Search Results for ବର୍ଣ୍ଣବୋଧ

ବର୍ଣ୍ଣବୋଧ

ଲେଖା: ଦୁଷ୍ମନ୍ତ କୁମାର ବେହେରା ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ ନିଜ ପସନ୍ଦର ପ୍ରିୟ କବି ଓ ଲେଖକଙ୍କ ପ୍ରକାଶିତ ପୁସ୍ତକଗୁଡିକୁ ବୃହତ୍ତର ପାଠକମାନଙ୍କ ଦୃଷ୍ଟି ଆକର୍ଷଣ କରିବାର ଓଡିଶାରେ ଯେଉଁ ଧାରା ଆରମ୍ଭ ହୋଇଛି । କହିବାପାଇଁ ଗଲେ ତାହା ଏବେ ଧୀରେ ଧୀରେ ଏକ ବିପ୍ଳବର ରୂପ ନେଲାଣି, ଯାହା ଓଡ଼ିଆ…

ଭକ୍ତକବି ମଧୁସୂଦନ ରାଓ

~ ଭକ୍ତକବି ମଧୁସୂଦନ ରାଓ ~ ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ ଲେଖୁଛେ କିମ୍ବା ନିଜକୁ ଓଡ଼ିଆ ବୋଲି କହି ଗର୍ବ ଅନୁଭବ କରୁଛେ, ତାହା ପଛରେ ଅନେକ ମହାନ ଓ ମହତ ପୁରୁଷଙ୍କର ନିଃସ୍ଵାର୍ଥପର ସେବା ମନୋବୃତ୍ତି ଓ ବଳିଦାନ ଲୁଚି ରହିଛି ! ସେଭଳି…

ତୁହିମା ଜନମ ଭୂମି

ସୌରଭିତ ସୃଷ୍ଟି: ଭକ୍ତକବି ମଧୁସୂଦନ ରାଓ ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ…

ଭକ୍ତକବି ମଧୁସୂଦନ

ଲେଖା: ଶୁଭ ରଞ୍ଜନ ପୃଷ୍ଟି ଆଜି ଯଦି ଆମେ ଓଡ଼ିଆ କହୁଛେ, ଓଡ଼ିଆ ଲେଖୁଛେ କିମ୍ବା ନିଜକୁ ଓଡ଼ିଆ ବୋଲି କହି ଗର୍ବିତ ଅନୁଭବ କରୁଛେ, ତାହା ପଛରେ ଅନେକ ମହାନ ଓ ମହତ ପୁରୁଷ ମାନଙ୍କର ନିସ୍ଵାର୍ଥପର ସେବା ମନୋବୃତ୍ତି ଓ ବଳିଦାନ ଲୁଚି ରହିଛି . . ! ସେହି ଭଳି ନିସ୍ଵାର୍ଥପର…

ଭକ୍ତକବି ମଧୁସୂଦନ

~ ଭକ୍ତକବି ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ଅମୃତ ପ୍ରତ୍ୟାଶୀ ଋଷିପ୍ରାଣ ମହାମହିମ ଭକ୍ତକବି ମଧୁସୂଦନ । ସୃଷ୍ଟିର ଅମୃତମୟ ପରିକଳ୍ପନାରେ ଶତଜିହ୍ଵ ତାଙ୍କ ଅତୀନ୍ଦ୍ରିୟ ଅମୃତମୟ ପ୍ରାଣ ଆଜି ବି ଶତକୋଟି ଓଡ଼ିଆମାନଙ୍କ ପ୍ରାଣରନ୍ଧ୍ରରେ ଉଜ୍ଜୀବିତ। ସ୍ନେହ ସୋହାଗର ବଳୟ ଭିତରେ ତାଙ୍କ ଅମରାତ୍ମାକୁ ଜଣେଇବା ଅମର୍ତ୍ତ୍ୟ ବାର୍ତ୍ତାର ପାଥେୟ । “ଅଖିଳ…

ଗୋଦାବରୀ ଦେବୀ

ଲେଖା: ନିରଞ୍ଜନ ସାହୁ ୧୯୩୪ ମସିହା ମଇ ମାସ ୩୧ ତାରିଖର ରୌଦ୍ରଦଗ୍ଧ ମଧ୍ୟାହ୍ନ । ଯାଜପୁର ବରୀ ଅଞ୍ଚଳର ବାଗଦା ଗ୍ରାମର ଚୌଧୁରୀ ବାମନ ଚରଣ ଦାସଙ୍କ ଚଉପାଢ଼ୀ । ସେତେବେଳର ଲଙ୍ଗଳା ଫକୀର ବାପୁଜୀ ବିଶ୍ରାମ ନେଉଥାନ୍ତି ଚଉପାଢ଼ୀ ଉପରେ । ଟିକେ ଦୂରରେ ଥାଆନ୍ତି ଓଡ଼ିଆ ଜାତିର ଚିର ନମସ୍ୟ ଗୋପବନ୍ଧୁ…

