Search Results for ପଶ୍ଚିମ ସୋମନାଥ ମନ୍ଦିର

ବଉଦର ପଶ୍ଚିମ ସୋମନାଥ ମନ୍ଦିରସମୂହ

ଲେଖା: ରବୀନ୍ଦ୍ର କୁମାର ରଣା ନବମ ଶତାବ୍ଦୀରେ ସୋମବଂଶୀ ରାଜାମାନଙ୍କ ଦ୍ଵାରା ବୌଦ୍ଧ ସହରରେ ନିର୍ମିତ ପଶ୍ଚିମ ସୋମନାଥ ମନ୍ଦିରସମୂହ ମଧ୍ୟଯୁଗୀୟ ଓଡ଼ିଶାର କଳା ଓ ସ୍ଥାପତ୍ୟର ଏକ ସୁନ୍ଦର ନିଦର୍ଶନ। ଗୋଟିଏ ପରିସରରେ ଏକ ସୁନ୍ଦର ପରିବେଶରେ ଚାରୋଟି ମନ୍ଦିର ଦେଖିବାକୁ ମିଳେ। ୧. ପଶ୍ଚିମ ସୋମନାଥ ମନ୍ଦିର ୨. ଭୁବନେଶ୍ୱର ମହାଦେବ ମନ୍ଦିର…

ସୋମନାଥ ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଶ୍ରୀ ସୋମନାଥ ମନ୍ଦିର ~ ସୋମନାଥ ମନ୍ଦିର, ତ୍ରୟୋଦଶରୁ ଚତୁର୍ଦ୍ଦଶ ଶତାବ୍ଦୀ ମଧ୍ୟରେ ନିର୍ମାଣ ହୋଇଥିବା କଳିଙ୍ଗ ସ୍ଥାପତ୍ୟ ଶୈଳୀର ଏକ କାରୁକାର୍ଯ୍ୟପୂର୍ଣ୍ଣ ପ୍ରାଚୀନ ମନ୍ଦିର l ଏହି ମନ୍ଦିରଟି ନିମାପଡ଼ା ବଜାର ଠାରୁ ମାତ୍ର ଦୁଇ କିଲୋମିଟର ଦୂରରେ ଥିବା ବିଷ୍ଣୁପୁର ଗ୍ରାମର କରଞ୍ଜି ସାହିରେ ଅବସ୍ଥିତ l…

ଉନ୍ନକୋଟୀଶ୍ୱର ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଲତାଦେଇପୁରର ଶ୍ରୀ ଉନ୍ନକୋଟୀଶ୍ୱର ମନ୍ଦିର ~ ଘଞ୍ଚ ଜଙ୍ଗଲ, ନଦୀ, ନାଳ, ଝରଣା ଓ ଅନେକ ଜୈବ ବିବିଧତା, ସବୁଜିମା ପାଇଁ ବିଶେଷ କରି ଗଜରାଜ ହାତୀଙ୍କ ପାଇଁ ଢେଙ୍କାନାଳ ଜିଲ୍ଲା ପ୍ରସିଦ୍ଧ l ଠିକ୍ ସେହିପରି କପିଳାସର ଶ୍ରୀ ଚନ୍ଦ୍ରଶେଖର ମହାଦେବ, ନାଗେନାର ଶତାବ୍ଦୀ ପୁରାତନ ନାଗନାଥେଶ୍ୱର ମନ୍ଦିର,…

ପଶ୍ଚିମେଶ୍ବର ମନ୍ଦିର

ଲେଖା: ଶ୍ରୀକାନ୍ତ ସିଂହ ~ ଅମଙ୍ଗେଇକୁଦ ପଶ୍ଚିମେଶ୍ବର ମନ୍ଦିର, ବ୍ଲକ ଆଠଗଡ଼, ଜିଲ୍ଲା କଟକ, ଓଡ଼ିଶା ~ ଯଶସ୍ବୀ ଭାରତ ଆମ ଯଶସ୍ବୀ ଉତ୍କଳ l ଅସୁମାରୀ କଳା, ଭାସ୍କର୍ଯ୍ୟ ତଥା ଐତିହାସିକ କୀର୍ତ୍ତିରାଜିରେ ସୁସମୃଦ୍ଧ ଆମ ଏ ରାଜ୍ୟ ଉତ୍କୃଷ୍ଟ କଳାର ଦେଶ ଉତ୍କଳ ପ୍ରଦେଶ l ଅଜସ୍ର ସୃଷ୍ଟି ସମ୍ଭାର, ପୁଣି ସୁକ୍ଷ୍ମ…

କୁଆଲୋ ଅଷ୍ଟଶମ୍ଭୁ ମନ୍ଦିର

ଲେଖା: ତ୍ରିଲୋଚନ ସ୍ୱାଇଁ ~ କୁଆଲୋ ଅଷ୍ଟଶମ୍ଭୁ ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ ଉତ୍କୃଷ୍ଟ କଳାରେ…

