁ ସ୍ଵାଧୀନଧର୍ମା ମାନେ ଆଗେଇ ଆସିଥିଲେ, ସେମାନଙ୍କ ମଧ୍ୟରେ ଉତ୍କଳୀୟ ମାନଙ୍କ ଭୂମିକା ମଧ୍ୟ ଗୁରୁସ୍ଥାନୀୟ…

ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ ~ ହଜିଯାଇଥିଵା ଏକ ପ୍ରାଚୀନ ଓଡ଼ିଆ ଶବ୍ଦ ‘ଦାରାକ୍ଷ’ ~ ଅଙ୍ଗୁର କୋଳିକୁ କିଏ ନ ଜାଣେ ? ସାରା ପୃଥିଵୀର ଯେକୌଣସି ହାଟବଜାରରେ ଆଉ କିଛି ମିଳୁ କି ନ ମିଳୁ ଅଙ୍ଗୁର କୋଳି ନିଶ୍ଚୟ ମିଳିଯାଏ । ସାଧାରଣତଃ Vitis ପ୍ରଜାତିର ୮୧ରୁ…

ଲେଖା: ଶ୍ରୀକାନ୍ତ ସିଂହ ~ ପଞ୍ଚୁପାଣ୍ଡଵ ମନ୍ଦିର ~ ବାଣୀକ୍ଷେତ୍ର ଜଗତସିଂହପୁର ଜିଲ୍ଲାର ଏକ ଅଖ୍ୟାତ ପଲ୍ଲୀରେ ଲୁଚି ରହିଥିବା ଏକ ଅନାଲୋଚିତ ଅଧ୍ୟାୟ ହେଉଛି “ପଞ୍ଚୁପାଣ୍ଡଵ ମନ୍ଦିର” l ଶତାବ୍ଦୀ ପୁରାତନ ଏହି ଶୈବପୀଠ ବିଷୟରେ ବିଶେଷ କୌଣସି ଆଲୋଚନା କେଉଁଠାରେ ଦେଖିବାକୁ ମିଳେନା l ଦିନଥିଲା ସେ କାଳରେ, ଜଗତସିଂହପୁର ଜିଲ୍ଲା ବାଲିକୁଦା…

ଲେଖା: ତେଜସ୍ୱ ତ୍ରିପାଠୀ ~ ଶ୍ରୀକ୍ଷେତ୍ରର ନୃସିଂହ ମୂର୍ତ୍ତି ~ ଉତ୍କୃଷ୍ଟ କଳାର ଦେଶ ଉତ୍କଳ l ଉତ୍କଳର କଳା କାରିଗରୀ ଶିଳ୍ପ ଚାତୁରୀ ସ୍ୱତନ୍ତ୍ର ଓ ସର୍ବଶ୍ରେଷ୍ଠ l l କାଳକ୍ରମେ ଉତ୍କଳୀୟ ଭୂଖଣ୍ଡରେ ନାନା ମତବାଦର ପ୍ରଚାର ଓ ପ୍ରଚାର ହୋଇଛି l ଉତ୍କଳୀୟ ସଂକୃତିର ପ୍ରାଣକେନ୍ଦ୍ର ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀପୁରୁଷୋତ୍ତମ…

ଲେଖା: ବିଶ୍ୱଜିତ ବରାଳ ~ ଦଣ୍ଡନାଚ ~ ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ…