Search Results for ସଂଗୀତ ସୁଧାକର ବାଳକୃଷ୍ଣ ଦାଶ

ବାଳକୃଷ୍ଣ ଦାଶ

ଲେଖା: ଦେଵ ତ୍ରିପାଠୀ ନବମ ଶ୍ରେଣୀରେ ପାଠ ପଢୁଥିବା ବାଳକଟି ଛୁଟିରେ ଘରକୁ ଆସିଥାଏ । ହଠାତ୍ ଘରର ଛାତ ଉପରେ ଉଡି ଆସି ବସିଗଲା ପେଚାଟିଏ । ଅନେକ କହିଲେ ଏହା ଅଶୁଭ । କେହି କେହି ତାକୁ ଘଉଡାଇବା ପାଇଁ ପାଟିଗୋଳ କଲେ । ବାଳକଟି ମଧ୍ୟ ଟେକାଟିଏ ମାରିବାକୁ ଉଦ୍ୟତ ହେଲା…

ଆସ ଜୀବନଧନ

ସୌରଭିତ ସୃଷ୍ଟି: କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ଆସ ଜୀବନଧନ ମୋର ପଖାଳକଂସା ! କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକଙ୍କ ଅମଳିନ ସୃଷ୍ଟି । ଏଇ କବିତାରେ ସଂଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ କଣ୍ଠଦାନ ଏହାକୁ କରିଥିଲା ଆହୁରି ଲୋକପ୍ରିୟ । ~ ଆସ ଜୀବନଧନ ମୋର ପଖାଳକଂସା ~ ଆସ ଜୀବନ ଧନ, ମୋର ପଖାଳ କଂସା,…

ଭିକାରୀ ବଳ

~ ଭିକାରୀ ବଳ ~ ଲେଖା: ଅମୃତେଶ ଖଟୁଆ “ମାନ ଉଦ୍ଧାରଣ କର ହେ କାରଣ…”, “ଆହେ ନୀଳଗିରି…”, “ଚାଲ ସଖି ଆମ୍ଭେ ଦର୍ଶନ କରିବା…”, “ପୀତବାସ, ନିଃଶ୍ଵାସକୁ ନାହିଁରେ ବିଶ୍ଵାସ….”, “ମନରେ ହରିଭଜନ….”, “ଜଗାକାଳିଆ ନୀଳାଚଳିଆ…”, “ହରିବୋଲ ସଙ୍ଗେ ହୁଳହୁଳି ଦିଅ ହୋ ଭକତେ….” , “ମନ ପାରାରେ, ଶ୍ରୀକ୍ଷେତ୍ର ଯିବୁ ଉଡି ଉଡି…”…

ସିକନ୍ଦର ଆଲାମ

~ ସିକନ୍ଦର ଆଲାମ ~ ଲେଖା: ଅମୃତେଶ ଖଟୁଆ “ଏ ବନ ଝରଣା ନାଚି ନାଚି ଯାଅନା ଏ ମୋର ମଇନା ଧରା ଦିଅନା।” ‘ମନ ଆକାଶ’ (୧୯୭୪) ଚଳଚ୍ଚିତ୍ରରେ ପ୍ରଥମ କରି କଣ୍ଠଦାନ କରିଥିଲେ ସେତେବେଳେ ବିଶିଷ୍ଟ କଣ୍ଠଶିଳ୍ପୀ ଚିତ୍ତ ଜେନା। ଏହି ଲୋକପ୍ରିୟ ତଥା ଚିରସବୁଜ ଗୀତ ଆଜି ବି ସମସ୍ତଙ୍କ ପାଇଁ…

ମଣିମାଳା ଦେବୀ

~ ମଣିମାଳା ଦେବୀ ~ ଲେଖା: ଅମୃତେଶ ଖଟୁଆ ଓଡ଼ିଶା ମାଟିରେ ସେତେବେଳେ ରଙ୍ଗମଞ୍ଚ ପାଇଁ ଝିଅମାନଙ୍କୁ ଥାଏ ସମାଜର ବାରଣ। ଏରୁଣ୍ଡିବନ୍ଧ ଡେଇଁ ପଦାକୁ ଆସିବାରେ ପ୍ରୟୋଜନ ନଥିଲା ପ୍ରଥାରେ। ହେଲେ, ବିହଙ୍ଗ ଥରେ ପଞ୍ଜୁରୀ ମଧ୍ୟରୁ ବିମୁକ୍ତ ହୋଇଗଲେ, ନୀଡ଼ ଛାଡି ତ ଆସିପାରିବନି, ସେ ନୀଡାଶ୍ରୟୀ ମୁକ୍ତାକାଶ ମଧ୍ୟରେ ନିଜକୁ ସଞ୍ଚରି…

ନାରାୟଣ ପ୍ରସାଦ ସିଂହ

~ ନାରାୟଣ ପ୍ରସାଦ ସିଂହ ~ ଲେଖା: ଅମୃତେଶ ଖଟୁଆ ସୁରଜଗତର ରସରାଜ ନାରାୟଣ ପ୍ରସାଦ ସିଂହ ! ସଂସ୍କୃତରେ ଗୋଟିଏ ସୁନ୍ଦର ଧାଡିଟିଏ ଅଛି – “ଏକଶବ୍ଦଃ ସୁଜ୍ଞାତଃ ସୁପ୍ରଯୁକ୍ତଃ ସ୍ଵର୍ଗଲୋକେ କାମଧୃଗ୍-ଭବତି।” ଏକ ଶବ୍ଦକୁ ଯଦି ସୁନ୍ଦର ଭାବରେ ଅନୁଭୂତିରେ ଅବଗାହନ କରାଯାଇ ଯଦି ତାହାକୁ ରସସିକ୍ତ କରି ପ୍ରୟୋଗ କରାଯାଏ, ତାହା…