Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ “ମୁଁ ସାତ ଆଠ ବର୍ଷର ହୋଇଥାଏ । ଧୋବଣୀ ଲୁଗା ନେଇ ଆସିଲା । ମୁଁ ତାକୁ ପଚାରିଲି — ତୁ କି ଜାତି ? ମୋର ଏତିକି କଥା ବାପା ଶୁଣିପାରିଲେ । ସଙ୍ଗେ ସଙ୍ଗେ ମୋ ପାଖକୁ ଚାଲି ଆସି କହିଲେ, “ଶାଶୁଖାଇ ! ଜାତିକଥା କାହାକୁ ପଚାରନ୍ତି…

~ କହଇ ଜଗନ୍ନାଥ ଦାସ ~ ଲେଖା: ଅମୃତେଶ ଖଟୁଆ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…

ଲେଖା: ଦେଵ ତ୍ରିପାଠୀ ~ କବିସମ୍ରାଟ ପଦବୀ ~ ଦୀର୍ଘଦିନ ଧରି ଓଡ଼ିଶାର ସାହିତ୍ୟିକ ଓ ସାଂସ୍କୃତିକ ଜଳବାୟୁରେ ରାଜକବି ଉପେନ୍ଦ୍ରଭଞ୍ଜଙ୍କୁ #କବିସମ୍ରାଟ ଓ #ସଙ୍ଗୀତସମ୍ରାଟ ରୂପେ ପ୍ରମାଣିତ କରା ହୋଇଆସୁଛି ! ତେବେ କବି କ’ଣ ତାଙ୍କର ଜୀବଦ୍ଦଶାରେ ଉକ୍ତ ପଦବୀ ଗଜପତି ରାଜଦରବାରରୁ ଲାଭ କରିଥିଲେ ? କିଏ ଦେଇଥିଲେ ଏଇ କବିସମ୍ରାଟ ଉପାଧି…

ଲେଖା: ନିରଞ୍ଜନ ସାହୁ ୧୯୨୪ ମସିହା ଏପ୍ରିଲ ମାସ ତିନି ତାରିଖ । କଟକ ଟାଉନହଲ୍’ରେ ପାଳିତ ହେଉଥାଏ ବ୍ରିଟିଶ ସରକାରଙ୍କ ନାରକୀୟ ହତ୍ୟାକାଣ୍ଡ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଦିବସ । ସଭାସ୍ଥଳ ଭରପୂର । ଗୋଟିଏ ନଅ ବର୍ଷର ବାଳକ ତା’ର ସାତ ବର୍ଷର ଭଉଣୀକୁ ସାଙ୍ଗରେ ଧରି ଆଗଧାଡିର ଶ୍ରୋତା । ବିଶିଷ୍ଟ ସ୍ବାଧିନତା…

ଲେଖା: ନିରଞ୍ଜନ ସାହୁ ୧୯୦୩ ମସିହାର ଡିସେମ୍ବର ମାସ ତିରିଶ ଓ ଏକତ୍ରିଶ ତାରିଖ । କଟକ ସହରର ଇଦଗାପଡ଼ିଆ ଲୋକାରଣ୍ୟ । କ୍ଷୁଦ୍ରତର ହୋଇ ଯାଇଥିବା ଓଡ଼ିଶା ଭୂଖଣ୍ଡର କୋଣ ଅନୁକୋଣରୁ ଆସିଥିବା ରାଜା, ଜମିଦାର, ପ୍ରତିନିଧି ମଣ୍ଡଳୀ, ସାହିତ୍ୟରଥୀ, ଜାତୀୟତାବାଦୀ ଓ ସାଧାରଣ ଲୋକେ ଗୋଟିଏ ସ୍ଥାନରେ ସମ୍ମିଳିତ । ସମସ୍ତ ଆୟୋଜନ…

ଲେଖା: ଶିବାଶିଷ ମହାପାତ୍ର ଜଣେ ଜମିଦାରଙ୍କ ଘରେ ଜନ୍ମଗ୍ରହଣ କରିଥିଲେ “ଜମି ଉଦାର” ସନ୍ଥ । କଟକର ଏକ ଅନାମଧେୟ ଭଡା ଘରେ (ଆବଶ୍ୟ ପରେ ତାହା ପରିଣତ ହୋଇଥିଲା “ସ୍ବରାଜ ଆଶ୍ରମ” ଭାବରେ) ରହୁଥିଲେ ଅବିଭକ୍ତ କଟକ ତଥା ଏବେକାର ଜଗତସିଂହପୁର ଜିଲ୍ଲାର ଖେରସ ଅଞ୍ଚଳର ଜମିଦାର ଶ୍ରୀଯୁକ୍ତ ଗୋକୁଳାନନ୍ଦ ଚୌଧୁରୀ । ଏହି…

ଲେଖା: ଦେଵ ତ୍ରିପାଠୀ ~ ଦିବ୍ୟନୀତି ୧ ~ ~ ମଙ୍ଗଳ ଆରତୀ ~ ସେବକମାନେ ଶ୍ରୀମନ୍ଦିର ମଧ୍ୟରେ ପ୍ରବେଶ କରିବା ପରେ ଦିଅଁ ଶୟନ କରିଥିବା ଖଟଶେଯ ଇତ୍ୟାଦିକୁ ‘ଖଟଶେଯ ମେକାପ’ ସେବକ ଶେଯଘରକୁ ନେଇଯା’ନ୍ତି । ଦିଅଁମାନଙ୍କର ଶଯ୍ୟାତ୍ୟାଗ ପରେ ହୁଏ ମଙ୍ଗଳ ଆଳତି । ମଙ୍ଗଳ ଆଳତିରେ ତିନୋଟି ରୂପାଥାଳିରେ କର୍ପୁର,…