ଉତ୍କଳ ଭାରତୀ

ଲେଖା: ନିରଞ୍ଜନ ସାହୁ “ପ୍ରଚଣ୍ଡ ମାର୍ତ୍ତଣ୍ଡ ତାପେ ଦଗ୍ଧକ୍ଲିଷ୍ଟ କ୍ଲାନ୍ତି ପଥଶ୍ରାନ୍ତ ପାନ୍ଥେ ଦେଉ ଛାୟା ଅବିଶ୍ରାନ୍ତ ମହତ ହିତ ବ୍ରତର ଏ କି ତୋ ଦୃଷ୍ଟାନ୍ତ ! ଶିଖାଅ ହେବି ତୋ ସମ ସୁବିନୀତ ନମ୍ର ମନ ଅକାତରେ ଭବସେବା ଯାଉଥିବି କରି ମୋ କ୍ଷୁଦ୍ର ଆୟାସେ ବହୁ କ୍ଲେଶ ନେବି ହରି ପ୍ରତିଦାନେ…

ଓଡ଼ିଶା ମିଶନ ପ୍ରେସ୍

ଲେଖା: ଦେଵ ତ୍ରିପାଠୀ ୧୮୩୭ ସନ୍ । କଟକ । ଓଡ଼ିଶାରେ ଆଧୁନିକ ଶିକ୍ଷାର ପ୍ରସାର ଏବଂ ଓଡ଼ିଆ ପାଠ୍ୟପୁସ୍ତକ ପ୍ରଣୟନ ଦିଗରେ ବ୍ରିଟିଶ ସରକାରଙ୍କ ସମୟୋପଯୋଗୀ ପଦକ୍ଷେପ ନିଶ୍ଚିତଭାବେ ଥିଲା ପ୍ରଶଂସନୀୟ । ସେତେବେଳେ ଓଡ଼ିଶାରେ ଛାପାଖାନା ନ ଥିଲା ! ଓଡ଼ିଆ ପୁସ୍ତକର ଅଭାବ ଥିଲା, ଓଡ଼ିଆ ପିଲାଏ ବିଦ୍ୟାଳୟରେ ବଙ୍ଗାଳୀ ପୁସ୍ତକମାନ…

ପ୍ୟାରୀମୋହନ ଆଚାର୍ଯ୍ୟ

ଲେଖା: ନିରଞ୍ଜନ ସାହୁ (ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ ସ୍ଵରୋତ୍ତଳନ କରୁଥିବା ଜଣେ ଯୁବକକୁ ପ୍ରଲୋଭନ ଦେଖାଇ ସେଦିନର ଇଂରେଜ ସରକାର ଡେପୁଟି ମାଜିଷ୍ଟ୍ରେଟ ଚାକିରୀ ପାଇଁ ମନୋନୀତ କରିଥିଲେ । ସେହି ଯୁବକର ଉତ୍ତର ଥିଲା, “ମୋତେ ଯଦି ବଡ଼ଲାଟ୍ କରାଯାଏ, ତାକୁ ମଧ୍ୟ ଗ୍ରହଣ କରିବାକୁ ମୁଁ ପ୍ରସ୍ତୁତ ନୁହେଁ ।” ଏହା ଥିଲା…

ପଣ୍ଡିତ ଗୋବିନ୍ଦ ରଥ

ଲେଖା: ନିରଞ୍ଜନ ସାହୁ ~ ସଂଗ୍ରାମୀ ସାରସ୍ଵତସାଧକ ପୁସ୍ତକପ୍ରକାଶକ ଖାଣ୍ଟିଓଡ଼ିଆ ପଣ୍ଡିତ ଗୋବିନ୍ଦ ରଥ ~ ଉନବିଂଶ ଶତାବ୍ଦୀର ଶେଷ ଦଶନ୍ଧି ସମୟରେ ଓଡ଼ିଶାରେ ବ୍ରିଟିଶ ଶାସନର ଏକ ଘଟଣା। ଅଖଣ୍ଡ କ୍ଷମତାର ଅଧିକାରୀ କମିଶନର ମାନେ। ଥରେ କଟକର କମିଶନର କାର୍ଯ୍ୟକ୍ରମ ରଖିଥିଲେ ବାଙ୍କୀ ବାଟେ ଖୋର୍ଦ୍ଧା ଯିବା ପାଇଁ। କଟକରୁ ବାଙ୍କୀ ଯିବାକୁ…