Physical Address
Sai Samarpanam, Satya Vihar, Bhubaneswar

ଉପସ୍ଥାପନା: ନିରଞ୍ଜନ ସାହୁ ଓଡ଼ିଶାର ରଣପୁର । ତଦନାନ୍ତୀନ ରଣପୁର ରାଜ୍ୟ। ପ୍ରଜା ଆନ୍ଦୋଳନରେ ଭୀତତ୍ରସ୍ତ ରାଜା ଏବଂ ବ୍ରିଟିଶ ଶାସନ। ପ୍ରଜାମାନଙ୍କର ଅସନ୍ତୋଷ ଦିନୁଁ ଦିନ ଦାନା ବାନ୍ଧୁଥାଏ। ଦିବାକର ପରିଡ଼ା ଓ ରଘୁନାଥ ମହାନ୍ତିଙ୍କ ନିଷ୍ଠାପର ଉଦ୍ୟମ ଫଳରେ ପ୍ରଜାମଣ୍ଡଳ ଆନ୍ଦୋଳନ ଅଭୂତପୂର୍ବ ରୂପ ନେଉଥାଏ। ସେହି କଥା ଚିନ୍ତା କରି ରାଜା…

ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନ ଉପସ୍ଥାପନା: ପ୍ରଶାନ୍ତ କୁମାର ଦାସ ନୟାଗଡ଼ ପ୍ରଜାମଣ୍ଡଳ ଆନ୍ଦୋଳନର କଥା ଉଠିଲେ ସାଧାରଣତଃ ଆମ ମନରେ ପ୍ରଥମେ ରଣପୁର ପ୍ରଜାମେଳିର ଚିତ୍ର ଆସିଥାଏ। ସେଥିରେ ଆଖିଆଗରେ ନାଚିଉଠେ ଦୁଇଜଣ ସୁନ୍ଦର, ଉଦୟମାନ ଯୁବ ସଂଗ୍ରାମୀଙ୍କ ମୁହଁ, ଯେଉଁମାନେ ନିଜ ଯୌବନର ପ୍ରଥମ ଭାଗରେ ଦେଶମାତୃକା ପାଇଁ ହସିହସି ଫାଶୀଦଣ୍ଡକୁ ଆଲିଙ୍ଗନ କରିଥିଲେ।…