Physical Address
Sai Samarpanam, Satya Vihar, Bhubaneswar

ଲେଖା: ନିରଞ୍ଜନ ସାହୁ ଗତାନୁଗତିକ ପ୍ରବନ୍ଧ ଲେଖାରେ ଗୋଟିଏ ବ୍ୟତିକ୍ରମର ଉଦ୍ଦ୍ରେକ ହେଲା ଉତ୍କଳ ସାହିତ୍ୟ ପତ୍ରିକାରେ ୧୯୦୪ ମସିହାର ପ୍ରଥମ ସଂଖ୍ୟାରେ । ପ୍ରାବନ୍ଧିକଙ୍କର ହେତୁବାଦୀ ଚିତ୍ତ ଧର୍ମର ଆବରଣ ଭେଦ କରି ନାସ୍ତିକତାରେ ଉପନୀତ ହୋଇଥିଲା ଗୋଟିଏ ପ୍ରବନ୍ଧ । ସାରା ପାଠକ ମହଲରେ ତଡ଼ିତ୍ ବେଗରେ ପ୍ରସାରିତ ହୋଇଗଲା ପ୍ରବନ୍ଧର ବିଷୟବସ୍ତୁ…

ଉପସ୍ଥାପନା: ଦେଵ ତ୍ରିପାଠୀ ଓଡ଼ିଆ ଭାଷାସାହିତ୍ୟର ‘ଆଧୁନିକ ଯୁଗ’ ଖ୍ରୀଷ୍ଟୀୟ ଉନବିଂଶ ଶତାବ୍ଦୀର ନବମ ଦଶକ (୧୮୮୦ ଖ୍ରୀଷ୍ଟାବ୍ଦ)ଠାରୁ ସାମ୍ପ୍ରତିକ କାଳ ପର୍ଯ୍ୟନ୍ତ ବ୍ୟାପ୍ତ । ବହୁ ସାହିତ୍ୟ ସମାଲୋଚକ କବିବର ରାଧାନାଥ ରାୟଙ୍କ ନାମାନୁସାରେ ଏହି ଯୁଗକୁ ‘ରାଧାନାଥ ଯୁଗ’ ଭାବରେ ଅଭିହିତ କରନ୍ତି । କାରଣ ଏ ଯୁଗର ଶ୍ରେଷ୍ଠ କବି ହେଉଛନ୍ତି…

ଲେଖା: ନିରଞ୍ଜନ ସାହୁ ଊନବିଂଶ ଶତାବ୍ଦୀରେ ଭାରତରେ ନବଜାଗରଣ ବା ରେନେସାଁର ପ୍ରବାହ ଐତିହାସିକମାନେ ନିର୍ଣ୍ଣୟ କରିଛନ୍ତି । ଆଧୁନିକ ଯୁଗରେ ମନୁଷ୍ୟର ନୂତନ ଚିନ୍ତାଧାରାର ଉତ୍ସ ହିଁ ରେନେସାଁ । ମଧ୍ୟଯୁଗୀୟ ଭାରତୀୟ ଚିନ୍ତା ପ୍ରଧାନତଃ ଈଶ୍ୱର ଓ ଧର୍ମକୈନ୍ଦ୍ରିକ । ଏହି ଚିନ୍ତାର ବିପରୀତଧର୍ମୀ ଭାବେ ହିଁ ଆରମ୍ଭ ହୋଇଥିଲା ନବଜାଗରଣ ବା…

ଲେଖା: ଦେଵ ତ୍ରିପାଠୀ ସେ ଥିଲା ଯେମିତି ପ୍ରାଗୈତିହାସିକ ଅନ୍ଧକାରର ଯୁଗ । ଚାରିଆଡେ ଦୁର୍ବିସହ ଅଜ୍ଞତା, ବରଫ-ଶୀତଳ ନିଶ୍ଚେତନା, ଶଶକ-ଗୋତ୍ରୀୟ ଭୀରୁତା, ସ୍ଥାଣୁ ଜୀବନ, ନିଶ୍ଚଳ ଅଭିଳାଷର ଅନ୍ଧଗଳି ଭିତରେ ମୁମୂର୍ଷୁ-ପ୍ରାୟ ଜୀଉଁଥିଲେ ଓଡ଼ିଆମାନେ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ସମୂଳେ ଲୋପ କରି ମୃତ ଓଡ଼ିଆର କଙ୍କାଳ ହାଡରେ ନିଜ…

ପତ୍ର ପାଇବା ଓ ଉତ୍ତର ଦେବାରେ ଦି' ପଇସା ଖର୍ଚ୍ଚ, କିନ୍ତୁ ସେଇ ଦି' ପଇସାର ମୂଲ୍ୟ ବୋଧହୁଏ ଗୋଦାବରୀଶଙ୍କ ପାଇଁ ଥିଲା ଦୁଇ ଲକ୍ଷ ଟଙ୍କାରୁ ଅଧିକ i କାରଣ ଫକୀରମୋହନକ ପରି ମହାସିନ୍ଧୁଙ୍କ ସଙ୍ଗେ ତାଙ୍କ ଜୀବନର କ୍ଷୁଦ୍ର ପାଣିଟୋପାଟିକୁ ନେଇ ମିଶାଇ ପାରିଥିଲା ସେଇ ପତ୍ର . .

