Physical Address
Sai Samarpanam, Satya Vihar, Bhubaneswar

ଲେଖା: ତ୍ରିଲୋଚନ ସ୍ୱାଇଁ ~ ଚଉଷଠି ଯୋଗିନୀ ମନ୍ଦିର ~ କଟକ ପୁରୀ ଜାତୀୟ ରାଜପଥର ଉତ୍ତରା ଛକରୁ, ବାଳକାଟି ବଜାର ଦେଇ ଆଗକୁ ଗଲେ ମାତ୍ର ଦୁଇ କିଲୋମିଟର ଦୂର, ଭାର୍ଗବୀ ନଦୀ କୂଳରେ ରହିଛି ସହସ୍ର ବର୍ଷ ପ୍ରାଚୀନ ହୀରାପୁର ଗାଁ l ଆଉ ଏହି ଗାଁରେ ରହିଛି ଚଉଷଠି ଯୋଗିନୀ ମନ୍ଦିର…

ଲେଖା: ଶ୍ରୀକାନ୍ତ ସିଂହ ~ ଡେଲାଙ୍ଗ ବ୍ଲକ ଗ୍ରାମ ଇନ୍ଦିପୁର ଗ୍ରାମର କୁମାରେଶ୍ୱର ମହାଦେବ ମନ୍ଦିର ~ ଇତିହାସ ସହ କିଛିଟା ଅନ୍ତରଙ୍ଗ ହେବା ପାଇଁ, ଇତିହାସର କେତୋଟି ପୃଷ୍ଠା ଲେଉଟାଇ, ଫଗୁଣର ଏକ ଉଷ୍ମ ସକାଳେ “ଅନ୍ତରଙ୍ଗ କଳିଙ୍ଗ ଐତିହ୍ୟ ଯାତ୍ରା” ଆରମ୍ଭ କଲୁ କଟକ ପ୍ରେସ୍ ଛକ ନିକଟରୁ l ପୂର୍ବରୁ ଯୋଜନା…

~ ବାଲିପାଟଣା ଗ୍ରାମାଞ୍ଚଳରେ ଗୋଧୂଳିର ଐତିହ୍ୟ ~ ଲେଖା: ଅମୃତେଶ ଖଟୁଆ ଗ୍ରୀଷ୍ମ ଅବକାଶ ଆରମ୍ଭ ହେବାକୁ ଅନେକ ଦିନ ହେଇଯିବଣି । ଗ୍ରୀଷ୍ମଦଗ୍ଧ ଅପରାହ୍ଣରେ ତପ୍ତ ଧରଣୀ କାଞ୍ଚନ ଭଳି ଖଞ୍ଜି ହେଇ ଯିବା ଭଳି ମନେ ହୁଏ ସନ୍ଧ୍ୟା ହେବାର ବେଳେ । ଦୂରବିସ୍ତୃତ ଦିଗ୍ ବଳୟରେ ଅସ୍ତାୟମାନ ନିଦାଘ ରବି ବୃକ୍ଷାବଳୀକୁ ଆଢୁଆଳ…
ଲେଖା: ଦେଵ ତ୍ରିପାଠୀ କେନ୍ଦୁଝର ଜିଲ୍ଲାର ଚମ୍ପୁଆ ବ୍ଲକ ଅନ୍ତର୍ଗତ ଐତିହାସିକ ଜ୍ୟୋତିପୁରଗଡ ନିକଟସ୍ଥ ନନ୍ଦପୁର ଗ୍ରାମରେ ବୈତରଣୀ କୂଳରେ ରହିଛି ବହୁ ପ୍ରାଚୀନ କପିଳମୁନି ପୀଠ । ଏହି ପବିତ୍ର ପୀଠରେ କୋଣାର୍କ ସୂର୍ଯ୍ୟମନ୍ଦିରର ସମସାମୟିକ କପିଳମୁନିଙ୍କ ମନ୍ଦିରସମୂହ ବିଦ୍ୟମାନ । ଦଶ ଏକରର ସୁଦୀର୍ଘ ବର୍ତ୍ତୁଳକାର ସେଇ କପିଳେଶ୍ୱର ଚଟାଣ ଉପରେ ବିଦ୍ୟମାନ…