Search Results for ବାହୁଡା ଦଶମୀ

ନୀଳାଦ୍ରିବିଜେ

ଲେଖା: ବନ୍ଧନ ଦଳାଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରିସିଦ୍ଧ ରଥଯାତ୍ରାର ଅନ୍ତିମପର୍ବ ହେଉଛି “ନୀଳାଦ୍ରିବିଜେ” । ଗୁଣ୍ଡିଚା ମନ୍ଦିରରେ ନବଦିନାତ୍ମକ ଯାତ୍ରା ସାରି ବାହୁଡା ଦଶମୀ ଦିନ ଠାକୁର ମାନେ ଶ୍ରୀମନ୍ଦିରର ସିଂହଦ୍ୱାରକୁ ଫେରନ୍ତି ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ସାରି ପରିଶେଷରେ ଠାକୁରମାନେ ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି, ଏଣୁ ଏହାକୁ ‘ନୀଳାଦ୍ରି ବିଜୟ’ ବା…

ଝୁଲଣ ଯାତ୍ରା

~ ଝୁଲଣ ଯାତ୍ରା ~ ଉପସ୍ଥାପକ: ଦୁର୍ଗାମାଧବ ମହାନ୍ତି ଚଳିତ ବର୍ଷ ଶ୍ରୀମନ୍ଦିର ସହ ବିଭିନ୍ନ ମଠରେ ଝୁଲଣ ଯାତ୍ରା ଶ୍ରାବଣ ଶୁକ୍ଳ ଦଶମୀ ଠାରୁ ଭାଦ୍ରବ କୃଷ୍ଣ ପ୍ରତିପଦ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଅଛି। “ଆଷାଢେ ଗୁଣ୍ଡିଚା ଯାତ୍ରା ଶ୍ରାବଣେ କୁଞ୍ଜମନ୍ଦିରମ୍।” ତ୍ରୟୋଦଶ ଯାତ୍ରା ମଧ୍ୟରେ ଝୁଲଣ ଯାତ୍ରା ଅନ୍ତର୍ଭୁକ୍ତ ନ ହେଲେ ମଧ୍ୟ ଉପଯାତ୍ରାମାନଙ୍କ…

ସୁନାବେଶ

ଲେଖା: ଅମ୍ବିକା ପଟ୍ଟନାୟକ ଶ୍ରୀଜଗନ୍ନାଥଙ୍କ ବର୍ଷକୁ ପାଞ୍ଚଥର ସୁନାବେଶ ହୁଏ l ବିଜୟା ଦଶମୀ, କାର୍ତ୍ତିକ ପୂର୍ଣ୍ଣମୀ, ପୌଷ ପୂର୍ଣ୍ଣମୀ, ଦୋଳପୂର୍ଣ୍ଣମୀ ଓ ବାହୁଡା଼ ପରବର୍ତ୍ତୀ ହରିଶୟନ ଏକାଦଶୀରେ ରଥ ଉପରେ l ପ୍ରଥମ ଚାରୋଟି ସୁନାବେଶ ରତ୍ନସିଂହାସନ ଉପରେ ଆସୀନ ଓ ଶେଷଟି ରଥାରୋହୀ ଭାବେ l କିମ୍ବଦନ୍ତୀ ଅଛି, ଦିଗବିଜୟ ପରେ ଗଜପତି…

ଯଦୁମଣି ମହାପାତ୍ର

~ ଯଦୁମଣି ମହାପାତ୍ର ~ ଲେଖା: ଅମୃତେଶ ଖଟୁଆ ଉତ୍କଳମାଟିରେ ମହମ୍ମଦ ତକି ଖାଁର ଆକ୍ରମଣ ସମୟରେ ତଦାନୀନ୍ତନ ଗଜପତି ରାମଚନ୍ଦ୍ର ଦେବଙ୍କ ପରିବାର ଓ ଓଡିଶାର ସାର୍ବଭୌମାଧିପତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସସମ୍ମାନେ ଆଶ୍ରୟ ଦେଇଥିଲେ ଗଞ୍ଜାମର ଆଠଗଡ଼ ରାଜା । ୧୫୪୦ ମସିହାରେ ମହାରାଜା ପ୍ରତାପରୁଦ୍ରଙ୍କ ନିଧନାନ୍ତେ ତାଙ୍କ ସେନାପତି ବେନୁ କ୍ଷତ୍ରିବର ସିଂହଙ୍କ…

ବାହୁଡ଼ା ଯାତ୍ରା

ଲେଖା: ବନ୍ଧନ ଦଳେଇ ~ ବାହୁଡ଼ା ଯାତ୍ରା ଓ ସୁନାବେଶ ~ ଆଷାଢ଼ ଶୁକ୍ଳପକ୍ଷ ଦଶମୀ ବା ବାହୁଡ଼ା ଦଶମୀ । ମହାପ୍ରଭୁ ରଥରେ ଗୁଣ୍ଡିଚାଘରୁ ବଡ଼ଦେଉଳକୁ ଫେରିବେ, ଶ୍ରୀବିଗ୍ରହମାନଙ୍କର ଫେରନ୍ତା ରଥଯାତ୍ରାକୁ ବାହୁଡା଼ ଯାତ୍ରା ଅବା #ଦକ୍ଷିଣାଭିମୁଖୀ ଯାତ୍ରା ମଧ୍ୟ କୁହାଯାଏ। ସ୍କନ୍ଧ ପୁରାଣର ଉତ୍କଳ ଖଣ୍ଡରେ ଉଲ୍ଲେଖ ଅଛି – “ନବମ୍ୟା ବାସୟେଦ୍ଦେବାନ୍…

ନିମାଇଁ ଚରଣ

~ ନିମାଇଁ ଚରଣ ~ ଲେଖା: ଅମୃତେଶ ଖଟୁଆ “ଚକାଡୋଳା କିମ୍ପା ଡକା, କିମ୍ପା ଡକା ନ ଶୁଣ… ଡକାବଜା ପ୍ରଭୁ ଥକା ହୋଇ ବସି  ବିକଶିଲ ତୁମ୍ଭେ ଏ କେଉଁ ଗୁଣ।” ସୁରମାଧୁରୀର ପଟାନ୍ତର ଏକ ହିଁ ଜଗନ୍ନାଥ… ବିଦଗ୍ଧକବି ଅଭିମନ୍ୟୁ ମଧ୍ୟ ଏହିପରି ମାନପୂର୍ବକ ଥର କହି ଦେଇଥିଲେ – “ଦୁଃଖୀ ଜଣାଇଲେ…