ସୌରଭିତ ସୃଷ୍ଟି: ବ୍ୟାସକବି ଫକୀରମୋହନ ସେନାପତି ~ ସାଧୁ ସୁନ୍ଦର ଦାସଙ୍କ ଅଦ୍ଵୈତବାଦ ~ ସାଧୁ ସୁନ୍ଦର ଦାସ । ଓଡ଼ିଶାର ଏକ ଖଣ୍ଡିତ ଅଞ୍ଚଳରେ ସୀମିତ ରହିଯାଇଥିବା ସାଧୁ ସୁନ୍ଦର ଦାସ ! ଏକାଧାରରେ ଯୋଗୀ, ମହାତ୍ମା, ତ୍ୟାଗୀ, ବ୍ରହ୍ମଚାରୀ, ସନ୍ଥ, ଜ୍ଞାନୀ, ସମାଜ ସଂସ୍କାରକ, ସଂଗ୍ରାମୀ, ବୈଦାନ୍ତିକ, ସାହିତ୍ୟିକ, ଏକେଶ୍ଵରବାଦୀ, ସର୍ବଧର୍ମ ସମନ୍ୱୟର…

ଲେଖା: ଡ. ସତ୍ୟପ୍ରିୟ ସାହୁ ଆମ ଭାଷା ଓ ସାହିତ୍ୟ ଜଗତର ଜଣେ ଅମଳିନ ସାଧକ ନାଟ୍ୟକାର ଭିକାରୀ ଚରଣ ପଟ୍ଟନାୟକ । ୧୮୭୭ ସାଲ ଡିସେମ୍ବର ମାସ ୨୧ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଭିକାରୀ ଚରଣ ପଟ୍ଟନାୟକ, କେନ୍ଦ୍ରାପଡ଼ା ଜିଲ୍ଲାର ଅସୁରେଶ୍ଵର ଅଞ୍ଚଳର ହୁରାସାହି ଗ୍ରାମରେ । ପାଠ ପଢ଼ିଲେ, ବିଦିତ ହେଲେ ଓଡ଼ିଶାର…

~ ବାଲେଶ୍ଵର ସମ୍ଵାଦବାହିକା ~ ଲେଖା: ଅମୃତେଶ ଖଟୁଆ ସତ୍ୟାସତ୍ଯର ସପ୍ରମାଣ ଉଦ୍ଘାଟନ ସହ ଏକାଧିକ ବିଚାରର ଚର୍ଚ୍ଚା ଓ ପ୍ରତିଷ୍ଠା ପାଇଁ ଆଜୀବନ ଅବ୍ଯାହତ ରଖି ଲୋକସାହିତ୍ଯର ହୃଦୟଗ୍ରାହୀ ଉପଜୀବ୍ଯକୁ ମାଧ୍ୟମ କରି ସମ୍ଵାଦ ପରିବେଷଣ ଓ ଉପସ୍ଥାପନାରେ ଅନ୍ୟତମ ଥିଲା – ‘ବାଲେଶ୍ଵର ସମ୍ଵାଦବାହିକା‘। “ଅବନି ମଦନି ପାଳାଃ ପାନ୍ତୁ ବୃଷ୍ଟିଂ ବିଧତ୍ତା…

~ ଭକ୍ତକବି ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ଅମୃତ ପ୍ରତ୍ୟାଶୀ ଋଷିପ୍ରାଣ ମହାମହିମ ଭକ୍ତକବି ମଧୁସୂଦନ । ସୃଷ୍ଟିର ଅମୃତମୟ ପରିକଳ୍ପନାରେ ଶତଜିହ୍ଵ ତାଙ୍କ ଅତୀନ୍ଦ୍ରିୟ ଅମୃତମୟ ପ୍ରାଣ ଆଜି ବି ଶତକୋଟି ଓଡ଼ିଆମାନଙ୍କ ପ୍ରାଣରନ୍ଧ୍ରରେ ଉଜ୍ଜୀବିତ। ସ୍ନେହ ସୋହାଗର ବଳୟ ଭିତରେ ତାଙ୍କ ଅମରାତ୍ମାକୁ ଜଣେଇବା ଅମର୍ତ୍ତ୍ୟ ବାର୍ତ୍ତାର ପାଥେୟ । “ଅଖିଳ…

ଲେଖା: ଶିଶିର ସାହୁ ମନୋଜ ଵର୍ତ୍ତମାନ ଯୁଗରେ କାଳିଚରଣ ପଟ୍ଟନାୟକ ଜନସମାଜ ମଧ୍ୟରେ କଵିଚନ୍ଦ୍ର ଭାବେ ପରିଚିତ ତେବେ ତାଙ୍କ ପୂର୍ଵରୁ ଆହୁରି ଅନେକ ସାହିତ୍ୟ ସ୍ରଷ୍ଟା କଵିଚନ୍ଦ୍ର ଉପାଧି ଲାଭକରିଛନ୍ତି । ୧. କଵିଚନ୍ଦ୍ର ନାରାୟଣ ଶର୍ମା ● କଵିଚନ୍ଦ୍ର ନାରାୟଣ ଶର୍ମା ଅଷ୍ଟମ ଶତାଦ୍ଦୀର ଜନୈକ କଵି । ଏ ‘ଏକାମ୍ରଚନ୍ଦ୍ରିକା’ ଗ୍ରନ୍ଥର…