Physical Address
Sai Samarpanam, Satya Vihar, Bhubaneswar

~ ବାଙ୍କୀଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଚର୍ଚ୍ଚିକା ଠାକୁରାଣୀ ~ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ଓଡ଼ିଶା ବା ଉତ୍କଳ ପ୍ରଦେଶରେ ରହିଥିବା ପ୍ରମୁଖ ଶକ୍ତିପୀଠ ଏବଂ ଦଶମହାବିଦ୍ୟା ତଥା ଅଷ୍ଟକାଳୀଙ୍କ ମଧ୍ୟରେ ମା’ ଚର୍ଚ୍ଚିକା ଦେବୀ ହେଉଛନ୍ତି ଅନ୍ୟତମା ତଥା ଶ୍ରେଷ୍ଠଦେବୀ | ପୁରୀ ଶ୍ରୀଜଗନ୍ନାଥଙ୍କ କେତକ ପର୍ବପର୍ବାଣି ନୀତିକାନ୍ତି ସହ ଏହି ଦେବୀ…

~ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଓଡ଼ିଶାର ଅଵଦାନ ~ ଉପସ୍ଥାପନା: ଶିଶିର ସାହୁ ମନୋଜ ଭାରତୀୟ ସ୍ଵାଧୀନତା ସଂଗ୍ରାମର ଇତିହାସ ପୃଷ୍ଠାରେ ଅନେକ ଵୀରତ୍ୱ ଓ ଵଳିଦାନର କାହାଣୀ ଲିପିବଦ୍ଧ ରହିଛି, ମାତ୍ର ଵିଂଶ ଶତାବ୍ଦୀର ବହୁ ପୂର୍ଵରୁ ଓଡ଼ିଶା ମାଟିରେ ଵିଦେଶୀ ଶାସକଙ୍କ ଵିରୋଧରେ ଯେଉଁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥିଲା, ତାହା ସମଗ୍ର ଭାରତଵର୍ଷରେ…

~ ଉଦବୋଧନ ~ ଲେଖା: ଅମୃତେଶ ଖଟୁଆ ସ୍ଵଭାବକବି ଗଙ୍ଗାଧର ମେହେର ନିଜ ମଧ୍ୟରେ ଜଣେ ଐଶୀପ୍ରେରଣାର ସ୍ଵତଃ ନିଃସୃତ ହୋଇଥିବା ଉତ୍ସ ସଦୃଶ ଅନିବାର ଓଡ଼ିଆ ସାହିତ୍ୟର ବିଭୋର ସାଗରରେ ଅବଗାହନ କରି ସେ ସଂଗ୍ରହ କରି ଆମ୍ଭମାନଙ୍କ ନିମନ୍ତେ ଉତ୍ସର୍ଗ କରିଛନ୍ତି ଅସଂଖ୍ୟ ଚରିତ୍ରମାନଙ୍କ ରୂପରେ ଆମ ଜାତୀୟ ଐଶ୍ଵର୍ଯ୍ୟ । ସର୍ବଦା…

~ ସୋମେଶ୍ୱର ତୀର୍ଥ ଓ ମୁଦ୍ଗଳ ମାଧବ ~ ଲେଖା: ଅମୃତେଶ ଖଟୁଆ କାକଟପୁର-କୋଣାର୍କ ରାସ୍ତାରେ ଗଲା ବେଳକୁ ଦକ୍ଷିଣପୂର୍ବ ଦିଗକୁ ପ୍ରାୟ ଛଅ କିଲୋମିଟର ପରେ ପଡ଼ିବ ବାଜପୁର ଛକ । ମା’ ମଙ୍ଗଳାଙ୍କ ପୀଠରୁ ସଳଖ ପୂର୍ବ ଦିଗ ଅଭିମୁଖେ ଗସ୍ତ କରିଲେ ଆଗକୁ ସବ୍-ରେଜିଷ୍ଟ୍ରି କାର୍ଯ୍ୟାଳୟ ଓ ରାସ୍ତାର ବିପରୀତ ପଟେ…

~ ଶ୍ରୀବତ୍ସ ପଣ୍ଡା ~ ଲେଖା: ଅମୃତେଶ ଖଟୁଆ “ଅଜ୍ଞ ସାଧାରଣ ନିନ୍ଦାକୁ ନ ଡ଼ରି, ପାଆନ୍ତୁ ସଂସ୍କାର କରି ସତ୍ବର, କେହି ମୂଢ଼ମତି କଲେ ହେଁ ଆପତ୍ତି ଅବଶ୍ୟ ସହାୟ ହେବେ ଈଶ୍ୱର।” ସେଦିନ ମହୋଦୟ ଆନ୍ଧ୍ରପ୍ରଦେଶର ସବରେଜିଷ୍ଟ୍ରାର ଥିବାବେଳେ ସେଠି ଜଣେ ଉତ୍କଳୀୟ ବ୍ରାହ୍ମଣ ବାଳବିଧବାର ପୁନର୍ବିବାହ କରାଇଥିଲେ । ଏଥି ସକାଶେ…

