Physical Address
Sai Samarpanam, Satya Vihar, Bhubaneswar

~ ପଖାଳ ~ ଲେଖା: ଡ. ଜୟଶ୍ରୀ ନନ୍ଦ ଓଡ଼ିଆଙ୍କ ଆରାଧ୍ୟ ବଡ଼ଠାକୁର ବି ଭାରି ଭଲ ପାଆନ୍ତି ପଖାଳକୁ। ମହାପ୍ରଭୁଙ୍କ ପାଖରେ ଲାଗି ହେଉଥିବା ପଖାଳ ବିଷୟରେ କବିତାଟିଏ . . ବଡଘର ବଡ ଗୁମର କଥା ବଡ ପଣେ ସେ ତ ବଡଦେବତା, କୋଟି ଓଡ଼ିଆର ମଉଡମଣି, କେ ନ ଜାଣେ ତାର ସେ…

ଲେଖା: ଡ. ଜୟଶ୍ରୀ ନନ୍ଦ ~ ମଣ୍ଡାପିଠା ~ ମଣ୍ଡା ପିଠା ଗୋଲ୍ ଗୋଲ୍, ଚାଲ ଯିବା ଚଣ୍ଡିଖୋଲ। ଲୋକଗୀତଟି ପଢୁ ପଢୁ ଆପଣ ଅନୁମାନ କରିସାରିବେଣି ଆଜି ଆମର କେଉଁ ଏକ ପ୍ରଧାନ ପାରମ୍ପରିକ ପିଠା ଉପରେ ଲେଖା ହେବ । ମଣ୍ଡା ପିଠା ଏକ ଓଡ଼ିଆ ପାରମ୍ପରିକ ପିଠା । ଏହା ପ୍ରତ୍ୟେକ…

ଲେଖା: ତେଜସ୍ୱ ତ୍ରିପାଠୀ ~ ଶ୍ରୀକ୍ଷେତ୍ରର ନୃସିଂହ ମୂର୍ତ୍ତି ~ ଉତ୍କୃଷ୍ଟ କଳାର ଦେଶ ଉତ୍କଳ l ଉତ୍କଳର କଳା କାରିଗରୀ ଶିଳ୍ପ ଚାତୁରୀ ସ୍ୱତନ୍ତ୍ର ଓ ସର୍ବଶ୍ରେଷ୍ଠ l l କାଳକ୍ରମେ ଉତ୍କଳୀୟ ଭୂଖଣ୍ଡରେ ନାନା ମତବାଦର ପ୍ରଚାର ଓ ପ୍ରଚାର ହୋଇଛି l ଉତ୍କଳୀୟ ସଂକୃତିର ପ୍ରାଣକେନ୍ଦ୍ର ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀପୁରୁଷୋତ୍ତମ…

ଲେଖା: ମିହିର ପଟ୍ଟନାୟକ ଶାସ୍ତ୍ରୀୟମତେ ଶ୍ରୀ ଜଗନ୍ନାଥଙ୍କ ପ୍ରଥମ ନାମ ହେଉଛି ପୁରୁଷୋତ୍ତମ, ହେଲେ ସାଧାରଣ ଭାବେ ଯଦି ମହାପ୍ରଭୁଙ୍କ ପ୍ରଥମ ନାମ ସମ୍ପର୍କରେ କାହାକୁ ପଚରାଯାଏ ତେବେ ସେ ନିଶ୍ଚିତ କହିବ ନୀଳମାଧବ, ନ ହେଲେ ମାଧବ । ଏହି ନାଁଟି ହିଁ ଶାବରୀୟ ସଭ୍ୟତା ଓ ଆର୍ଯ୍ୟ ସନାତନୀ ସଭ୍ୟତାର ସମନ୍ୱୟ ସେତୁ।…

