Search Results for ଢଗଢମାଳି

ଆମ ଢଗଢମାଳି

ଉପସ୍ଥାପନା: ଶିଶିର ସାହୁ ମନୋଜ ଇୟେ ଆମ ଢଗଢମାଳି କଥା । ■ଯାହାକୁ ନ ଖାଏ ଝିଅ  ତାକୁ ଜୋଇଁ ପତରରେ ଦିଅ ।■ ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ଖୁବ୍‌ ଚର୍ଚ୍ଚା କରାଯାଇଥାଏ । ତାଙ୍କ ଖାଇଵା ପିଇଵାରେ ଯେମିତି କିଛି ଊଣା ରହି ନ ଯାଏ ସେ ନେଇ ଵିଶେଷ ଦୃଷ୍ଟି ଦିଅାଯାଇଥାଏ। ତେଵେ…

ଆମ ଢଗଢମାଳି

ଗବେଷଣା: ଶିଶିର ସାହୁ ମନୋଜ ଆମ ଢଗଢମାଳି ! ଆମ ଭାଷା ସାହିତ୍ୟର ଅମୁଲ୍ୟ ବିଭବ ! “ଚାନ୍ଦରେ  କଳଙ୍କ ସୂରୁଜ ଖୁଣଲୋ ଦରିଅା  ପାଣିତ ଲୁଣିଅା କିଏ ଅକଳଙ୍କୀ ରହିଛି ଏଡେଲୋ ହୋଇକି ଅନ୍ଧାରକଣିଅା  ।” ଚନ୍ଦ୍ର  ଶୀତଳତା  ପ୍ରଦାନ  କରେ,  କିନ୍ତୁ ତା’  ଦେହରେ  ଦାଗ।  ସୂର୍ଯ୍ୟ  ବିନା  ଜୀବଜଗତ ତିଷ୍ଟିବା ଅସମ୍ଭବ।…

ଆମ ଢଗଢମାଳି ଆମ ଲୋକସାହିତ୍ୟ 

ଲେଖା: ଶିଶିର ସାହୁ ମନୋଜ ଆମ ଲୋକସାହିତ୍ୟର ଏକ ମହତ୍ତ୍ୱପୂର୍ଣ୍ଣ ଅଙ୍ଗ ହେଉଛି ଆମ ଢଗଢମାଳି । “ଚାନ୍ଦରେ କଳଙ୍କ ସୂରୁଜ ଖୁଣଲୋ ଦରିଆ ପାଣିତ ଲୁଣିଆ କିଏ ଅକଳଙ୍କୀ ରହିଛି ଏଡେଲୋ ହୋଇକି ଅନ୍ଧାରକଣିଆ ।” ଚନ୍ଦ୍ର  ଶୀତଳତା  ପ୍ରଦାନ  କରେ,  କିନ୍ତୁ ତା’ ଦେହରେ  ଦାଗ।  ସୂର୍ଯ୍ୟ  ବିନା  ଜୀବଜଗତ ତିଷ୍ଠିବା ଅସମ୍ଭବ।…

ଚକୁଳି

ଲେଖା: ଡ. ଜୟଶ୍ରୀ ନନ୍ଦ ~ ଚକୁଳି ~ “ଏଇଠି ଆମର ରୋଷେଇ ଘର ଏ ଘର ଭିତର ସଫା ସୁତର ଏଇ ଘରେ ମାଆ ପରିବା କାଟେ ବେସର ବାଟେ ଜାଇ ରଗଡେ ଶାଗ ଖରଡେ ଗଢଇ ପିଠା . . . ”  ଆମ ଓଡ଼ିଆ ଘରେ ପିଠାପଣା ପରା ବରଷକ ବାରମାସ…

