Search Results for ଭକ୍ତଚରଣ ଦାସ

ଭକ୍ତଚରଣ ଦାସ

ସଂସାର ଅଳିକ । ସାରା ଜଗତ ମିଥ୍ୟା, ସମସ୍ତ  ଜାଗତିକ ପଦାର୍ଥ ଅନିତ୍ୟ। ଜୀବନ ଯୌବନ କ୍ଷଣସ୍ଥାୟୀ । ଘୋର ଜଞ୍ଜାଳମୟ ଏ ଭବସାଗର। ଚଉରାଅଶୀ ଆଙ୍ଗୁଳ ଚର୍ମ ଘେରି ରହିଥିବା ଏ ଦେହ ଭିତରଟା ନାରଖାର। ଧନ ସମ୍ପତ୍ତି ମୂଲ୍ୟହୀନ, କିନ୍ତୁ ଘୋର ଆସକ୍ତି ମଣିଷର ଏଇଥିପାଇଁ । ଏହାହିଁ ଚିରନ୍ତନ ସତ୍ୟ ! ଏସବୁକୁ ଭଲ ଭାବରେ ହୃଦୟଙ୍ଗମ କରି ଜୀବନ ପ୍ରତି ଅନାସକ୍ତ ଭାବ ଉଦ୍ଦ୍ରେକ ହୋଇଥିଲା ଜଣେ ମହାନ୍ ଓଡ଼ିଆ କବିଙ୍କର . .

କିଶନ ପଟ୍ଟନାୟକ

~ କିଶନ ପଟ୍ଟନାୟକ ~ ଲେଖା: ଅମୃତେଶ ଖଟୁଆ “କବି, ଦାର୍ଶନିକ ବା ବୁଦ୍ଧିଜୀବୀ ଯେ ରାଜନୈତିକ କ୍ଷମତା ନ ଚାହିଁବ ତାହା ନୁହେଁ। କୌଣସି ଦାର୍ଶନିକ ବା କବି ନିଜର ବୁଦ୍ଧି ଓ ବିଶ୍ଵାସ ପ୍ରତି ବିଶ୍ଵସ୍ତ ରହି ରାଜନୀତିର କର୍ମପ୍ରବାହ ଭିତରୁ କ୍ଷମତାକୁ ଉଠି ନିଜର ଆଦର୍ଶ ଅନୁଯାୟୀ ତା’ର ବ୍ଯବହାର କଲେ…

ନିମାଇଁ ଚରଣ ହରିଚନ୍ଦନ

ଲେଖା: ଦେଵ ତ୍ରିପାଠୀ ଜଗତର ନାଥଙ୍କ ଉଦ୍ଦେଶ୍ୟରେ ତାଙ୍କର ଶେଷ ଗୀତ ଥିଲା: ” . . .ବାହୁଡ଼ାରେ ମୋତେ ବାହୁଡ଼ାଇ ନିଅ ହେ ମହାପ୍ରଭୂ”, ଏବଂ ସେଇ ମରମଛୁଆଁ ପଦ ହୋଇଥିଲା କାଳଜୟୀ I ଭକ୍ତପ୍ରବରଙ୍କ ଇଛା ବି ପୂରଣ କରିଥିଲେ ମହାପ୍ରଭୂ I ୧୯୮୩ ମସିହାରେ ଜଗନ୍ନାଥଙ୍କ ପବିତ୍ର ବାହୁଡ଼ାଦିବସରେ ଅଗଣିତ ଭକ୍ତିରସପ୍ରେମୀ…

ପାଲା

ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି !        ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା, ମାର୍ଜିତ ରୁଚି, ଶାଳୀନତା ଯୁକ୍ତ ପରମ୍ପରା – ଏ ସବୁକୁ ନେଇ ପ୍ରକାଶିତ ହୁଏ ସଂସ୍କୃତି । ପର୍ବତ କନ୍ଦରରୁ କଳକଳ ନାଦ କରି ବହି ଆସୁଥିବା…

ବ୍ରଜନାଥ ବଡ଼ଜେନା

ଲେଖା: ନିରଞ୍ଜନ ସାହୁ ଅଷ୍ଟାଦଶ ଶତାବ୍ଦୀ ଥିଲା ଓଡ଼ିଆ କାବ୍ୟସାହିତ୍ୟର ଅପୂର୍ବ ଯୁଗ । ରୀତି ଓ ଗୀତିଯୁଗ ନାମରେ ନାମିତ ଏହି ଯୁଗରେ ଉତ୍କଳ ସାହିତ୍ୟାକାଶରେ ଆବିର୍ଭାବ ଘଟିଥିଲା ବହୁ ବିଶିଷ୍ଟ କବିମାନଙ୍କର। ଆମେ ଯେତେବେଳେ ସର୍ବାଗ୍ରେ ସ୍ମରଣ କରୁ କବିସମ୍ରାଟଙ୍କୁ, ସେତିକିବେଳେ ଅନ୍ୟାନ୍ୟ ପ୍ରତିଭାପୁଞ୍ଜ ଆମ ଦୃଷ୍ଟି ସମ୍ମୁଖରେ ଉଦଭାସିତ ହୋଇଉଠନ୍ତି, ଅଭିମନ୍ୟୁ,…