ପିଲାଟି ଦିନରୁ ସେ ଥିଲେ ସଙ୍ଗୀତ ପ୍ରତି ସମର୍ପିତ, ହେଲେ ରକ୍ଷଣଶୀଳ ସମାଜ କରିଥିଲା ତାଙ୍କର ପଥରୋଧ । ସେ କିନ୍ତୁ ଥିଲେ ଦୃଢନିଶ୍ଚିତ, ସଙ୍ଗୀତ ଥିଲା ତାଙ୍କ ଜୀବନ, ସେ ପଛକୁ ହଟିଥାନ୍ତେ ବା କେମିତି ! ପ୍ରବଳ ଆଗ୍ରହ ଓ ସଙ୍ଗୀତ ପ୍ରତି ନିଷ୍ଠା ସହିତ ଆଶୀର୍ବାଦ ହେଲା ପିତା ଏବଂ କକାଙ୍କ ସୁସମୟ ପ୍ରେରଣା । ଆଉ ଜୀବନରେ ପଛକୁ ଫେରି ନ ଥିବା ସେଇ ଛୋଟ ଝିଅଟି ଦିନେ ବନିଗଲା କେତେ କେତେ କଣ୍ଠଶିଳ୍ପୀଙ୍କ ପ୍ରେରଣା । ସେ ବନିଗଲା ଓଡିଶୀ ସଙ୍ଗୀତ, ପଲ୍ଲୀସଙ୍ଗୀତ ଏବଂ ଆଧୁନିକ ଓଡ଼ିଆ ସଙ୍ଗୀତଜଗତର ଏକ ଶ୍ରଦ୍ଧାଶୀଳ ନାମ . .

ଲେଖା: ମିହିର ପଟ୍ଟନାୟକ ପଦ୍ମଫୁଲ ଆଉ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପର୍କ ଖୁବ ନିବିଡ। କେବଳ ସେଇଥି ପାଇଁ ମହାପ୍ରଭୁଙ୍କ ବିଭିନ୍ନ ଅଙ୍ଗକୁ ପଦ୍ମ ସହ ତୁଳନା କରାଯାଏ । ଫୁଲମାନଙ୍କ ଭିତରେ କମଳ ବା ପଦ୍ମ ଶ୍ରେଷ୍ଠ ହୋଇଥିବାରୁ ପ୍ରଭୁଙ୍କୁ ବର୍ଷକୁ ଗୋଟିଏ ଥର ପଦ୍ମବେଶରେ ସଜ୍ଜିତ କରାଯାଏ। ସେଇ ରାତିରେ କାଳିଆ ଠାକୁରଙ୍କ ନିତ୍ୟ…

ଲେଖା: ମିହିର ପଟ୍ଟନାୟକ ଶ୍ରୀମନ୍ଦିରରେ ଅନୁଷ୍ଠିତ ଶ୍ରୀଜୀଉମାନଙ୍କ ବିଶେଷ ବେଶ ମଧ୍ୟରେ ଶ୍ରୀ ବଳଭଦ୍ରଙ୍କୁ ନେଇ ୨ଟି ବେଶ ପରିକଳ୍ପନା କରାଯାଇଛି। ଭାଦ୍ରବ ମାସରେ ପ୍ରଳମ୍ବାସୁର ବଧ ବେଶ ଭଳି କାର୍ତ୍ତିକ ମାସରେ ହରିହର ବେଶରେ ସଜ୍ଜିତ ହୁଅନ୍ତି ବଡ଼ଠାକୁର ଶ୍ରୀ ବଳଭଦ୍ର। କାର୍ତ୍ତିକ ମାସରେ ହେଉଥିବା ନୀତି ରାଧାଦାମୋଦର ବେଶ ଭଳି ପ୍ରାୟତଃ ଦିଶୁଥିବା…

ଲେଖା: ବନ୍ଧନ ଦଳାଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରିସିଦ୍ଧ ରଥଯାତ୍ରାର ଅନ୍ତିମପର୍ବ ହେଉଛି “ନୀଳାଦ୍ରିବିଜେ” । ଗୁଣ୍ଡିଚା ମନ୍ଦିରରେ ନବଦିନାତ୍ମକ ଯାତ୍ରା ସାରି ବାହୁଡା ଦଶମୀ ଦିନ ଠାକୁର ମାନେ ଶ୍ରୀମନ୍ଦିରର ସିଂହଦ୍ୱାରକୁ ଫେରନ୍ତି ରଥ ଉପରେ ସୁନାବେଶ ଓ ଅଧରପଣା ନୀତି ସାରି ପରିଶେଷରେ ଠାକୁରମାନେ ରତ୍ନସିଂହାସନକୁ ପ୍ରତ୍ୟାବର୍ତ୍ତନ କରନ୍ତି, ଏଣୁ ଏହାକୁ ‘ନୀଳାଦ୍ରି ବିଜୟ’ ବା…