Physical Address
Sai Samarpanam, Satya Vihar, Bhubaneswar

~ ଏକାମ୍ରକ୍ଷେତ୍ର ଓ ଉତ୍କଳଗୌରବ ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ସମୟର ବାଲୁକାରାଶିରେ ଅଙ୍କିତ ଅଗଣିତ ପଦଚିହ୍ନ– କେତେ ଜଣା, କେତେ ଅଜଣା; କେତେ ପୁଣି ହୋଇଯାଆନ୍ତି ବିସ୍ମୃତ ଓ ବିଲୁପ୍ତ । କିନ୍ତୁ କିଛି ରହିଯାଇଥାନ୍ତି ନିଜ ଏକକ ଅସ୍ତିତ୍ବକୁ ଜାହିର କରିବାର ପଣ ନେଇ, ସମୟରୁ ସମୟାନ୍ତର ଯାଏଁ । ସେହିମାନେ…

ଲେଖା: ଅଂଶୁମାନ ମହାରଣା ~ ସାମ୍ପ୍ରଦାୟିକ ପନ୍ଥବାଦୀ ଚେତନା ଓ ଉତ୍କଳଗୌରବ ମଧୁସୂଦନ ଦାସ ~ ଓଡ଼ିଆ ଜାତୀୟତାବାଦର ଭୀଷ୍ମ ପିତାମହ ଭାବରେ ପରିଚିତ ଶ୍ରଦ୍ଧେୟ ମଧୁବାବୁ ଖଣ୍ଡବିଖଣ୍ଡିତ ଉତ୍କଳ ଜନନୀକୁ ଏକତ୍ର କରାଇବା ଲାଗି ଯେଉଁ ସଂଗ୍ରାମ ଆରମ୍ଭ କରିଥିଲେ, ସେଇ ସଂଗ୍ରାମ କାରଣରୁ ଜୀବିତ ଅଛି ଓଡ଼ିଆ ବିଶେଷଧାରୀ ଜାତି । ଅସ୍ତିତ୍ୱ…

ସୌରଭିତ ସୃଷ୍ଟି: ଜ୍ଞାନସିଦ୍ଧ ବ୍ୟାସକବି ଫକୀରମୋହନ କିଏ କହେ ତାଙ୍କୁ ଶତାବ୍ଦୀର ସୂର୍ଯ୍ୟ, କିଏ କହେ ଜାତି ଐରାବତ, କିଏ କହେ ଉତ୍କଳଗୌରବ, କିଏ କହେ ଓଡ଼ିଶାର ମୁକୁଟବିହୀନ ସମ୍ରାଟ, କିଏ କହେ ଏଜାତି ଗାଲମାଧବ, କିଏ କେତେ କ’ଣ ଉପାଧି/ନାମରେ ନାମିତ କରାନ୍ତି ସେହି ଉତ୍କଳ ଖଣ୍ଡର ଅଗ୍ରସାରଥୀଙ୍କୁ ! ତେବେ ଏ ଜାତିର…

ଲେଖା: ଅମ୍ବିକା ପଟ୍ଟନାୟକ ~ ଜଣେ ଅନିଛୁକ ରାଜନୀତିଜ୍ଞ : ଡ. ମନ୍ମଥ ନାଥ ଦାସ ~ “ଇତିହାସର ଶିଳାନ୍ୟାସ ଉପରେ ଉପନ୍ୟାସର ମାଧୁର୍ଯ୍ୟ ଭରି ଦେଇ ଇତିହାସକୁ ଜୀବନ୍ୟାସ ଦେବାରେ ସିଦ୍ଧହସ୍ତ, ଇତିହାସକୁ ଜୀବନ୍ତ, ମୂର୍ତ୍ତିମନ୍ତ ଓ ସୌନ୍ଦର୍ଯ୍ୟରେ ରୁଦ୍ଧିମନ୍ତ କରିବାର କୁଶଳୀ ଶିଳ୍ପୀ, ଐତିହାସିକ ଡ. ମନ୍ମଥ ନାଥ ଦାସଙ୍କୁ ପ୍ରଜ୍ଞା ଓ…

ଲେଖା: ସିଂହାରୀ ଆଲୋକ ଖୁଣ୍ଟିଆ ~ ସ୍ମୃତିରେ ପଣ୍ଡିତ ଗୋପବନ୍ଧୁ ଦାସ ~ “ମିଶୁ ମୋର ଦେହ ଏ ଦେଶ ମାଟିରେ, ଦେଶବାସୀ ଚାଲି ଯାନ୍ତୁ ପିଠିରେ, ଦେଶର ସ୍ଵରାଜ୍ୟ ପଥେ ଯେତେ ଗାଢ଼ ପୁରୁ ତହିଁ ପଡି ମୋ ମାଂସ ହାଡ଼ !” (ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ) ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ…

