Search Results for ଗୋପୀନାଥ ମହାନ୍ତି

ଔପନ୍ୟାସିକ ଗୋପୀନାଥ ମହାନ୍ତି

~ ଔପନ୍ୟାସିକ ଗୋପୀନାଥ ମହାନ୍ତି ~ ଲେଖା: ଅମୃତେଶ ଖଟୁଆ ଔପନ୍ୟାସିକ ଗୋପୀନାଥ ମହାନ୍ତି ! ଓଡ଼ିଆ ସାହିତ୍ଯର ଜଣେ ଦିଗ୍ଗଜ ସ୍ରଷ୍ଟା। ମାଟିର ଅବାରିତ ବାସ୍ନାକୁ ସୁରଭିତ କରିଛନ୍ତି ନିଜ ଉପନ୍ୟାସ ମାଧ୍ୟମରେ। “କେବଳ ଭାଗ୍ୟବାଦୀ ନଗଣ୍ୟ ମଣିଷ, ମୂଷା ପରି ମଣିଷ, ବିଲୁଆ ପରି ମଣିଷ। ସେ ଆଶାର ଲଙ୍ଗର ଉଠେଇ ନେଇ…

କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତି

ଲେଖା: ଅମ୍ବିକା ପଟ୍ଟନାୟକ ଲୋକସଭା ନିର୍ବାଚନର ଦାମାମା ବାଜୁଥବା ବେଳେ ନିର୍ଲିପ୍ତ ଭାବେ ସେଇ ପ୍ରାର୍ଥୀ ଏକ ଗଳ୍ପ ଲେଖି ଶ୍ରୀ ମନୋଜ ଦାସଙ୍କୁ କହି ପାରନ୍ତି “ଆପଣ ଥିଲେ ବୋଲି ଗପଟି ଲେଖି ପାରିଲି !” କେତେଦୂର ସାହିତ୍ୟ ମନସ୍କ ନହେଲେ ଜଣେ ଏଭଳି କରି ପାରିବେ? “ଅନ୍ଧ ଦିଗନ୍ତର ନିଧି ଦାସ ପରି ଚରିତ୍ର ମୁଁ…

କବି ଗୁରୁପ୍ରସାଦ ମହାନ୍ତି

~ କବି ଗୁରୁପ୍ରସାଦ ମହାନ୍ତି ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ସାହିତ୍ୟର ସବୁଜ ଯୁଗ ପରିଯନ୍ତେ ଆସିଛି ଆଧୁନିକ ସାହିତ୍ୟର ଏକ ବିଶିଷ୍ଟ ଯୁଗ। କବି ସୌଭାଗ୍ୟ କୁମାର ମିଶ୍ର, କବି ଦୁର୍ଗାମାଧବ ମିଶ୍ର, କବି ଜ୍ଞାନୀନ୍ଦ୍ର ବର୍ମା, କବି ଗୁରୁପ୍ରସାଦ ମହାନ୍ତି, କବି ଜାନକୀବଲ୍ଲଭ ମହାନ୍ତି (ଭରଦ୍ଵାଜ), କବି ଶ୍ରୀନିବାସ ଉଦ୍ଗାତାଙ୍କ ଭଳି…

ଗୋପୀନାଥ ମହାନ୍ତି

ଲେଖା: ଦେଵ ତ୍ରିପାଠୀ ପଦ୍ମଭୂଷଣ ଡ଼ଃ ଗୋପୀନାଥ ମହାନ୍ତି I ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ସ୍ଵାଧୀନତା ପରବର୍ତ୍ତୀ କାଳର ସାଧାରଣ ଲୋକ, ଆଦିବାସୀ ଓ ଅନ୍ୟାନ୍ୟ ଜନଜାତିର ଗାଉଁଲି ସରଳ, ନିରଳସ ଜୀବନଧାରଣ…

ପୁରୁଷୋତ୍ତମପୁର

~ ଉପକଣ୍ଠର କଟକ: ପୁରୁଷୋତ୍ତମପୁର ~ ଲେଖା: ଅମୃତେଶ ଖଟୁଆ ମେଘସୁନ୍ଦର ଶ୍ରାବଣର ଘନଭୂରୁ ତଳେ ଅଳସ ଭାଙ୍ଗିଲାଣି ଭୋଦୁଅର ସକାଳ । ପ୍ରକୃତିସ୍ଥ ପ୍ରଭାତରେ ସଜାଗ ପ୍ରଶାନ୍ତିକୁ ପାଥେୟ କରି ନିରନ୍ତର ଶାନ୍ତିକାମୀ ମଣିଷ ଓ କଲ୍ୟାଣକାମୀ ଜୀବଜଗତର ଚେତନାରେ ଅଫୁରନ୍ତ ଉଚ୍ଛ୍ଵାସର ଆବାହନ । ସକାଳର ପୂର୍ବସ୍ମୃତିରେ ଗତରାତିରୁ ହିଁ ସେହି ଅପେକ୍ଷାରତ…

