Search Results for ପଞ୍ଚସଖା

ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ

~ ଅନ୍ତରଙ୍ଗ କଳିଙ୍ଗ ପ୍ରତିଭା ସମ୍ମାନ (୬ଷ୍ଠ ପର୍ବ) ~ ଆପଣମାନଙ୍କ ସଦିଚ୍ଛା ସ୍ପର୍ଶରେ ସଙ୍ଘାତ ଓ ସଂଘର୍ଷର ଦିନଗୁଡ଼ିକ ଗୋଟିଏ ବୈଶାଖର ଝାଞ୍ଜି ଭଳି ତା ଭିତରେ ଗତି କରି ସାରିବା ପରେ ସୁଦ୍ଧା ବ୍ୟଗ୍ର ଗୋଧୂଳିର ମଧୁର ସଞ୍ଜ ପହରର ମଲ୍ଲୀଫୁଲ ପରି ପୁଣି ଆମ ଉଦ୍ୟମର ସାର୍ଥକ ସୁରଭି ମହକି ଉଠିଛି…

ଶରତ

~ ଶରତ ~ ସୌରଭିତ ସୃଷ୍ଟି : ପଲ୍ଲୀକବି ନନ୍ଦକିଶୋର ବଳ ଭାଦ୍ରବ ମାସର ପ୍ରଥମ ରବିବାର । ପୂରି ଉଠିଥିଲା ପୁରପଲ୍ଲୀର ପୁଲକିତ ପାଟ ଅଗଣା । ସକାଳ ସିନ୍ଦୂରା ନ ଫାଟୁଣୁ ଆକାଶରେ ପବନ ପହୁଡା ତାଳଗଛ ଟପି ଦିଶିଥିଲା ଭସା ମେଘ । ଝିପିଝିପି ଅଗଣନ ଟୋପାରେ ତିନ୍ତିଥିବା ନିଶବ୍ଦ ପୃଥିବୀରେ…

ବ୍ରହ୍ମାବଣ

ଲେଖା: ଶ୍ରୀକାନ୍ତ ସିଂହ ~ ବ୍ରହ୍ମାବଣ ~ ବ୍ରହ୍ମାଙ୍କ ଉପାସନା ସ୍ଥଳୀ “ବ୍ରହ୍ମାବଣ” l କୁହାଯାଏ ପବିତ୍ର ଚିତ୍ରୋତ୍ପଳା ନଦୀ କୂଳରେ ଏକଦା ବ୍ରହ୍ମା ଏଠାରେ ତପସ୍ୟା କରୁଥିଲେ l ଏଣୁ ସ୍ଥାନଟିର ନାଁ ବ୍ରହ୍ମାବଣ l ପଞ୍ଚସଖାମାନେ ମଧ୍ୟ ଏଠାରେ କିଛି କାଳ ଅବସ୍ଥାନ କରିଥିବା କଥା ସ୍ଥାନୀୟ ଲୋକେ କୁହନ୍ତି l ଏଠାରୁ…

କହଇ ଦାସ ଜଗନ୍ନାଥ

~ କହଇ ଜଗନ୍ନାଥ ଦାସ ~ ଲେଖା: ଅମୃତେଶ ଖଟୁଆ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…

ବାଲିପାଟଣା

~ ବାଲିପାଟଣା ଗ୍ରାମାଞ୍ଚଳରେ ଗୋଧୂଳିର ଐତିହ୍ୟ ~ ଲେଖା: ଅମୃତେଶ ଖଟୁଆ ଗ୍ରୀଷ୍ମ ଅବକାଶ ଆରମ୍ଭ ହେବାକୁ ଅନେକ ଦିନ ହେଇଯିବଣି । ଗ୍ରୀଷ୍ମଦଗ୍ଧ ଅପରାହ୍ଣରେ ତପ୍ତ ଧରଣୀ କାଞ୍ଚନ ଭଳି ଖଞ୍ଜି ହେଇ ଯିବା ଭଳି ମନେ ହୁଏ ସନ୍ଧ୍ୟା ହେବାର ବେଳେ । ଦୂରବିସ୍ତୃତ ଦିଗ୍ ବଳୟରେ ଅସ୍ତାୟମାନ ନିଦାଘ ରବି ବୃକ୍ଷାବଳୀକୁ ଆଢୁଆଳ…