ଲେଖା: ଅମ୍ବିକା ପଟ୍ଟନାୟକ ~ ଡ. ମନ୍ମଥ ନାଥ ଦାସ ~ “Long long ago there was a king named Kharavela . .” କେତେବେଳେ ସମ୍ମୁଖସ୍ଥ ଛାତ୍ରଛାତ୍ରୀ ବା କେତେବେଳେ ଝରକା ଫାଙ୍କ ଦେଇ ଦୂର ଦିଗବଳୟରେ ଦୃଷ୍ଟି ନିବଦ୍ଧ କରି ଛନ୍ଦମୟ ରୀତିରେ ଅଧ୍ୟାପକ ଜଣକ ଇତିହାସ ପଢ଼େଇ ଯାଉଛନ୍ତି,…

~ ମୁକ୍ତ୍ଯାର ରାମଚନ୍ଦ୍ର ଦାସ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଆ ମାଟିରେ ଯେଉଁ ମହାପୁରୁଷଙ୍କ ଆବିର୍ଭାବ ଘଟିଛି, ସେମାନଙ୍କ କୀର୍ତ୍ତିପୂତ ଜୀବନୀ ଆମ ପାଇଁ ସଦା ପାଥେୟ। ତେବେ ସେହିମାନଙ୍କ ମଧ୍ୟରୁ ଅନ୍ୟତମ ଥିଲେ ଉତ୍କଳମଣି ଗୋପବନ୍ଧୁଙ୍କ ଅନ୍ୟତମ ଆଦର୍ଶ ତଥା ଦିଗଦ୍ରଷ୍ଟା ମୁକ୍ତ୍ଯାର ରାମଚନ୍ଦ୍ର ଦାସ। “ଈପ୍ସିତଂ ତଦବଜ୍ଞାନାଦ୍ଵିଦ୍ଧି ସାର୍ଗଳମାତ୍ମନଃ। ପ୍ରତିବଦ୍ଧ୍ନାତି ହି…

~ ଭକ୍ତକବି ମଧୁସୂଦନ ~ ଲେଖା: ଅମୃତେଶ ଖଟୁଆ ଅମୃତ ପ୍ରତ୍ୟାଶୀ ଋଷିପ୍ରାଣ ମହାମହିମ ଭକ୍ତକବି ମଧୁସୂଦନ । ସୃଷ୍ଟିର ଅମୃତମୟ ପରିକଳ୍ପନାରେ ଶତଜିହ୍ଵ ତାଙ୍କ ଅତୀନ୍ଦ୍ରିୟ ଅମୃତମୟ ପ୍ରାଣ ଆଜି ବି ଶତକୋଟି ଓଡ଼ିଆମାନଙ୍କ ପ୍ରାଣରନ୍ଧ୍ରରେ ଉଜ୍ଜୀବିତ। ସ୍ନେହ ସୋହାଗର ବଳୟ ଭିତରେ ତାଙ୍କ ଅମରାତ୍ମାକୁ ଜଣେଇବା ଅମର୍ତ୍ତ୍ୟ ବାର୍ତ୍ତାର ପାଥେୟ । “ଅଖିଳ…

ଲେଖା: ନିରଞ୍ଜନ ସାହୁ “ମୁଁ ସାତ ଆଠ ବର୍ଷର ହୋଇଥାଏ । ଧୋବଣୀ ଲୁଗା ନେଇ ଆସିଲା । ମୁଁ ତାକୁ ପଚାରିଲି — ତୁ କି ଜାତି ? ମୋର ଏତିକି କଥା ବାପା ଶୁଣିପାରିଲେ । ସଙ୍ଗେ ସଙ୍ଗେ ମୋ ପାଖକୁ ଚାଲି ଆସି କହିଲେ, “ଶାଶୁଖାଇ ! ଜାତିକଥା କାହାକୁ ପଚାରନ୍ତି…

ଲେଖା: ନିରଞ୍ଜନ ସାହୁ ଗୋଟିଏ ବୃନ୍ତରେ ଦୁଇଟି ସୁଗନ୍ଧଯୁକ୍ତ ପୁଷ୍ପ । ସ୍ଵାମୀ ବିଚିତ୍ରାନନ୍ଦ ଦାସ ଏବଂ ଭୁବନାନନ୍ଦ ଦାସ। ଜମଜ। ପୁରୀ ଜିଲ୍ଲାର କୁରୁଞ୍ଜିପୁର ଶାସନ। ସେଦିନ ଥିଲା ୧୮୮୫ ମସିହାର ମେ ମାସ ୧୪ ତାରିଖ। ଓଡ଼ିଶା ପାଇଁ ଏକ ବିଶେଷ ଦିବସ। ଧରାବତରଣ କରିଥିଲେ ଆମ ଓଡ଼ିଶାର ଦୁଇଟି ଶିଶୁ, ରାମଚନ୍ଦ୍ର…