Search Results for ଗହ୍ମାପୂର୍ଣ୍ଣିମା

ଗହ୍ମାପୂର୍ଣ୍ଣିମା

ଗବେଷଣା ଓ ଲେଖା: ଶିଶିର ମନୋଜ ସାହୁ ~ ଗହ୍ମାପୂର୍ଣ୍ଣିମାରେ ବଳଦେଵଙ୍କ ଜନ୍ମ ଉତ୍ସଵ ଓ ରକ୍ଷାବନ୍ଧନ ପରମ୍ପରା ~ ଓଡ଼ିଶା ସମେତ ପୂର୍ଵଭାରତର ଵିଭିନ୍ନ ସ୍ଥାନରେ ଶ୍ରାଵଣ ମାସର ପୂର୍ଣ୍ଣିମା ତିଥିକୁ ଗହ୍ମାପୂର୍ଣ୍ଣିମା ଭାବେ ପାଳନ କରାଯାଏ । ଶ୍ରାଵଣ ପୂର୍ଣ୍ଣିମା ଦିନ କୃଷ୍ଣଙ୍କର ବଡ଼ ଭାଇ ବଳରାମଙ୍କ ଜନ୍ମ ହୋଇଥିଲା ବୋଲି ପୁରାଣରେ…

ଷଢେ଼ଇକଳା ଓ ଖରସୁଆଁ

ଦୀନବନ୍ଧୁ ମିଶ୍ର ~ ଷଢେ଼ଇକଳା ଓ ଖରସୁଆଁ ମିଶ୍ରଣ ~ ବହୁଵର୍ଷ ଧରି ଓଡ଼ିଶାଵାସୀ ଷଢେ଼ଇକଳା ଓ ଖରସୁଆଁ ମିଶ୍ରଣର ଦାବି ଆଗତ କରି ଆସୁଛନ୍ତି। ଵର୍ତ୍ତମାନ ‘ଵନାଞ୍ଚଳ ରାଜ୍ୟଗଠନ ପ୍ରସଙ୍ଗରେ ଏହି ଦାବୀ ପୁନର୍ଵାର ଉତ୍ଥାପିତ ହୋଇଅଛି । ୧୯୪୭ ମସିହା ଡିସେମ୍ବର ଦଶ ତାରିଖ ଦିନ ସରଦାର ବଲ୍ଲଭଭାଇ ପଟେଲଙ୍କ ଉପସ୍ଥିତିରେ ଗଡଜାତ…

କାଇପଡା ଗୁଳିକାଣ୍ଡ ସ୍ମରଣେ

ଲେଖା: ଅଧ୍ୟାପକ ଲଳିତ ମୋହନ ରାୟ ଇଂରେଜ ସରକାରଙ୍କ ଅକଥନୀୟ ଅତ୍ୟାଚାର ଓ ନଛୋଡବନ୍ଧା ନୀତିକୁ ଦୃଷ୍ଟିରେ ରଖି ମହାତ୍ମାଗାନ୍ଧୀ ୧୯୪୨ ମସିହା ଅଗଷ୍ଟ ମାସ ୮ ତାରିଖରେ ‘କର ବା ମର’ ସ୍ଲୋଗାନ ଦେଇ ସ୍ଵାଧୀନତା ସଂଗ୍ରାମ ଚାଲୁ ରଖିବା ପାଇଁ ଆହ୍ୱାନ ଦେଇଥିଲେ। ସାରା ଦେଶରେ ଏ କଥା ବିଦ୍ୟୁତ ବେଗରେ ବ୍ଯାପିଗଲା…

ଲଙ୍ଗଳଧୁଆ ପୁନେଇଁ

ଲେଖା: ଇଂ ବିଷ୍ଣୁ ମୋହନ ଅଧିକାରୀ   ଲଙ୍ଗଳଧୁଆ ପୁନେଇଁ ଅବା ଗହ୍ମାପୂର୍ଣ୍ଣମୀ ଆମ ଓଡିଶାର ଏକ ପ୍ରାଚୀନ ପର୍ବ। ଏବେ ଜାଣିବା ଦକ୍ଷିଣ ଓଡିଶାର ପୁଣ୍ୟପୀଠ ପାରଳା ସହରର କିଛି ଦୃଶ୍ୟ। ଏହି ଦିନରେ ମହାପ୍ରଭୁ ବଳଭଦ୍ର ଜନ୍ମଗ୍ରହଣ କରିଥିଲେ। ଏହି ଦିନଟି ଭାରତ ବର୍ଷରେ ରକ୍ଷାବନ୍ଧନ ରୁପେ ପରିଚିତ। ତେବେ ଏହି ଦିନ…