ସଖୀବଟ

ଲେଖା: ପୁଷ୍ପାଞ୍ଜଳି ପଣ୍ଡା ~ ଶ୍ରୀ ସିଦ୍ଧବଳଦେବଜୀଉଙ୍କ ସଖୀବଟ ~ ପୁରୀ ଶ୍ରୀକ୍ଷେତ୍ର ଶ୍ରୀଜଗନ୍ନାଥଙ୍କ ଲାଗି ଶ୍ରେଷ୍ଠକ୍ଷେତ୍ରର ମାନ୍ୟତା ପାଉଥିଲା ପରି ପରି ତୁଳସୀକ୍ଷେତ୍ର କେନ୍ଦ୍ରାପଡା ଶ୍ରୀ ବଳଦେବଜୀଉଙ୍କ ଲାଗି ପ୍ରସିଦ୍ଧ । ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବ ମଣିବ୍ରହ୍ମ, ଶିଳାବିଗ୍ରହ ଯାହା ଅନ୍ୟତ୍ର ବିରଳ। ଅନେକ ପୌରାଣିକ ତଥ୍ୟାବଳୀ ଓ କିମ୍ବଦନ୍ତୀ ଏ କ୍ଷେତ୍ର କୁ…

ପଣ୍ଡିତ କୃପାସିନ୍ଧୁ ମିଶ୍ର

ଲେଖା: ନିରଞ୍ଜନ ସାହୁ ~ ଐତିହାସିକ ପଣ୍ଡିତ କୃପାସିନ୍ଧୁ ମିଶ୍ର ~ ଇତିହାସ ଏକ ନିରବଚ୍ଛିନ୍ନ ଘଟଣା ପ୍ରବାହର ବର୍ଣ୍ଣନା । ଜାତି ପରେ ଜାତି, ବଂଶ ପରେ ବଂଶ ଓ ବ୍ୟକ୍ତି ପରେ ବ୍ୟକ୍ତିର କ୍ରମନ୍ଵୟତା ଓ ଘଟଣାର ଆବୃତ୍ତି, ପୁନରାବୃତ୍ତି ମଧ୍ୟରେ ସତ୍ୟ ଓ ପ୍ରାମାଣିକତା ହିଁ ଇତିହାସ । ଯୁଗ କ୍ରମରେ,…

ପଣ୍ଡିତ ଗୋପବନ୍ଧୁ ଦାସ

ଲେଖା: ସିଂହାରୀ ଆଲୋକ ଖୁଣ୍ଟିଆ ~ ସ୍ମୃତିରେ ପଣ୍ଡିତ ଗୋପବନ୍ଧୁ ଦାସ ~ “ମିଶୁ ମୋର ଦେହ ଏ ଦେଶ ମାଟିରେ, ଦେଶବାସୀ ଚାଲି ଯାନ୍ତୁ ପିଠିରେ, ଦେଶର ସ୍ଵରାଜ୍ୟ ପଥେ ଯେତେ ଗାଢ଼ ପୁରୁ ତହିଁ ପଡି ମୋ ମାଂସ ହାଡ଼ !” (ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ)  ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ…

କୃଷ୍ଣପ୍ରସାଦ ବେହେରା   

ଲେଖା: ଯଦୁନାଥ ପଣ୍ଡା “ନର୍ଦ୍ଦମା ପାଶେ ବାରବୁଲା ଡାକେ ହାଇ ମାରେ ବସି ବଣିକ ଶକୁନ ଶାସନ ଅବସାନ କର ଯୁଗର ଦାବି ୟେ ଶାସକ ………….. ଖଣିର ହଣାଳି ଟେକିଛି ନିହାଣ କୃଷକ କୋଦାଳ ଛାଡିଛି ପ୍ରଗତିର ଘୋଡା ଚଇତକ ଛୁଟେ ଝଡର ଇଗଲ ମାତିଛି ମାନିବୁନି ଆମେ ବିଧାତା ଶାସନ ନିୟତିର ହେବୁ…

କେଦାରନାଥ ମହାପାତ୍ର

ଲେଖା: ନିରଞ୍ଜନ ସାହୁ କଥାରେ ଅଛି, “ଆଳୁ ଖୋଳୁ ଖୋଳୁ ମହାଦେବ !” ମନରେ ଆଶା ବାନ୍ଧିଥିବା ଗୋଟିଏ କ୍ଷୁଦ୍ରାତିକ୍ଷୁଦ୍ର ବସ୍ତୁ ପାଇଁ ଶ୍ରମ କରିବା ବେଳକୁ ତା’ଠାରୁ ଅନେକ କିଛି ଅଧିକ ମିଳିଗଲେ ଆଶା ଆଉଟିକେ ବଢ଼େ, ସମ୍ଭାବନା ଦୁଇ ଗୁଣ ହୋଇଯାଏ ଏବଂ ମହାନନ୍ଦ ଭରିଯାଏ ମନରେ । ଏବେ ଟିକେ ଆସନ୍ତୁ…