Physical Address
Sai Samarpanam, Satya Vihar, Bhubaneswar

ବ୍ରାହ୍ମଣ ହୋଇ ଥିବା କାରଣରୁ ପାରମ୍ପରିକ ଯୁଦ୍ଧବିଦ୍ୟା ଶିକ୍ଷା ନ କରି ମଧ୍ୟ ଦେଶମାଟିର ସମ୍ମାନ ଓ ସ୍ବାଭିମାନ ପାଇଁ ସେ ଶାସ୍ତ୍ର ଛାଡି ହାତରେ ଧରିଥିଲେ ଶସ୍ତ୍ର । ପଣ୍ଡିତରୁ ବନିଯାଇଥିଲେ ଯୋଦ୍ଧା, ସଂଗଠକରୁ ସେ ହୋଇଥିଲେ ଅଗ୍ରଣୀ ସେନାନାୟକ . .

~ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅଵଦାନ ~ ଉପସ୍ଥାପନା: ଶିଶିର ସାହୁ ମନୋଜ ଭାରତୀୟ ସ୍ଵାଧୀନତା ସଂଗ୍ରାମର ଇତିହାସ ପୃଷ୍ଠାରେ ଅନେକ ଵୀରତ୍ୱ ଓ ଵଳିଦାନର କାହାଣୀ ଲିପିବଦ୍ଧ ରହିଛି, ମାତ୍ର ଵିଂଶ ଶତାବ୍ଦୀର ବହୁ ପୂର୍ଵରୁ ଓଡ଼ିଶା ମାଟିରେ ଵିଦେଶୀ ଶାସକଙ୍କ ଵିରୋଧରେ ଯେଉଁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥିଲା, ତାହା ସମଗ୍ର ଭାରତଵର୍ଷରେ…

ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟର ଇତିହାସ ଉପସ୍ଥାପନା: ଶାନ୍ତନୁ କୁମାର ସାହୁ ଓଡ଼ିଆ ଦେଶାତ୍ମବୋଧକ ସାହିତ୍ୟ କେବଳ ଦେଶପ୍ରେମର କବିତାଗୁଛ କିମ୍ବା ସ୍ୱାଧୀନତା ସଂଗ୍ରାମର ଗୀତର ସଂଗ୍ରହ ନୁହେଁ। ଏହା ଓଡ଼ିଆ ଜାତିର ଆତ୍ମପରିଚୟ, ମାତୃଭାଷାର ସୁରକ୍ଷା, ବିଚ୍ଛିନ୍ନ ଓଡ଼ିଆ ଭୂଖଣ୍ଡର ଏକତ୍ରୀକରଣ, ବ୍ରିଟିଶ ଶାସନରୁ ମୁକ୍ତି ଏବଂ ସ୍ୱାଧୀନ ଭାରତର ମାନବୀୟ ମୂଲ୍ୟବୋଧର ଏକ ଦୀର୍ଘ…

~ ବଗା ପୂଜାରୀ ~ ଲେଖା: ନିରଞ୍ଜନ ସାହୁ ବିଂଶ ଶତାବ୍ଦୀର ସଂଗ୍ରାମ ଥିଲା ସ୍ଵତନ୍ତ୍ର, ମଣିଷର ଅପହୃତ ଜନ୍ମଗତ ସ୍ଵାଧୀନତା ହାସଲ ପାଇଁ । ସତ୍ୟ, ଅହିଂସା, ଅସହଯୋଗ ପନ୍ଥାରେ ବିଦେଶୀ ଶାସନ ହାତରୁ ହଜିଯାଇଥିବା ସ୍ଵାଧୀନତା ଛଡ଼ାଇ ଆଣିବା ପାଇଁ ସଂଗ୍ରାମର କ୍ଷେତ୍ର ଥିଲା ଦିଲ୍ଲୀ ଠାରୁ ପଲ୍ଲୀ ଯାଏଁ। ସମଗ୍ର ଦେଶର…

~ ଉତ୍କଳ ସମ୍ମିଳନୀର ୧୨୧ତମ ପୂର୍ତ୍ତିପାଳନ ~ ୩୦ ଡିସେମ୍ବର ୨୦୨୪: ଯାଜପୁର ଜିଲ୍ଲାର ଐତିହାସିକ କଲଣ ଗ୍ରାମରେ ବହୁ ଜାକଜମକରେ ପାଳିତ ହୋଇଯାଇଛି ଓଡ଼ିଆ ଅସ୍ମିତାର ମହାପର୍ବ ! ୧୯୦୩ ମସିହା । ଡିସେମ୍ବର ମାସ ୩୦ ଓ ୩୧ ତାରିଖ । “ଏହି ସମ୍ମିଳନୀ ଜାତିପ୍ରାଣ ସିନ୍ଧୁ କୋଟି ପ୍ରାଣ ବିନ୍ଦୁ ଝରେ…

