Search Results for ବାଖରାବାଦ

ମନମୋହନ ଚୌଧୁରୀ

ଲେଖା: ନିରଞ୍ଜନ ସାହୁ ୧୯୨୪ ମସିହା ଏପ୍ରିଲ ମାସ ତିନି ତାରିଖ । କଟକ ଟାଉନହଲ୍’ରେ ପାଳିତ ହେଉଥାଏ ବ୍ରିଟିଶ ସରକାରଙ୍କ ନାରକୀୟ ହତ୍ୟାକାଣ୍ଡ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଦିବସ । ସଭାସ୍ଥଳ ଭରପୂର । ଗୋଟିଏ ନଅ ବର୍ଷର ବାଳକ ତା’ର ସାତ ବର୍ଷର ଭଉଣୀକୁ ସାଙ୍ଗରେ ଧରି ଆଗଧାଡିର ଶ୍ରୋତା । ବିଶିଷ୍ଟ ସ୍ବାଧିନତା…

ଗଦ୍ୟଶିଳ୍ପୀ ଫକୀରମୋହନ

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀରେ ଭାରତରେ ନବଜାଗରଣ ବା ରେନେସାଁର ପ୍ରବାହ ଐତିହାସିକମାନେ ନିର୍ଣ୍ଣୟ କରିଛନ୍ତି । ଆଧୁନିକ ଯୁଗରେ ମନୁଷ୍ୟର ନୂତନ ଚିନ୍ତାଧାରାର ଉତ୍ସ ହିଁ ରେନେସାଁ । ମଧ୍ୟଯୁଗୀୟ ଭାରତୀୟ ଚିନ୍ତା ପ୍ରଧାନତଃ ଈଶ୍ୱର ଓ ଧର୍ମକୈନ୍ଦ୍ରିକ । ଏହି ଚିନ୍ତାର ବିପରୀତଧର୍ମୀ ଭାବେ ହିଁ ଆରମ୍ଭ ହୋଇଥିଲା ନବଜାଗରଣ ବା…

ସ୍ବରାଜ ଆଶ୍ରମ

ଲେଖା: ଦେଵ ତ୍ରିପାଠୀ କଟକ ସାହେବଜାଦା ବଜାରର ସେଇ ପୁରୁଣା ଦୁଇ ମହଲା କୋଠା ! ଅଗଷ୍ଟ ୧୫ କି ଜାନୁୟାରୀ ୨୬ ଆସିଲେ ଏଇ କୋଠାଟି ବିସ୍ମୃତିର ବହଳ ଚାଦର ଭିତରୁ ଉଙ୍କି ମାରି ଉଠେ । ଏଇ କୋଠାର ଛାତି ଉପରେ ତ୍ୟାଗ, ଆଦର୍ଶ, ସାଧନାର ଝାଞ୍ଜପିଟା ହୁଏ, ଏଇ କୋଠା ସହିତ…

ମା’ ଛିନ୍ନମସ୍ତା

ଲେଖା: ଶଶାଙ୍କ ତରାଇ ବାଖରାବାଦର ମା’ ଛିନ୍ନମସ୍ତା କାଳୀ ! ଐତିହ୍ୟ ନଗରୀ କଟକର ବିଭିନ୍ନ ସ୍ଥାନରେ ଦୀପାବଳି ସମୟରେ ମା’ ଶ୍ୟାମାକାଳୀଙ୍କୁ ପୂଜା କରାଯାଏ କିନ୍ତୁ ବାଖରାବାଦ ଅଞ୍ଚଳର ଏ ପୂଜା ସମ୍ପୂର୍ଣ୍ଣ ନିଆରା । କେବଳ ଓଡ଼ିଶା ନୁହଁ ସମ୍ପୂର୍ଣ୍ଣ ଭାରତବର୍ଷରେ କଟକର ବାଖରାବାଦରେ ମା’ ଛିନ୍ନମସ୍ତା କାଳୀଙ୍କୁ ପୂଜାମୂର୍ତ୍ତି ରୂପେ ପୂଜା…

ମହାବିଷୁବ ସଂକ୍ରାନ୍ତି

ଲେଖା: ଦେଵ ତ୍ରିପାଠୀ “ନ ମାଧବସମୋ ମାସ ନକୃତେନ ଯୁଗ ସମଂ, ନ ଚ ବେଦ ସମ ଶାସ୍ତ୍ରଂ ନ ତୀର୍ଥ ଗଙ୍ଗୟା ସମମ୍ II” ବୈଶାଖମାସ ଠାରୁ ମାସ ନାହିଁ, ସତ୍ୟଯୁଗ ଠାରୁ ଯୁଗ ନାହିଁ, ବେଦ ଠାରୁ ବଡ଼ ଶାସ୍ତ୍ର ନାହିଁ, ଗଙ୍ଗା ଠାରୁ ପୁଣ୍ୟ ନଦୀ ଏ ଧରଣୀପୃଷ୍ଠରେ ନାହିଁ ।…