ବାଘ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଶା, ଓଡ଼ିଆ ଓ ବାଘ ~  ପରଜା ଉପନ୍ୟାସରେ ଗୋପୀନାଥ ମହାନ୍ତି ‘ବାଘଡୁମ୍ମା’ ବୋଲି ଏକ ଶବ୍ଦ ଵ୍ୟଵହାର କରି ଲେଖିଛନ୍ତି, ❛❛ଦି ପହରେ ବାଘଡୁମ୍ମା ବୁଲେ । ଯେତେ ଲୋକଙ୍କୁ ବାଘ ଖାଇଥାଏ, ତାଙ୍କରି ପ୍ରେତ ସେ । ପିଲାପରି ଚେହେରା, ମାଈ ଅଣ୍ଡିରା…

ଦୟାନିଧି ମିଶ୍ର

~ ଦୟାନିଧି ମିଶ୍ର ~ ଲେଖା: ଅମୃତେଶ ଖଟୁଆ “ବୀର ଦରଶନ ମାତ୍ରେ ପ୍ରେମର ପ୍ରବାହେ ଭାସି ଦିବାରାତ୍ର, ସତୀ, ବୀର ପାଦପଦ୍ମେ, ସମର୍ପିଛ ମନପ୍ରାଣ, ଉନ୍ମାଦିନୀ ପ୍ରାୟେ ସ୍ଥାପିଅଛ ବୀରମୂର୍ତ୍ତି ପୂତ ହୃଦସଦ୍ମେ। ×        ×          ×     ହୃଦ-ଉପବନେ ପ୍ରେମ ମାରୁତ ମଳୟ, ସ୍ଵର୍ଗେ ପ୍ରେମ, ପ୍ରେମ ପୁଣି ତ୍ରିଦଶ-ଆଳୟ। (କବିତା – “ସୁଭଦ୍ରା”)…

କବି ଅନନ୍ତ ପଟ୍ଟନାୟକ 

~ କବି ଅନନ୍ତ ପଟ୍ଟନାୟକ ~ ଲେଖା: ଅମୃତେଶ ଖଟୁଆ “ମୁଁ ଏଇ ଜନ୍ମିଲି ଆରେ, ଉତ୍ସବରେ ବନ୍ଧୁକ କ୍ରୀଡାରେ, ନବତମ ଯାତ୍ରୀ ମୁହିଁ, ବାପା ମୋର ଭାଇ ମୋର, ଏ ନିଅ ମଥା ମୋର ଆଜି।” ** ** ** ** ** **  ଆସିଛି ମୁଁ ଆସିଛି, ଯାଚଜ୍ଞାର ଅର୍ଜିସ୍ତୂପ ଠେଲି ମୁଁ…

ଭିଏତନାମରେ ଭାରତମଣି 

ଲେଖା: ଦେଵ ତ୍ରିପାଠୀ ଭିଏତନାମରେ ଭାରତମଣି ! ଶିରୋନାମା ପଢି ଆଚମ୍ବିତ ହେବା ସ୍ୱାଭାବିକ I ମାତ୍ର ଇଏ ଆମ ପାଇଁ ଗୌରବର କଥା ନିଶ୍ଚୟ I ସତୁରୀ ଦଶକ ।  ହୋଚିମିନ୍ ମହାନଗରୀ । ଭିଏତନାମ ।  ବିପ୍ଳବର ସମୟ ! ଭୟ, ଆତଙ୍କ, ହତାଶା, ହାହାକାର, ହିଂସା, ଦ୍ୱେଷ, ବିଭୀଷିକା, ଅତ୍ୟାଚାରର କାଳିମା…

ଝୁଲଣ ଯାତ୍ରା

~ ଝୁଲଣ ଯାତ୍ରା ~ ଉପସ୍ଥାପକ: ଦୁର୍ଗାମାଧବ ମହାନ୍ତି ଚଳିତ ବର୍ଷ ଶ୍ରୀମନ୍ଦିର ସହ ବିଭିନ୍ନ ମଠରେ ଝୁଲଣ ଯାତ୍ରା ଶ୍ରାବଣ ଶୁକ୍ଳ ଦଶମୀ ଠାରୁ ଭାଦ୍ରବ କୃଷ୍ଣ ପ୍ରତିପଦ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଅଛି। “ଆଷାଢେ ଗୁଣ୍ଡିଚା ଯାତ୍ରା ଶ୍ରାବଣେ କୁଞ୍ଜମନ୍ଦିରମ୍।” ତ୍ରୟୋଦଶ ଯାତ୍ରା ମଧ୍ୟରେ ଝୁଲଣ ଯାତ୍ରା ଅନ୍ତର୍ଭୁକ୍ତ ନ ହେଲେ ମଧ୍ୟ ଉପଯାତ୍ରାମାନଙ୍କ…