ବାଘ

ଗବେଷଣା ଓ ଉପସ୍ଥାପନା: ଶିଶିର ସାହୁ ମନୋଜ ~ ଓଡ଼ିଶା, ଓଡ଼ିଆ ଓ ବାଘ ~  ପରଜା ଉପନ୍ୟାସରେ ଗୋପୀନାଥ ମହାନ୍ତି ‘ବାଘଡୁମ୍ମା’ ବୋଲି ଏକ ଶବ୍ଦ ଵ୍ୟଵହାର କରି ଲେଖିଛନ୍ତି, ❛❛ଦି ପହରେ ବାଘଡୁମ୍ମା ବୁଲେ । ଯେତେ ଲୋକଙ୍କୁ ବାଘ ଖାଇଥାଏ, ତାଙ୍କରି ପ୍ରେତ ସେ । ପିଲାପରି ଚେହେରା, ମାଈ ଅଣ୍ଡିରା…

ଠକାର କଳି

ଲେଖା: ଶିଶିର ସାହୁ ମନୋଜ ଭିତରେ ଭିତରେ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭାଵ ଥାଇ ଯେଉଁ ଲୋକ ଦେଖାଣିଆ କଳିଗୋଳ ଲାଗନ୍ତି ସେଇ ପ୍ରକାରର କଳି ଝଗଡ଼ାକୁ ଠକାର କଳି କୁହନ୍ତି । ଆମ୍ଭ ଦେଶରେ ଅତି ବୁଦ୍ଧିଆ ଲୋକଙ୍କ ଠାରୁ ଵିଧାନସଭା ଓ ସଂସଦଭଵନର ନେତା ଯାଏଁ ଏଭଳି ଅସଂଖ୍ୟ ଲୋକ ଅଛନ୍ତି ଯେଉଁମାନେ ଦାଣ୍ଡରେ ବାଟରେ…

ବ୍ରଜନାଥ ବଡ଼ଜେନା

ଲେଖା: ନିରଞ୍ଜନ ସାହୁ ଅଷ୍ଟାଦଶ ଶତାବ୍ଦୀ ଥିଲା ଓଡ଼ିଆ କାବ୍ୟସାହିତ୍ୟର ଅପୂର୍ବ ଯୁଗ । ରୀତି ଓ ଗୀତିଯୁଗ ନାମରେ ନାମିତ ଏହି ଯୁଗରେ ଉତ୍କଳ ସାହିତ୍ୟାକାଶରେ ଆବିର୍ଭାବ ଘଟିଥିଲା ବହୁ ବିଶିଷ୍ଟ କବିମାନଙ୍କର। ଆମେ ଯେତେବେଳେ ସର୍ବାଗ୍ରେ ସ୍ମରଣ କରୁ କବିସମ୍ରାଟଙ୍କୁ, ସେତିକିବେଳେ ଅନ୍ୟାନ୍ୟ ପ୍ରତିଭାପୁଞ୍ଜ ଆମ ଦୃଷ୍ଟି ସମ୍ମୁଖରେ ଉଦଭାସିତ ହୋଇଉଠନ୍ତି, ଅଭିମନ୍ୟୁ,…

ଢିଙ୍କି

ଲେଖା: ଦେବ ତ୍ରିପାଠୀ ଗାଁ ମାଟିର ତୁଟାଇ ଶିରୀ ସହର ଚାହେଁ ଉଙ୍କି, ବଗଡା ଭାତ ରୁଚୁନି ଆଉ ଅଲୋଡ଼ା ଆଜି ଢିଙ୍କି II ଦିନକୁଦିନ ଯନ୍ତ୍ରସଭ୍ୟତା ଭିତରେ ପେଷି ହୋଇ ଯାଉଥିବା ମଣିଷ ହରାଇବସୁଛି ନିଜର କର୍ମଦକ୍ଷତା । ଏହି ସମାଜ ଆଧୁନିକତା ଛଳରେ ସହରୀସଭ୍ୟତା ସହ ନିଜକୁ ତଉଲି ଚାଲିବାର ଉଦ୍ୟମ କରିଛି…