ବିଵଶ କାହାଣୀ ଲେଖା: ସନ୍ତୋଷ ପଟ୍ଟନାୟକ କବି ସନ୍ତୋଷ ପଟ୍ଟନାୟକ I ଆମ ସମୟର ଜଣେ ଉଦୀୟମାନ କବି, ମାଟି ମା’ର ବନ୍ଦନା ଆଉ ତାଙ୍କରି ମନର ବେଦନା ଉତ୍କଳ ମାଟିକୁ ନେଇ ବିଵଶ କାହାଣୀ କବିତାରେ . . ବାଜି, ଚାଖି, ଦୋରା ଆଉ ଚକରା, ଧରଣୀ ଜୟୀ ରାଜଗୁରୁ, ପାଟ୍ଟମହାଦେଈ ରାଣୀ, ସ୍ବାଭିମାନୀ…

ଲେଖା: ତେଜସ୍ୱ ତ୍ରିପାଠୀ ~ ବାହୁନୁଛି ଦୁର୍ଗ ବାରବାଟୀ ~ ବାରବାଟୀ ଷ୍ଟାଡିୟମର ଆଗରେ ଥିବା ଖୋଲା ପଡ଼ିଆରେ ଥରେ ବୁଲୁଥିଲା ମନ୍ଦମଳୟର ସ୍ପର୍ଶରେ ମନ ଆନ୍ଦୋଳିତ ହେଉଥାଏ l ହଠାତ ଶୁଣାଗଲା ପବନରେ ଏକ ଅସ୍ପଷ୍ଟ କାନ୍ଦଣାର ସ୍ୱର l ସତେ ଅବା ଗୁମୁରି ଗୁମୁରି କିଏ କାନ୍ଦୁଚି l ମାତ୍ର କିଏ ସେ…

ଲେଖା: ଅମ୍ବିକା ପଟ୍ଟନାୟକ “ତହୁଁ କାଞ୍ଜି ଗଲା ଖରେ, ଯାଇ ପଶିଲା ସେ ଗଉଡ଼ ଘରେ ଏଣେ ଗଉଡ଼ୁଣୀ ତେଣେ ଗଉଡ଼ କାଞ୍ଜିକି ଦେଲେ ବାହୁଙ୍ଗି ମାଡ଼ କି ବାହୁଙ୍ଗି ମାଡ଼ l ତହୁଁ କାଞ୍ଜି ଗଲା ଖରେ ଯାଇ ପଶିଲା ସେ କରଣ ଘରେ କରଣ ଘରେ ଦେଖି କଲମ କା.. ଞ୍ଜି.. ର…

ସୌରଭିତ ସୃଷ୍ଟି: ନୃସିଂହ ଚରଣ ସାହୁ ଛାତ୍ରାବସ୍ଥାରୁ ସେ ଓଡ଼ିଆ ସାହିତ୍ୟ, ସଂସ୍କୃତି ଅନୁରାଗୀ । ଜନ୍ମମାଟି ପାଇଁ କିଛି କରିବାର ଆକାଙକ୍ଷା ପ୍ରବଳ । ଐଶ୍ୱରୀୟ ଆଶୀର୍ବାଦ ତାଙ୍କୁ ଆଉଟିକେ ବାଟ କଢ଼େଇ ଆଣିଲା । ହାଇସ୍କୁଲ ଛାତ୍ର ଥିବାବେଳେ ସାନିଧ୍ୟ ଲାଭ କଲେ ଅଦ୍ୱିତୀୟ ଗାନ୍ଧୀବାଦୀ ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କର । ପରିଚିତ…

ଲେଖା: ଦେଵ ତ୍ରିପାଠୀ ୧୮୬୬ ମସିହା । କଟକ । ନଅଙ୍କ ଦୁର୍ଭିକ୍ଷ ପରବର୍ତ୍ତୀ କାଳ । ଓଡ଼ିଆ ଲୋକଙ୍କ ପାଇଁ ବଙ୍ଗଦେଶ କିମ୍ବା ଅନ୍ୟାନ୍ୟ ଅଞ୍ଚଳରୁ ଆବଶ୍ୟକୀୟ ପଦାର୍ଥ ଆଣିବା କିମ୍ବା ପଠାଇବା ପାଇଁ ନିର୍ଭର କରିବାକୁ ପଡ଼ୁଥିଲା ଜଳପଥ ଉପରେ । ଓଡ଼ିଶାରେ ଏକ ଅନୁକୂଳ ସାମୁଦ୍ରିକ ବନ୍ଦରର ଆବଶ୍ୟକତା ଅନୁଭବ କରି…