ଗୋପୀନାଥ ମନ୍ଦିର

ଲେଖା: ତ୍ରିଲୋଚନ ସ୍ୱାଇଁ  ~ ଗୋପୀନାଥ ମନ୍ଦିର ~ ପିପିଲି ବଜାର ଠାରୁ ଜଟଣୀ ରାସ୍ତାରେ ମାତ୍ର ସାତ କିଲୋମିଟର ଦୂର ଯିବା ପରେ, ମୁଖ୍ୟ ରାସ୍ତାର ଦକ୍ଷିଣ ଦିଗରେ ପ୍ରାୟ ଦୁଇଶହ ମିଟର ଦୂରରେ ରହିଛି ସୁନ୍ଦର ଏକ ପ୍ରାଚୀନ ମନ୍ଦିର ଶ୍ରୀ ଗୋପୀନାଥ ମନ୍ଦିର l ଦୟାନଦୀର ପୂର୍ଵ ତଟରେ ଥିବା କାକୁଡ଼ିଆ…

ପଶ୍ଚିମେଶ୍ବର

ଲେଖା: ଶ୍ରୀକାନ୍ତ ସିଂହ ଅସୁମାରୀ କିର୍ତ୍ତୀରାଜି ଓ କଳା ଭାସ୍କର୍ଯ୍ୟରେ ସମୃଦ୍ଧ ଆମ ଏ ରାଜ୍ୟ ଓଡ୍ରଦେଶ ଓଡ଼ିଶା, ଉତ୍କଳ ବା ଉତ୍କୃଷ୍ଟ କଳାର ଦେଶ କଳିଙ୍ଗ l ପ୍ରାଗ ଐତିହାସିକ ଯୁଗୀୟ ପାହାଡ଼ ଖୋଲରେ ଥିବା ଆଦି ମାନବର ଚିତ୍ରଲେଖ ବା ତା’ର ଅଙ୍କା ବଙ୍କା ଲିପି ହେଉ ଅବା ଖ୍ରୀଷ୍ଟପୂର୍ବୀୟ ଅନେକ ଗୁମ୍ଫାର…

ଘୋରାଡି଼ଆର ସୋମନାଥ ମନ୍ଦିର (Somanath Temple, Ghoradia)

ଲେଖା: ରବୀନ୍ଦ୍ର କୁମାର ରଣା ଓଡିଶାର ପ୍ରାଚୀନ କିର୍ତ୍ତୀ ଓ ଐତିହ୍ୟକୁ ଦେଖିଲେ ଏହା ସ୍ପଷ୍ଟ ଯେ ସର୍ବାଧିକ କିର୍ତ୍ତିରାଜି ସୋମବଂଶୀ ଓ ଗଙ୍ଗବଂଶୀ ରାଜାମାନଙ୍କ ସମୟରେ ନିର୍ମାଣ କରା ଯାଇଛି । ଏହି ସମୟରେ ନିର୍ମିତ ମନ୍ଦିର ଗୁଡିକର ଆକାର ଯେମିତି ବୃହତ ଏଥିରେ ଖୋଦିତ ପ୍ରତିମା ଓ କାରୁକାର୍ଯ୍ୟ ମଧ୍ଯ ସେମିତି ଆକର୍ଷଣୀୟ…

ଗନ୍ଧରାଡ଼ି ଯାଆଁଳା ମନ୍ଦିର

ଲେଖା ବିଶ୍ୱରଞ୍ଜନ ମହାପାତ୍ର ଗନ୍ଧରାଡ଼ି ଯାଆଁଳା ମନ୍ଦିର ଅବା ଚାରିଶମ୍ଭୁ ମନ୍ଦିର ଓଡ଼ିଶାର ବୌଦ୍ଧ ଜିଲ୍ଲାରେ ଅବସ୍ଥିତ ଏକ ପ୍ରସିଦ୍ଧ ଯାଆଁଳା ଶିବ ଓ ବିଷ୍ଣୁ ମନ୍ଦିର । ବଉଦ ସହର ଠାରୁ ୧୬ କି.ମି ଦୂରରେ ଅବସ୍ଥିତ ଜଗତି ଗାଆଁରେ ଏହି ପ୍ରସିଦ୍ଧ ମନ୍ଦିର ଅବସ୍ଥିତ । ସ୍ଥାନୀୟ ଲୋକେ ଯାଆଁଳା ମନ୍ଦିରକୁ ଚାରିଶମ୍ଭୁ…

ଅଷ୍ଟମହାବୀରଙ୍କ ପୀଠ

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶା ନିଜର ସଂସ୍କୃତି ପରମ୍ପରା ତଥା ଐତିହ୍ୟ ପାଇଁ ସାରା ଭାରତ ବର୍ଷରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏହାର କୋଣ ଅନୁକୋଣ ଇତିହାସ ସହ ସଂଶ୍ଳିଷ୍ଟ ରହିଛି । ପଶ୍ଚିମ ଓଡ଼ିଶାର ମାଳଭୂମି, ପାହାଡ଼, ଜଙ୍ଗଲ, ନଦୀ, ଝରଣା, ମନ୍ଦିର ମାନଙ୍କର ଏକ ବିଶେଷ ଆକର୍ଷଣ ରହିଛି…