Physical Address
Sai Samarpanam, Satya Vihar, Bhubaneswar

ଲେଖା: ଦେଵ ତ୍ରିପାଠୀ କୁଆଁର ପୁନେଇଁ ରାତି ! ଜ୍ୟୋତ୍ସ୍ନା ମାୟାରେ ବର୍ଷାଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନରେ ମନ ଆଜି ମତୁଆଲା ! ଉଚ୍ଚାଟ ଆଜି କୁଆଁରୀ ଝିଅଙ୍କ ମନ ! ଦିଗବଳୟର ମଥାନକୁ ରୂପାଥାଳି ପରି ପୂର୍ଣ୍ଣମୀର ଜହ୍ନ ଉଠିଲା ବେଳକୁ, ଶଂଖ, ହୁଳହୁଳି ଶବ୍ଦରେ ଉଛୁଳିପଡ଼ିବ ଗାଁ ଦାଣ୍ଡ !…

~ ଶରତ ~ ସୌରଭିତ ସୃଷ୍ଟି : ପଲ୍ଲୀକବି ନନ୍ଦକିଶୋର ବଳ ଭାଦ୍ରବ ମାସର ପ୍ରଥମ ରବିବାର । ପୂରି ଉଠିଥିଲା ପୁରପଲ୍ଲୀର ପୁଲକିତ ପାଟ ଅଗଣା । ସକାଳ ସିନ୍ଦୂରା ନ ଫାଟୁଣୁ ଆକାଶରେ ପବନ ପହୁଡା ତାଳଗଛ ଟପି ଦିଶିଥିଲା ଭସା ମେଘ । ଝିପିଝିପି ଅଗଣନ ଟୋପାରେ ତିନ୍ତିଥିବା ନିଶବ୍ଦ ପୃଥିବୀରେ…

ଗବେଷଣା ଓ ଉପସ୍ଥାପନା: ଡ. ବାୟାମନୁ ଚର୍ଚି ଘୁଡ଼ୁକି ଏକ ବାଦ୍ୟ । ପତର ସଉରା ଓ କେଳା ସମ୍ପ୍ରଦାୟର ଲୋକେ ପୂର୍ବେ ଏକ ବାଦ୍ୟଯନ୍ତ୍ରକୁ ବ୍ୟବହାର କରି, ଗୀତ ଗାଇ ଗାଇ, ଗାଁ ଗାଁ ବୁଲି ବୁଲି ଭିକ୍ଷା କରୁଥିଲେ । ଏହି ଘୁଡ଼ୁକି ବଜାଇଲେ ଘୁ.ଡୁ. . . ଘୁଡୁ ଶବ୍ଦ ସୃଷ୍ଟି…

ଲେଖା: ଦେବରଞ୍ଜନ ସାମଲ ~ ରଜପର୍ବର ମାହାତ୍ମ୍ୟ ~ ଆଷାଢ଼ ମାସର ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନରେ ମାଟି ମା ହୁଏ ରଜସ୍ୱଳା। ପ୍ରଜନନକ୍ଷମ ହେବାକୁ ଯାଉଥିବାରୁ ତିନି ଦିନ ବିଶ୍ରାମ ଦିଆଯାଏ ଧରିତ୍ରୀ ମା’କୁ। ରଜସ୍ୱଳା ତିନି ଦିନ ଯଥା: ୧. #ଚାଣ୍ଡାଳି, ୨. #ବ୍ରହ୍ମଘାତିନି ୩. #ରଜକୀ କୁହାଯାଏ।…

ଉପସ୍ଥାପନା : ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ “ଜହ୍ନିଫୁଲ ଠୋ ଠା, କାକୁଡିଫୁଲ ଠୋ ଠା, ଗୁଣ୍ଡୁଚିମୂଷା କହିଯାଇଛି, ଚାଉଳ ମୁଠେ ରଖିଥା” ।। #କୁଆଁର_ପୁନେଇଁ ରାତି ! ଜ୍ୟୋତ୍ସ୍ନା ମାୟାରେ ବର୍ଷାଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନରେ ମନ ଆଜି ମତୁଆଲା ! ଉଚ୍ଚାଟ ଆଜି କୁଆଁରୀଝିଅଙ୍କ ମନ !…

