Physical Address
Sai Samarpanam, Satya Vihar, Bhubaneswar

~ ପଣ୍ଡିତ ଗୋଦାବରୀଶ ମିଶ୍ର ~ ଉପସ୍ଥାପନା: ଅମୃତେଶ ଖଟୁଆ “ତୁଙ୍ଗ ଶିଖରୀ ଚୂଳ କୁଞ୍ଜ କାନନ-ମାଳ ପୁଣ୍ୟ ଜଳଧି-ଜଳ ଖେଳି ଉଠେ ସଘନେ, ପ୍ରାଚୀ ଗଗନ ଶିରେ ଭାସି କନକ ନୀରେ ଆସ ତପନ ଉଇଁ ଏ ଉତ୍କଳ ଭୁବନେ ||” “ଏ ବିଦ୍ୟାଳୟ ଧନରେ ଗଢା ହେଉ ନାହିଁ। ରକ୍ତମାଂସ ମସ୍ତିଷ୍କରେ ଗଢାଯାଉଛି।”…

ଲେଖା: ନିରଞ୍ଜନ ସାହୁ ୧୯୩୪ ମସିହା ମଇ ମାସ ୩୧ ତାରିଖର ରୌଦ୍ରଦଗ୍ଧ ମଧ୍ୟାହ୍ନ । ଯାଜପୁର ବରୀ ଅଞ୍ଚଳର ବାଗଦା ଗ୍ରାମର ଚୌଧୁରୀ ବାମନ ଚରଣ ଦାସଙ୍କ ଚଉପାଢ଼ୀ । ସେତେବେଳର ଲଙ୍ଗଳା ଫକୀର ବାପୁଜୀ ବିଶ୍ରାମ ନେଉଥାନ୍ତି ଚଉପାଢ଼ୀ ଉପରେ । ଟିକେ ଦୂରରେ ଥାଆନ୍ତି ଓଡ଼ିଆ ଜାତିର ଚିର ନମସ୍ୟ ଗୋପବନ୍ଧୁ…

ଲେଖା: ନିରଞ୍ଜନ ସାହୁ ଗାନ୍ଧୀବାଦୀ ନେତା, ପରୋପକାରୀ, ଦେଶପ୍ରେମୀ, ଓଡ଼ିଶାର ଉନ୍ନତି ପାଇଁ ସତତ ଚେଷ୍ଟିତ ନେତା, ଓଜସ୍ଵିନୀ ଜ୍ୱାଳାମୁଖୀ ବକ୍ତା, ଦୁସ୍ଥ ଆର୍ତ୍ତଜନତାର ସେବକ, ସାହସୀ, ଖାଣ୍ଟି ଓଡ଼ିଆ, ଓଡ଼ିଶାର ପ୍ରଥମ ରାଜନୈତିକ ବନ୍ଦୀ ରାଜକୃଷ୍ଣ ବୋଷ । ୧୯୨୧ ମସିହା ଜାନୁଆରୀ ମାସ ୨୪ ତାରିଖ। କଟକର କାଠଯୋଡ଼ି ବାଲିରେ ସ୍ଵାଧୀନତା ପାଇଁ…

ଲେଖା: ନିରଞ୍ଜନ ସାହୁ ପାଠପଢା ମାତ୍ର ପଞ୍ଚମ ଶ୍ରେଣୀ । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ପାଇଛନ୍ତି ‘ରାଷ୍ଟ୍ରବୀର’ ସମ୍ମାନ । ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦେଇଛନ୍ତି ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି, ମାନ୍ୟବର ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଇଛନ୍ତି ତାମ୍ରଫଳକ ସହ ପ୍ରଶସ୍ତି ପତ୍ର, ଭାରତୀୟ ସ୍ଵାଧୀନତା ସଂଗ୍ରାମୀ ପରିଷଦ, କେନ୍ଦ୍ର ସରକାର, ରାଜ୍ୟ ସରକାର…

ଲେଖା: ନିରଞ୍ଜନ ସାହୁ କଟକ ଜିଲ୍ଲାର ସତ୍ୟଭାମାପୁର ମଲ୍ଲବଂଶ ପରିବାର । ଏହାଥିଲା ଜାତୀୟଗୌରବ ମଧୁସୂଦନ ଦାସ, ପ୍ରଶାସକ-ସାହିତ୍ୟିକ ଗୋପାଳ ବଲ୍ଲଭ ଦାସ, ବିଶିଷ୍ଟ ସାହିତ୍ୟିକ ନାରାୟଣ ଚନ୍ଦ୍ର ଦାସ, ସର୍ବଜନାଦୃତ ମହିୟସୀ ମା’ ରମାଦେବୀଙ୍କ ଏନ୍ତୁଡ଼ିଶାଳ । ଓଡ଼ିଶା ତଥା ଭାରତବର୍ଷର ଏହି ବରେଣ୍ୟ ମହାପୁରୁଷ, ଦେଶସେବକ ମାନଙ୍କ ସହ ଯୋଡ଼ି ହୋଇଯାଇଥିଲେ ଆଉଜଣେ…

