Search Results for ମାଳତୀ ଚୌଧୁରୀ

ମାଳତୀ ଚୌଧୁରୀ

ଲେଖା: ବିଶ୍ୱଜିତ ରାଉତରାୟ ଅଣଓଡିଆ ଝିଅଟିଏ । ଜନ୍ମ ତାଙ୍କର ସମ୍ଭ୍ରାନ୍ତ ଘରେ । ଶାନ୍ତିନିକେତନରେ ପାଠପଢା । ସେ ମେଧାବୀ ସେ ହସ୍ତଶିଳ୍ପୀ ସେ ସଙ୍ଗୀତଜ୍ଞା ସେ ଥିଲେ ସର୍ବଗୁଣସମ୍ପନ୍ନା । ପରିଚୟ ହେଲା ଦିନେ ଜଣେ ଓଡିଆପୁଅ ସହିତ ! ପରିଚୟ ଶୁଭପରିଣୟରେ ପରିବର୍ତ୍ତନ ହେଇଗଲା । ନିଜର ଆତ୍ମୀୟ ଓ ଅତୀତ…

ମନମୋହନ ଚୌଧୁରୀ

ଲେଖା: ନିରଞ୍ଜନ ସାହୁ ୧୯୨୪ ମସିହା ଏପ୍ରିଲ ମାସ ତିନି ତାରିଖ । କଟକ ଟାଉନହଲ୍’ରେ ପାଳିତ ହେଉଥାଏ ବ୍ରିଟିଶ ସରକାରଙ୍କ ନାରକୀୟ ହତ୍ୟାକାଣ୍ଡ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଦିବସ । ସଭାସ୍ଥଳ ଭରପୂର । ଗୋଟିଏ ନଅ ବର୍ଷର ବାଳକ ତା’ର ସାତ ବର୍ଷର ଭଉଣୀକୁ ସାଙ୍ଗରେ ଧରି ଆଗଧାଡିର ଶ୍ରୋତା । ବିଶିଷ୍ଟ ସ୍ବାଧିନତା…

ନବକୃଷ୍ଣ ଚୌଧୁରୀ

ଲେଖା: ଦେଵ ତ୍ରିପାଠୀ ସ୍ବାଧୀନତା ସଂଗ୍ରାମର ସ୍ବର୍ଣ୍ଣଗର୍ଭା ଅଦୂର ଅତୀତ । ପଦଯାତ୍ରା ଓ ପାଣ୍ଠିସଂଗ୍ରହ ଲକ୍ଷ୍ୟରେ ଗାନ୍ଧିଜୀଙ୍କ ୧୯୩୪ରେ କଟକ ଆଗମନର କଥା । ଦର୍ଶନାଭିଳାଷୀ ଆବାଳବୃଦ୍ଧବନିତାଙ୍କୁ ହରିଜନ ପାଣ୍ଠି ନିମନ୍ତେ ଚାନ୍ଦା ମାଗୁଥାନ୍ତି ଗାନ୍ଧିଜୀ । ଯିଏ ଯାହାର ଶକ୍ତି ଅନୁସାରେ ଖୁସିମନରେ ଦାନ କରିବାର ଦୃଶ୍ୟ ଥାଏ ବେଶ୍ ଭାବୋଦ୍ଦୀପକ ।…

ହାତଖଣ୍ଡି ଗୌରାଙ୍ଗ ଦାସ

~ କୃଷକ ଆନ୍ଦୋଳନର ଅଧିନେତା ଗୌରାଙ୍ଗ ଦାସ ଓରଫ୍ ହାତଖଣ୍ଡି ଗୌରାଙ୍ଗ ଦାସ ~ ଲେଖା: ନିରଞ୍ଜନ ସାହୁ ଅନ୍ୟାୟ, ଅସତ୍ୟ ବିରୁଦ୍ଧରେ ସେ ଦୁର୍ବାସା । ନ୍ୟାୟ ଓ ଶାନ୍ତି ପାଇଁ ସେ ଯୋଗେଶ୍ୱର କୃଷ୍ଣ, ଖଟିଖିଆ, କୃଷକ ପାଇଁ ସେ ଲେନିନ୍, ସ୍ଵାଧୀନତା ପାଇଁ ସେ ଗାନ୍ଧୀବାଦୀ ! ସେ ଗୌରାଙ୍ଗ ଦାସ, ଅତି ଶ୍ରଦ୍ଧାରେ,…

ପ୍ରଫୁଲ୍ଲ ଦାସ

~ ମାଟିର ମଲାଟ ତଳେ ସାଧନା: ପ୍ରଫୁଲ୍ଲ ଦାସ ~ ଲେଖା: ଅମୃତେଶ ଖଟୁଆ “ସେମାନଙ୍କ (ହରିଜନ) ସହ ନିଜେ ନବକୃଷ୍ଣ ତାଳପତ୍ର ଟୋପର ମୁଣ୍ଡରେ ଦେଇ ପାଇକଛା ଭିଡି କୋଡି ଧରି ମାଟି ହାଣିଲେ ଓ ମାଳତୀ ମଧ୍ୟ ଶାଢି କାନିକୁ ଅଣ୍ଟାରେ ଭିଡି ତାଙ୍କ ପଛେ ପଛେ ଘାସ ବାଛି ଚାଲନ୍ତି ।…

