Search Results for ଝୋଟିଚିତା

ଝୋଟିଚିତା

ଲେଖା: ଦେଵ ତ୍ରିପାଠୀ ଇଏ କୋଉ ଅସିଆ କାଳର ମସିଆ କଥା । ବାହାଘର ହବ । ଗାଁ ଟା ଯାକ ଲୋକଙ୍କ ଖୁସି କାହିଁରେ କ’ଣ ! ମୁରବିମାନେ ଲାଗିପଡିଥିବେ ଯେଝା କାମରେ । ଘର ଗୋଟାକ ନୂଆ ଦୁଶୁଥିବ ! ବରକନ୍ୟାଙ୍କ ମଙ୍ଗୁଳାଘରେ ମଙ୍ଗନକୃତ୍ୟ ଦିନ ବିବାହ ବିଷୟକ ଚିତ୍ରସବୁ ଅଙ୍କାଯିବ !…

ଚିତ୍ରକଳା

~ ଓଡ଼ିଶାର ଚିତ୍ରକଳା ~ ଲେଖା: ଅମୃତେଶ ଖଟୁଆ ସମଗ୍ର ସୃଷ୍ଟି ହିଁ ଗୋଟିଏ #ଚିତ୍ର । #ସୂର୍ଯ୍ୟୋଦୟ, #ସୂର୍ଯ୍ୟାସ୍ତ, #ଉତ୍ତାଳ #ସମୁଦ୍ର, #ବେଗବାନ #ପବନ, #ସ୍ରୋତସ୍ବିନୀ ନଦୀଠୁ ଆରମ୍ଭ କରି ଫୁଲ ଓ ଫଳ ଯାଏଁ ଆଦୂର୍ବାଦ୍ରୁମ ଶ୍ୟାମାୟିତ ସବୁଜ ପୃଥିବୀ । ସବୁ କିଛି ହିଁ ସୃଷ୍ଟି-ନିହିତ ଅଭିବ୍ୟକ୍ତି ଶକ୍ତିର ଏକ ଏକ…

ଲକ୍ଷ୍ମୀ ପୁରାଣ

~ ବଳରାମ ଦାସ କୃତ ‘ଲକ୍ଷ୍ମୀ ପୁରାଣ’ର ସାଂସ୍କୃତିକ ଭୂମିକା ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରନ୍ତି, ଯାହା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ ର ଖଳାକୁ ଧାନହଳା ଆଣିଥାଏ…

ରଜମଉଜ

ଲେଖା: ଉତ୍ପଳ ପତି ରଜମଉଜ ! ରଜପର୍ବର ନିଆରା ମଉଜ ! ରଜ ମୁଖ୍ୟତଃ ୩ ଦିନ ପାଳିତ ହେବା ସହ ପ୍ରଥମ ରଜର ପୂର୍ବଦିନ ଓ ଶେଷରଜର ପରଦିନ ମଧ୍ୟ ଏହି ପର୍ବ ପାଳିତ ହୋଇଥାଏ। ଶରୀର ପାଇଁ ବିଶ୍ରାମ ଆଉ ମନ ପାଇଁ ଆନନ୍ଦର ଅବସର ଏହି ରଜପର୍ବ। ରଜମଉଜ କେବଳ ଏହି…

ବିନୋଦବିହାରୀ

ଲେଖା: ନିରଞ୍ଜନ ସାହୁ ସେଦିନ ଥିଲା ଦୋଳପୂର୍ଣ୍ଣିମା ପରଦିନ । ଗଣକବି ବୈଷ୍ଣବ ପାଣିଙ୍କ ସାଧନା କ୍ଷେତ୍ର ମାଳିହତା ଠାରେ ଗଣକବିଙ୍କ ଆରାଧ୍ୟା ଦେବୀ କ୍ଷେତ୍ରପାଳିନୀଙ୍କ ମନ୍ଦିରରେ ଏକ ସ୍ବତନ୍ତ୍ର ପୂଜାର ଆୟୋଜନ ହେଉଥାଏ । ନିମନ୍ତ୍ରଣ କ୍ରମେ ସେଠାରେ ପହଞ୍ଚିବାକୁ ହେଲା । ରାତ୍ର ନଅ ଘଟିକା ବେଳକୁ ପୂର୍ଣ୍ଣାହୁତି ହୋଇ ଶେଷ ହେଲା…

ଚାଳଘର

  ଲେଖା: ଅକ୍ଷୟ ଓଝା ଚାଳଘର । ପିଲାଦିନେ ଆଠ ଖୁଣ୍ଟିଆ ଚାଳ ଛପର ଘର ଆମର ଥିଲା । ପିଢ଼ାରେ ବର୍ଷସାରା କିଛି ନା କିଛି ପରିବା ଫସଲ ଲତା ଟିଏ ମାଡ଼ି ଥାଏ  ଆମ ଚାଳ ଉପରେ । ଲାଉ, କଖାରୁ, ପୋଇ, ଶିମ ଇତ୍ୟାଦି ଇତ୍ୟାଦି । ବର୍ଷା ଋତୁରେ ବର୍ଷା…

ବିମ୍ବାଧର ବର୍ମା 

ଲେଖା: ନିରଞ୍ଜନ ସାହୁ ଅନନ୍ୟ ପ୍ରତିଭାର ଅଧିକାରୀ ସେ ମଣିଷ। ଦୂର ପାହାଡ଼, ଜହ୍ନରାତିର ରୂପେଲି କିରଣ, ପୋଖରୀ ଭିତରେ ଚନ୍ଦ୍ରର ପ୍ରତିଛବି,ସବୁଜ ବନାନୀ, ଅଗଣିତ ତାରାଫୁଲ, ମଣିଷର ଅନ୍ତର୍ବେଦନା, ଦାର୍ଶନିକ ତତ୍ତ୍ଵ, ଅବିକଳ ପ୍ରତିଛବି, ପ୍ରାକୃତିକ ଶୋଭା, କଳ୍ପନାପଟରେ କେତେ କଥାର ଜୀବନ୍ତ ଚିତ୍ରର ଚିତ୍ରକର ଶିଳ୍ପୀ ବିମ୍ବାଧର ବର୍ମା, ଯାହାଙ୍କ ଚିତ୍ର ମଉନ ନୁହେଁ ବରଂ…