ଲେଖା: ନିରଞ୍ଜନ ସାହୁ ଓଡ଼ିଶା ପ୍ରଦେଶର ‘କସ୍ତୁରବା ଗାନ୍ଧୀ ଟ୍ରଷ୍ଟ ଫଣ୍ଡ’ର କାର୍ଯ୍ୟ ପରିଚାଳନା ଦାୟିତ୍ଵ ନ୍ୟସ୍ତ ହେଲା ରମାଦେବୀଙ୍କ ଉପରେ ୧୯୪୫ ମସିହାରେ । ସାତ ବର୍ଷ ମଧ୍ୟରେ ରାଜ୍ୟରେ ଏହି କେନ୍ଦ୍ର ଦ୍ବାରା ଆଠଟି ମାତୃମଙ୍ଗଳ ଓ ନ’ଟି ଗ୍ରାମସେବା କେନ୍ଦ୍ର, କେତୋଟି ଲୁଗାବୁଣା କେନ୍ଦ୍ର ସ୍ଥାପନ ହେଲା ରମାଦେବୀଙ୍କ ତତ୍ତ୍ଵାବଧାନରେ ।…

~ କହଇ ଜଗନ୍ନାଥ ଦାସ ~ ଲେଖା: ଅମୃତେଶ ଖଟୁଆ “ତୋଷ ନୁହଁଇ ମୋର ଚିତ୍ତ, କହଇ ଦାସ ଜଗନ୍ନାଥ” II ଭାରତବର୍ଷର ଉତ୍ତର ଦକ୍ଷିଣ ସଂସ୍କୃତିକୁ ପୂର୍ବ ଏସିଆ ମହାଦେଶର ଅନୁଭାଗ ସହିତ ସାମୁଦ୍ରିକ ସମ୍ପର୍କ ଘେନି ଯୋଡୁଥିବା ଏକ ଭୂମିର ପ୍ରାଚୀନ ଅବତାରଣା ― ସେ ଉତ୍କଳ, ସେ କଳିଙ୍ଗ ଓ ଉଡ୍ର…

ଲେଖା: ତ୍ରିଲୋଚନ ସ୍ୱାଇଁ ~ ତେନ୍ତୁଳିପଦାର ବିଲ ଶାରଳା ମନ୍ଦିର ~ ଅନନ୍ତ ଓ ଅସୁମାରୀ କୀର୍ତ୍ତିରାଜିରେ ଭରା ଆମ ଏ ଓଡ଼ିଶା ଭୂଖଣ୍ଡ l ହିରଣ୍ୟଗର୍ଭା ଆମ ଏ ପବିତ୍ର ମାଟିର କୋଣାନୁକୋଣରେ କେତେ ଯେ ଦେଉଳ, କେତେ ମଠ ଓ ମନ୍ଦିର l ଧର୍ମ, ସାହିତ୍ୟ, ସଂସ୍କୃତି, ନୃତ୍ୟ ଓ ସଂଗୀତ କେତେ ଯେ…

ଲେଖା: ନିରଞ୍ଜନ ସାହୁ ଭାରତୀୟ ସ୍ଵାଧୀନତା ସଂଗ୍ରାମକୁ ଆମ ଓଡ଼ିଶାର ବରୀ ଅଞ୍ଚଳର ଅବଦାନ କୌଣସି ଗୁଣରେ କମ୍ ନୁହେଁ । ୧୯୪୨ ମସିହା ଅଗଷ୍ଟ ମାସରେ ଗାନ୍ଧିଜୀଙ୍କ ଆହୂତ ‘ଭାରତଛାଡ଼’ ଆନ୍ଦୋଳନ ସାରା ଭାରତରେ ମୁଣ୍ଡ ଟେକି ଉଠିଥାଏ । ବିଦେଶୀ ଇଂରେଜଙ୍କୁ ଏ ଦେଶରୁ ହଟାଇବା ସହ ସ୍ଵରାଜ ପ୍ରତିଷ୍ଠା କରିବାର ସ୍ଵପ୍ନକୁ…

ଲେଖା: ଦେଵ ତ୍ରିପାଠୀ ଜଗତସିଂହପୁରର ମାଛଗାଁ ମୁଖ୍ୟ କେନାଲର ଦକ୍ଷିଣ ପାର୍ଶ୍ଵ ଓ ମୃତ ଅଳକା ନଦୀର ଉତ୍ତର ପାର୍ଶ୍ୱରେ ଥିବା ଐତିହାସିକ ସୋମନାଥ ହାଟ ନିକଟସ୍ଥ ବିସ୍ତୀର୍ଣ୍ଣ ଆମ୍ବତୋଟା। ଧୂଳିମାଟିର ସନ୍ଥ ଗୋପବନ୍ଧୁ ଚୌଧୁରୀ, ଜାତୀୟକବି ବୀରକିଶୋର, ନବକୃଷ୍ଣ ଚୌଧୁରୀ, ନିତ୍ୟାନନ୍ଦ କାନୁନଗୋ, ଭାଗିରଥ ମହାପାତ୍ର, ସରଳାଦେବୀ, ନୀଳମଣି ପ୍ରଧାନ, ପ୍ରାଣକୃଷ୍ଣ ପଢ଼ିଆରୀ, ଭିକାରୀଚରଣ…