ତୁଳସୀ ମୁଣ୍ଡା

~ ତୁଳସୀ ମୁଣ୍ଡା ~ ଲେଖା: ଅମୃତେଶ ଖଟୁଆ ଭାରତବର୍ଷରେ ସାମାଜିକ ବିକାଶର ଧାରାରେ ଓଡ଼ିଆ ମାଟିର ତୁଳସୀ ମୁଣ୍ଡା ! ଆଜିର ସମ୍ଭ୍ରାନ୍ତ ବିଶ୍ଵରେ ସମସ୍ତେ ଯେତେବେଳେ ପ୍ରଗତିଶୀଳତାର ବ୍ୟାଖ୍ୟା କରନ୍ତି, ସେତେବେଳେ ତାଙ୍କ ଚାକ୍ଷୁସ ହୁଏ କେବଳ ଆର୍ଥିକ ମେରୁଦଣ୍ଡର ସିଧାସଳଖ ଚିତ୍ର ତ କେତେବେଳେ ଉଚ୍ଚାଟିତ ନଭଶ୍ଚୁମ୍ଭୀ ଅଟ୍ଟାଳିକାମାନ। ଏଥିରେ ଦେଖନ୍ତି ସେମାନେ…

ଅବଳା

ଲେଖା: ନିରଞ୍ଜନ ସାହୁ ଭାରତୀୟ ସ୍ଵାଧୀନତା ସଂଗ୍ରାମକୁ ଆମ ଓଡ଼ିଶାର ବରୀ ଅଞ୍ଚଳର ଅବଦାନ କୌଣସି ଗୁଣରେ କମ୍ ନୁହେଁ । ୧୯୪୨ ମସିହା ଅଗଷ୍ଟ ମାସରେ  ଗାନ୍ଧିଜୀଙ୍କ ଆହୂତ ‘ଭାରତଛାଡ଼’ ଆନ୍ଦୋଳନ ସାରା ଭାରତରେ ମୁଣ୍ଡ ଟେକି ଉଠିଥାଏ । ବିଦେଶୀ ଇଂରେଜଙ୍କୁ ଏ ଦେଶରୁ ହଟାଇବା ସହ ସ୍ଵରାଜ ପ୍ରତିଷ୍ଠା କରିବାର ସ୍ଵପ୍ନକୁ…

ପ୍ରଭାବତୀ ଦେବୀ

ଲେଖା: ନିରଞ୍ଜନ ସାହୁ ପାଠପଢା ମାତ୍ର ପଞ୍ଚମ ଶ୍ରେଣୀ । ଭାରତର ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ପାଇଛନ୍ତି ‘ରାଷ୍ଟ୍ରବୀର’ ସମ୍ମାନ । ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦେଇଛନ୍ତି ସମ୍ମାନ ସୂଚକ ଡକ୍ଟରେଟ୍ ଉପାଧି, ମାନ୍ୟବର ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଇଛନ୍ତି ତାମ୍ରଫଳକ ସହ ପ୍ରଶସ୍ତି ପତ୍ର, ଭାରତୀୟ ସ୍ଵାଧୀନତା ସଂଗ୍ରାମୀ ପରିଷଦ, କେନ୍ଦ୍ର ସରକାର, ରାଜ୍ୟ ସରକାର…

ତୁଳସୀ ଅପା

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ଜଗନ୍ନାଥଙ୍କ ଅତିପ୍ରିୟ ତୁଳସୀ । ଆଜିର ଦିନରେ କେନ୍ଦୁଝର ଜିଲ୍ଲା ବଡ଼ବିଲ ନିକଟସ୍ଥ ବଣଜଙ୍ଗଲ ଘେରା ଏକ ଆଦିବାସୀ ଅଧ୍ୟୁଷିତ ଗ୍ରାମ କାଇଁଶିରେ ଭାରତ ସ୍ବାଧୀନ ହେବାର ଗୋଟିଏ ମାସ ପୁର୍ବରୁ ଜନ୍ମ ଗ୍ରହଣ କରିଥିଲେ ସେହି ତୁଳସୀ, ଯାହାଙ୍କୁ ସମସ୍ତେ ଜାଣନ୍ତି ପଦ୍ମଶ୍ରୀ ତୁଳସୀ ମୁଣ୍ଡା…

ତୁଳସୀ ମୁଣ୍ଡା

ଲେଖା: ଶିବାଶିଷ ମହାପାତ୍ର ଓଡ଼ିଶାର ଆରାଧ୍ୟ ଦେବତା ଜଗନ୍ନାଥଙ୍କ ଅତିପ୍ରିୟ ତୁଳସୀ । ଆଜିର ଦିନରେ କେନ୍ଦୁଝର ଜିଲ୍ଲା ବଡ଼ବିଲ ନିକଟସ୍ଥ ବଣଜଙ୍ଗଲ ଘେରା ଏକ ଆଦିବାସୀ ଅଧ୍ୟୁଷିତ ଗ୍ରାମ କାଇଁଶିରେ ଭାରତ ସ୍ବାଧୀନ ହେବାର ଗୋଟିଏ ମାସ ପୁର୍ବରୁ ଜନ୍ମ ଗ୍ରହଣ କରିଥିଲେ ସେହି ତୁଳସୀ, ଯାହାଙ୍କୁ ସମସ୍ତେ ଜାଣନ୍ତି ତୁଳସୀ ମୁଣ୍ଡା ବା…