Physical Address
Sai Samarpanam, Satya Vihar, Bhubaneswar

ଉପସ୍ଥାପନା: ଶିଶିର ସାହୁ ମନୋଜ ସେତେବେଳେ ଶ୍ରୀଯୁକ୍ତ ଭାଗୀରଥି ମହେନ୍ଦ୍ର ବାହାଦୁର ଢେଙ୍କାନାଳଗଡ଼ର ଶାସକ ଥାଆନ୍ତି । ସେ ଥରେ ଗୋଟିଏ ପଣ୍ଡିତ ସଭାର ଆୟୋଜନ କରାଇଥିଵାରୁ ଉତ୍କଳଘଣ୍ଟ କଵି ଯଦୁମଣି ସେଠାକୁ ଯାଇଥିଲେ । ରାଜା ସ୍ଵୟଂ ପଣ୍ଡିତମାନଙ୍କର ଅଭ୍ୟର୍ଥନା କରୁଥାଆନ୍ତି । ଯେତେ ଉହୁଙ୍କିଲେ ବି ଯଦୁମଣିଙ୍କୁ ଦ୍ଵାରରକ୍ଷକମାନେ ଭିତରକୁ ଯିଵାକୁ ଦେଲେ…

~ ଯଦୁମଣି ମହାପାତ୍ର ~ ଲେଖା: ଅମୃତେଶ ଖଟୁଆ ଉତ୍କଳମାଟିରେ ମହମ୍ମଦ ତକି ଖାଁର ଆକ୍ରମଣ ସମୟରେ ତଦାନୀନ୍ତନ ଗଜପତି ରାମଚନ୍ଦ୍ର ଦେବଙ୍କ ପରିବାର ଓ ଓଡିଶାର ସାର୍ବଭୌମାଧିପତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ସସମ୍ମାନେ ଆଶ୍ରୟ ଦେଇଥିଲେ ଗଞ୍ଜାମର ଆଠଗଡ଼ ରାଜା । ୧୫୪୦ ମସିହାରେ ମହାରାଜା ପ୍ରତାପରୁଦ୍ରଙ୍କ ନିଧନାନ୍ତେ ତାଙ୍କ ସେନାପତି ବେନୁ କ୍ଷତ୍ରିବର ସିଂହଙ୍କ…

~ ମୁଆଁ ~ ଲେଖା: ଅମୃତେଶ ଖଟୁଆ ଶ୍ରୀକ୍ଷେତ୍ର ପୁରୀରେ ଏକଦା ପହଞ୍ଚିଛନ୍ତି ଉତ୍କଳଘଣ୍ଟ ଯଦୁମଣି ମହାପାତ୍ର । ନିଜ କର୍ମଭୂମି ନୟାଗଡ଼ରେ ତାଙ୍କ ବିଦ୍ବତ୍ତା ଓ ପ୍ରତ୍ୟୁତ୍ପନ୍ନମତିତାର ଯଶ ବିସ୍ତାର ହେଇ ସାରିଥିଲା । ନୟାଗଡ଼ ରାଜା ବିନାୟକ ସିଂହ ମାନଧାତାଙ୍କ ରାଜ ଉଆସରେ ରାଜକବିଙ୍କ ଅଦ୍ୱିତୀୟ ଅଧିକାର ଲାଭ କରିଥିବା ଉତ୍କଳଘଣ୍ଟ ନିଜ…

ଗବେଷଣା ଓ ଉପସ୍ଥାପନା: ଡ. ବାୟାମନୁ ଚର୍ଚି ଘୁଡ଼ୁକି ଏକ ବାଦ୍ୟ । ପତର ସଉରା ଓ କେଳା ସମ୍ପ୍ରଦାୟର ଲୋକେ ପୂର୍ବେ ଏକ ବାଦ୍ୟଯନ୍ତ୍ରକୁ ବ୍ୟବହାର କରି, ଗୀତ ଗାଇ ଗାଇ, ଗାଁ ଗାଁ ବୁଲି ବୁଲି ଭିକ୍ଷା କରୁଥିଲେ । ଏହି ଘୁଡ଼ୁକି ବଜାଇଲେ ଘୁ.ଡୁ. . . ଘୁଡୁ ଶବ୍ଦ ସୃଷ୍ଟି…