ଲେଖା: ସୁଦର୍ଶନ ଆଚାର୍ଯ୍ୟ ~ ଗୋପାଳଚନ୍ଦ୍ର ପ୍ରହରାଜ ବ୍ୟକ୍ତି ଓ ବ୍ୟକ୍ତିତ୍ଵ ~ ପାରଳାଖେମୁଣ୍ଡିର ଅଦ୍ଭୁତକର୍ମା ପଣ୍ଡିତ ଗୋପୀନାଥ ନନ୍ଦଶର୍ମାଙ୍କ ରଚନାବଳୀ ସଂଗ୍ରହ ଅବସରରେ ଦିନେ କୌତୂହଳବଶତଃ କଟକ ଫେରିବା ରାସ୍ତାରେ ବାଣପୁରର ସ୍ୱନାମଧନ୍ୟ ସ୍ୱର୍ଗତ ଡାକ୍ତର ରାଧାଚରଣ ପଣ୍ଡାଙ୍କ ଘରେ ଯାଇ ପହଞ୍ଚିଲି । ସେ ଥିଲେ ପଣ୍ଡିତ ନନ୍ଦଶର୍ମାଙ୍କ ପ୍ରିୟ ଛାତ୍ର ।…

ଲେଖା: ଅମ୍ବିକା ପଟ୍ଟନାୟକ ~ କବିସୂର୍ଯ୍ୟ ବଳଦେବ ରଥ ରାୟଗୁରୁ ମହାପାତ୍ର ~ 1. ସରସ ଶ୍ରୀହର୍ଷାଦି ମହାକବି ମାନେ ବିହରିଲେ ମହୋନ୍ନତ କବନ ବିମାନେ, ସେ ବିମାନେ ତେଜି ସେ ବିମାନ ଅନାତପ କଲି ଚନ୍ଦ୍ରକଳା ଗ୍ରନ୍ଥାରମ୍ଭ ସଙ୍କଳପ (ନମ୍ରତା ଓ ଶାଳୀନତାର ପରିଚୟ) 2. ରଞ୍ଜି ନାୟକ ରଙ୍ଗେ ଚୋପଦାର ଖଞ୍ଜିଲେ ହେଲେ…

ଲେଖା: ଦେଵ ତ୍ରିପାଠୀ ~ ଜାତୀୟକବି ବୀରକିଶୋର ଦାସ ~ ୧୯୨୧ ମସିହା । #କଟକ । ଲୋକଙ୍କ ମନରୁ ଲିଭିନି #ଜାଲିଆନାୱାଲାବାଗ ର ଅନିର୍ବଚନୀୟ କରାଳ ଯଜ୍ଞର ଦୃଶ୍ୟ ! କଟକଠାରୁ କେତେ ହଜାର କିଲୋମିଟର ଦୂରର ସେଇ ହୃଦୟଥରା ଦୃଶ୍ୟରେ ଓଡ଼ିଆଙ୍କ ହୃଦୟ ମଧ୍ୟ ହୋଇଥିଲା ବହୁଧା ବିଦୀର୍ଣ୍ଣ ! ସେଭଳି ସନ୍ଧିକ୍ଷଣରେ…

ଲେଖା: ଅମ୍ବିକା ପଟ୍ଟନାୟକ ଅବିସ୍ମରଣୀୟ ବ୍ୟକ୍ତିତ୍ୱ : ପଣ୍ଡିତ ଗୋପୀନାଥ ନନ୍ଦଶର୍ମା ! “ନାମରେ ପ୍ରୟାସ ନାହିଁ, ଅର୍ଥରେ ପିପାସା ନାହିଁ, ନିନ୍ଦାସ୍ତୁତି ପ୍ରତି ଭୃକ୍ଷେପ ନାହିଁ l ଅନନ୍ୟ ଚିତ୍ତରେ କେବଳ ସାହିତ୍ୟ ନିମନ୍ତେ ସାହିତ୍ୟର ଅନୁଶୀଳନ ନନ୍ଦ ମହାଶୟଙ୍କ ବ୍ରତ l ଏହି କବି ମୂଳଗ୍ରନ୍ଥର ଅନୁବାଦ କରିନାହାନ୍ତି କିମ୍ବା ଅବିକଳାନୁକରଣରେ ମଧ୍ୟ…

~ ଲକ୍ଷ୍ମୀନାରାୟଣ ପଟ୍ଟନାୟକ ~ ଲେଖା: ଅମୃତେଶ ଖଟୁଆ ଉତ୍କଳୀୟ ମାଟିର ଜଣେ ଉଦଯୋଗଶୀଳ ନିରାସକ୍ତ ଜାତୀୟ ଜୀବନରେ ଜଣେ ଅଗ୍ରଗାମୀ କର୍ମୀପୁରୁଷ, ଲକ୍ଷ୍ମୀନାରାୟଣ ପଟ୍ଟନାୟକ । ପୁତ୍ର ଥିଲେ ଆବାଲ୍ଯ ବୀରସୁଲଭ ଦୁଃସାହସିକ ଏବଂ ନିର୍ଭୀକ ଜନନେତୃକାର। ପୁଲିସ୍ ଲାଠି ଖାଇଥିଲେ, ଉଡାଜାହାଜ ଉଡାଇବା ପାଇଁ ପଣ କରିଥିଲେ। ପିତାଙ୍କ ସ୍ପର୍ଶରେ ସେ ପାଇଥିଲେ…