ଲେଖା: ଶୁଭରଞ୍ଜନ ପୃଷ୍ଟି ~ ଆମ ଲୋକସାହିତ୍ୟ ~ (ଭାଗ ୩) “ନଣନ୍ଦ ଗୋରୀ, ଚଉ ପାହାରୀ ବସିଥାଏ ପାଆ ଭାଗେ, ଟିକିନିଖି କରି ଫୋଡ଼ି ଦେଉଥାଏ ଭାଇ ଘଇତାର ଆଗେ !” ଇସ ! କି ଅବାଗିଆ କଥାଗୁଡ଼ା ! ! ସାଧାରଣତଃ ଏଇଭଳି ଘୃଣାଭରା ମନ୍ତବ୍ୟ ମିଳେ ଆମ ଶିକ୍ଷିତ ଓଡ଼ିଆଙ୍କ ଠାରୁ…

ଲେଖା: ଉତ୍ପଳ ପତି ରଜମଉଜ ! ରଜପର୍ବର ନିଆରା ମଉଜ ! ରଜ ମୁଖ୍ୟତଃ ୩ ଦିନ ପାଳିତ ହେବା ସହ ପ୍ରଥମ ରଜର ପୂର୍ବଦିନ ଓ ଶେଷରଜର ପରଦିନ ମଧ୍ୟ ଏହି ପର୍ବ ପାଳିତ ହୋଇଥାଏ। ଶରୀର ପାଇଁ ବିଶ୍ରାମ ଆଉ ମନ ପାଇଁ ଆନନ୍ଦର ଅବସର ଏହି ରଜପର୍ବ। ରଜମଉଜ କେବଳ ଏହି…

ଲେଖା: ଅମ୍ବିକା ପଟ୍ଟନାୟକ ~ ବଉଳ: ବିଲୁପ୍ତି ପଥେ ବନ୍ଧୁତ୍ୱର ଅନନ୍ୟ ପରମ୍ପରା ~ “ଆ ବଉଳ ବୋହୁବୋହୁକା ଖେଳ ଖେଳିବା ମିଛି ମିଛିକା ବାଡ଼ୁଅ ସୁତା ସଜ କରିବା l *** *** *** *** *** ତୋ କୁଲେଇ ମୋ କୁଲେଇ ପେଡ଼ିରେ ସାଇତି ଦେବା…

ଲେଖା: ଅକ୍ଷୟ ଓଝା ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ ମୁଖ୍ୟତଃ କୁମାରୀ କନ୍ୟାମାନଙ୍କର ପର୍ବ ରୂପେ ବିବେଚନା କରାଯାଏ । ଏହି ଦିନ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ ବନ୍ଦାପନା…

ଲେଖା: ଦେଵ ତ୍ରିପାଠୀ ଆଶ୍ଵିନ ଶୁକ୍ଳପକ୍ଷର ଜ୍ୟୋତ୍ସ୍ନା ମାୟାରେ ବର୍ଷା ଧୂଆ ଓ କାକରଭିଜା ଧୂଳିକଣା ବିରହିତ ପବନ ମଧ୍ୟ ହୋଇ ଉଠେ ମତୁଆଲା, ଆଉ କୁଆଁରୀ ଝିଅଙ୍କ ମନ ହୋଇ ଯାଏ ଉଚ୍ଚାଟ, ସ୍ନାୟୁର ସୌଧ ଯେମିତି ଭାଙ୍ଗି ଭାଙ୍ଗି ଯାଏ, ମନ ଚାହେଁ ଜ୍ୟୋସ୍ନା ପ୍ଲାବିତ, ପୁଲକିତ ରଜନୀ ଉଜାଗର ରହି ବିତାଇବାକୁ…