ଲେଖା: ଅମୃତେଶ ଖଟୁଆ ~ କ୍ଷୀରୋଦ ଚନ୍ଦ୍ର ପୋଥାଳ ~ “ଅକଲ ମକଲ ଟକଲ ଟିଆଁ, ହନୁ ମାଙ୍କଡ଼ ହୋଇଛି ଠିଆ। ବିଲେଇ ନାନୀ ହେଉଛି ବାହା, ଗଧିଆ ଭାଇ ପିଉଛି ଚାହା। ଠେକୁଆ ଭାଇ ଭରିଛି ରାହା, ଅଜା ଘର ଯିବ ଆମ ଠେକୁଆ। ଅକଲ ମକଲ ଟକଲ ଟିଆଁ ଚିଁ ଚିଁ କରେ…

~ ପିଙ୍ଗଳାକ୍ଷୀ ମନ୍ଦିର ~ ଲେଖା: ଅମୃତେଶ ଖଟୁଆ ଉତ୍ତରିଲେ ଯୋଗୀ – “ନୃପ ଏ ଶ୍ରୀକ୍ଷେତ୍ର ଧାମ, ଶାସ୍ତ୍ରର ବର୍ଣ୍ଣନା ସ୍ଵର୍ଗ, ଅପ୍ରତ୍ୟକ୍ଷ ଯାହା, ମାତ୍ର ଏ ପ୍ରତ୍ୟକ୍ଷ ସ୍ଵର୍ଗ, ରୂପବନ୍ତ ଏଥି ସାକ୍ଷାତ କୈବଲ୍ୟରୂପୀ ବ୍ରହ୍ମ ସନାତନ, ରାଜରାଜେଶ୍ଵର ଏହି ଅଖିଳ ତୀର୍ଥର । ଅଷ୍ଟଶମ୍ଭୁ, ଅଷ୍ଟଶକ୍ତି ବସନ୍ତି ଏହାର ଅଷ୍ଟଦିଗେ, ବିରାଜନ୍ତି…

ଲେଖା: ନିରଞ୍ଜନ ସାହୁ ଗାନ୍ଧୀବାଦୀ ନେତା, ପରୋପକାରୀ, ଦେଶପ୍ରେମୀ, ଓଡ଼ିଶାର ଉନ୍ନତି ପାଇଁ ସତତ ଚେଷ୍ଟିତ ନେତା, ଓଜସ୍ଵିନୀ ଜ୍ୱାଳାମୁଖୀ ବକ୍ତା, ଦୁସ୍ଥ ଆର୍ତ୍ତଜନତାର ସେବକ, ସାହସୀ, ଖାଣ୍ଟି ଓଡ଼ିଆ, ଓଡ଼ିଶାର ପ୍ରଥମ ରାଜନୈତିକ ବନ୍ଦୀ ରାଜକୃଷ୍ଣ ବୋଷ । ୧୯୨୧ ମସିହା ଜାନୁଆରୀ ମାସ ୨୪ ତାରିଖ। କଟକର କାଠଯୋଡ଼ି ବାଲିରେ ସ୍ଵାଧୀନତା ପାଇଁ…

ଲେଖା: ନିରଞ୍ଜନ ସାହୁ ପାଲା ! ଓଡ଼ିଶାର ନିଜସ୍ଵ ଲୋକସଂସ୍କୃତି ! ସଂସ୍କୃତି ଏକ ବେଗଗାମୀ ସ୍ରୋତସ୍ଵିନୀ । ଏହା ଚିର ପ୍ରବହମାନ । ଉନ୍ନତ ଚିନ୍ତା, ମାର୍ଜିତ ରୁଚି, ଶାଳୀନତା ଯୁକ୍ତ ପରମ୍ପରା – ଏ ସବୁକୁ ନେଇ ପ୍ରକାଶିତ ହୁଏ ସଂସ୍କୃତି । ପର୍ବତ କନ୍ଦରରୁ କଳକଳ ନାଦ କରି ବହି ଆସୁଥିବା…

ସୌରଭିତ ସୃଷ୍ଟି: ବ୍ରଜନାଥ ବଡ଼ଜେନା ତୀବ୍ର ବ୍ୟଙ୍ଗ, ଯମକ ଓ ଶ୍ଲେଷପୂର୍ଣ୍ଣ କଟାକ୍ଷ ଆଦିର ବ୍ୟଙ୍ଗକାର ବ୍ରଜନାଥ ବଡ଼ଜେନାଙ୍କ “ଛାମୁଙ୍କୁ ଚିଟାଉ” ବା “ରାଜାଙ୍କୁ ଛଳୋକ୍ତି ” କବିତା l ~ ଛାମୁଙ୍କୁ ଚିଟାଉ ~ ଗୋସେଇଁ ଛ’ ହାତୀ ବାସରେ ରଖିଛ ଦେଇ ତହିଁ କେତେ ଗଣ୍ଠି, ମୋର ଛ’ହାତୀ ବା ସରେ…